-+91-9937148622 |

prerana_bgr@rediffmail.com |

  Thursday 8th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   (07-Oct-2026)       ||      ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   (07-Oct-2026)       ||      ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   (07-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   (07-Oct-2026)       ||      ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   (07-Oct-2026)       ||      ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   (07-Oct-2026)       ||      ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଦାବିରେ ଏସ ୟୁ ସି ଆଇ (ସି) ର ପଥପ୍ରାନ୍ତ ସଭା    (07-Oct-2026)       ||      ଦୁର୍ଘଟଣାରେ ଆହତ ବିଜେଡି କର୍ମୀଙ୍କ ପରଲୋକ   (07-Oct-2026)       ||      ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   (07-Oct-2026)       ||      ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   (07-Oct-2026)       ||      ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   (07-Oct-2026)       ||      ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   (07-Oct-2026)       ||      _ଭୀମଟାଙ୍ଗିରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ   (07-Oct-2026)       ||      କୁଶଙ୍ଗାଇ ପୀଠରେ ଷୋହଳ ପୂଜା ଆରମ୍ଭ   (07-Oct-2026)       ||      ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   (07-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   (06-Oct-2026)       ||      ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   (06-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   (06-Oct-2026)       ||      ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   (06-Oct-2026)       ||     

HOME   ଜିଲ୍ଲା

ଫିରିଙ୍ଗିଆରେ ଟ୍ରକ୍- ଅଟୋ ଧକ୍କା: ୭ ଆହତ, ୩ଗୁରୁତର

21-May-2022



କନ୍ଧମାଳ,(ସୁଶିଲ କୁମାର ପାଣିଗ୍ରାହୀ):କ୍ରମାଗତ ଭାବେ ଗତ ତିନି ଦିନ ଧରି ଫିରିଙ୍ଗିଆ ଅଞ୍ଚଳରେ ଦୁର୍ଘଟଣା ଘଟି ଚାଲିଥିବା ବେଳେ ଏଥିରେ ପ୍ରାୟ ତିନି ଜଣ ପ୍ରାଣ ହରାଇ ସାରିଲେଣି। ସେହିଭଳି  ପୁଣି ଏକ ଟ୍ରକ ସହ ଅଟୋ ଦୁର୍ଘଟଣା ଘଟି ଅଟୋରେ ବସିଥିବା ୭ ଜଣ ଆହତ ହୋଇଛନ୍ତି। ସେଥିମଧ୍ୟରୁ ୩ଜଣ ଗୁରୁତର ଆହତଙ୍କୁ ଫୁଲବାଣୀ ମୁଖ୍ୟ ଚିକିତ୍ସାଳୟକୁ ପଠାଇ ଦିଆଯାଇଛି।ସୁଚନା ଅନୁଯାୟୀ, କାସିନିପଦର ଅଞ୍ଚଳରୁ ଏକ ଅଟୋରେ ୩ଜଣ ଅଙ୍ଗନୱାଡି କର୍ମୀ, ଜଣେ ଗର୍ଭବତୀ ମହିଳାଙ୍କ ସମେତ ଡ୍ରାଇଭରକୁ ମିଶାଇ ପାଖାପାଖି ୭ଜଣ ଯାତ୍ରୀ ଫିରିଙ୍ଗିଆ ଆସୁଥିଲେ। ଅଙ୍ଗନୱାଡି କର୍ମୀମାନେ ଫିରିଙ୍ଗିଆ ମମତା ବୈଠକକୁ ଆସୁଥିଲେ। ତେବେ ଫିରିଙ୍ଗିଆ ପଟରୁ ଯାଉଥିବା ଏକ ଟ୍ରକ୍ ସହ ମାଝୀ ପଡ଼ା ଘାଟି ନିକଟରେ ଦୁର୍ଘଟଣା ଘଟିଛି। ଆହତ ମାନଙ୍କୁ ଉଦ୍ଧାର କରାଯାଇ  ପ୍ରଥମେ ଫିରିଙ୍ଗିଆ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସମାଜ ସେବୀ ସଞ୍ଜୟ କୁମାର ଦିଗାଲ ମେଡିକାଲ ପହଞ୍ଚି ଗୁରୁତର ଆହତଙ୍କୁ ଫୁଲବାଣୀ ମୁଖ୍ୟ ଚିକିତ୍ସାଳୟକୁ ପଠାଇବାର ବ୍ୟବସ୍ଥା କରିଛନ୍ତି। ଗୁରୁତର ଆହତଙ୍କ ମଧ୍ୟରେ ଦୁଇ ଜଣ ଅଙ୍ଗନୱାଡି କର୍ମୀ ହୋଇ ଥିବା ବେଳେ ଅନ୍ୟ ଜଣେ ଗର୍ଭବତୀ ମହିଳା ହୋଇଥିବା ଜଣାପଡିଛି। ଗୁରୁତରଙ୍କ ମଧ୍ୟରେ ଗର୍ଭବତୀ ମହିଳା ଦିପାଳି ଦିଗାଲ, ବରେବାଟା ଅଙ୍ଗନୱାଡି କର୍ମୀ ଲିନାଚାନ୍ଦ ମଲିକ, ଜିରିସି ଅଙ୍ଗନୱାଡ଼ି କର୍ମୀ ରିନା ମଲିକ ଗୁରୁତର ହେବାରୁ ଫୁଲବାଣୀ ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ତେବେ ସଲପ ସାହି ଅଙ୍ଗନୱାଡି କର୍ମୀ ନମାନି ସାହାଣି ଓ ଅନ୍ୟ ଆହତ ମାନେ ଫିରିଙ୍ଗିଆ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସିତ ହେଉଥିବା ସୂଚନା ମିଳିଛି। ଘଟଣାସ୍ଥଳରେ ବରିଷ୍ଠ ସବ୍ ଇନ୍ସପେକ୍ଟର ପ୍ରଦୀପ କୁମାର ରାଉଳ ପହଞ୍ଚି ଦୁର୍ଘଟଣା ଘଟି ଥିବା ଟ୍ରକ ଓ ଅଟୋକୁ ଏବଂ ଟ୍ରକ ଡ୍ରାଇଭର ଖୋର୍ଦ୍ଧା ଶ୍ରଧାପୁରର ରମାକାନ୍ତ ଜେନାକୁ ଅଟକ ରଖି ପଚରାଉଚରା ଜାରି ରଖିଥିବା ଥାନା ଅଧିକାରୀ ପି.ଶ୍ୟାମ ସୁନ୍ଦର ରାଓ ସୂଚନା ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   07-Oct-2026
  ଜିଲ୍ଲା  
ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   07-Oct-2026
  ଜିଲ୍ଲା  
ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   07-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   07-Oct-2026
  ଜିଲ୍ଲା  
ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଦାବିରେ ଏସ ୟୁ ସି ଆଇ (ସି) ର ପଥପ୍ରାନ୍ତ ସଭା   07-Oct-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ବିଜେଡି କର୍ମୀଙ୍କ ପରଲୋକ   07-Oct-2026
  ଜିଲ୍ଲା  
ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   07-Oct-2026
  ଜିଲ୍ଲା  
ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   07-Oct-2026

You Might Also Like