-+91-9937148622 |

prerana_bgr@rediffmail.com |

  Wednesday 7th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   (07-Oct-2026)       ||      ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   (07-Oct-2026)       ||      ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   (07-Oct-2026)       ||      ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଦାବିରେ ଏସ ୟୁ ସି ଆଇ (ସି) ର ପଥପ୍ରାନ୍ତ ସଭା    (07-Oct-2026)       ||      ଦୁର୍ଘଟଣାରେ ଆହତ ବିଜେଡି କର୍ମୀଙ୍କ ପରଲୋକ   (07-Oct-2026)       ||      ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   (07-Oct-2026)       ||      ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   (07-Oct-2026)       ||      ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   (07-Oct-2026)       ||      ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   (07-Oct-2026)       ||      _ଭୀମଟାଙ୍ଗିରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ   (07-Oct-2026)       ||      କୁଶଙ୍ଗାଇ ପୀଠରେ ଷୋହଳ ପୂଜା ଆରମ୍ଭ   (07-Oct-2026)       ||      ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   (07-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   (06-Oct-2026)       ||      ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   (06-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   (06-Oct-2026)       ||      ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   (06-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   (06-Oct-2026)       ||      ୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   (06-Oct-2026)       ||      ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   (06-Oct-2026)       ||     

HOME   ଜିଲ୍ଲା

କେନ୍ଦୁପତ୍ର ତୋଳାଳୀଙ୍କ ଆକସ୍ମିକ ଭାବେ ମୃତ୍ୟୁ ବରଣ କରିଥିବା ପରିବାର ଲୋକଙ୍କୁ କେନ୍ଦୁପତ୍ର ଅନୁକମ୍ପା ରାଶି ପ୍ରଦାନ

21-May-2022



ପାଟଣାଗଡ଼ (ରୁପେନ୍ଦ୍ର ମୁଣ୍ଡା ) : ପାଟଣାଗଡ଼ କେନ୍ଦୁପତ୍ର ଡିଭିଜନ ଗୌଡ଼ପାଲିଠାରେ କେନ୍ଦୁପତ୍ର ବିଭାଗରେ କାମ କରୁଥିବା ସମୟରେ ଆକସ୍ମିକ ଭାବେ ମୃତ୍ୟୁବରଣ କରିଥିବା କେତେକ କର୍ମଚାରୀଙ୍କ ପରିବାର ଲୋକଙ୍କୁ ଅନୁକମ୍ପା ରାଶି ପ୍ରଦାନ କରାଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଓଡ଼ିଆ କେନ୍ଦୁପତ୍ର ବିଭାଗର ମୁଖ୍ୟ ବନସଂରକ୍ଷକ ସୁଶୀଲ କୁମାର ପୋପାଲି, ସହକାରୀ ମୁଖ୍ୟ ବନସଂରକ୍ଷକ ପ୍ରଦୀପ୍ତ କୁମାର ମହାପାତ୍ର ଓ ପାଟଣାଗଡ଼ ଡିବିଜନର ଡିଏଫଓ ସୁରେଶ ଚନ୍ଦ୍ର ସେଠୀ ଯୋଗ ଦେଇଥିଲେ । ପାଟଣାଗଡ଼ କେନ୍ଦୁପତ୍ର ଡିଭିଜନରେ ୨୬ଜଣଙ୍କୁ ଚିହ୍ନଟ କରି ପ୍ରଥମ ପର୍ଯ୍ୟାୟରେ ୧୦ଜଣଙ୍କୁ ମୁଖ୍ୟ ବନସଂରକ୍ଷକ ସୁଶୀଲ କୁମାର ପୋପାଲି ଚେକ ପ୍ରଦାନ କରିଥିଲେ । କେନ୍ଦୁପତ୍ର ତୋଳାଳୀ ମାନେ ଦଶ ଟଙ୍କା ଦେଇ ରସିଦ କାଟି ଥିବା ଟଙ୍କା ରେ କଲ୍ୟାଣ ପାଣ୍ଠି ସଂଗ୍ରହ କରାଯାଇଥାଏ ଏବଂ ଯଦି ତୋଳାଳୀ ହେଉ କି ଶ୍ରମିକ ମାନଙ୍କ ଆକସ୍ମିକ ଭାବେ ମୃତ୍ୟୁବରଣ କରନ୍ତି କି ଦୂର୍ଘଟଣା ହୋଇ ଅକର୍ମଣ୍ୟ ହୋଇଯାଆନ୍ତି ସେମାନଙ୍କୁ କଲ୍ୟାଣ ପାଣ୍ଠି ରୁ ଅନୁକମ୍ପାମୂଳକ ସହାୟତା ରାଶି ଚେକ ମାଧ୍ୟମରେ ପ୍ରଦାନ କରାଯାଇଥିବା ମୂଖ୍ୟ ଅତିଥି ବନସଂରକ୍ଷକ ପୋପାଲି କହିଛନ୍ତି । ଏହି କାର୍ଯ୍ୟକ୍ରମରେ ଡିଭିଜନର ଜଗନ୍ନାଥ ଦାସ, ଫରେଷ୍ଟର ଅଜିତ ମେହେର , ହରିବଂଶ ପ୍ରଧାନ , ଜଳି ରଣା ଓ ସୁଦାମ ମିର୍ଧା ପ୍ରମୁଖ ଯୋଗ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   07-Oct-2026
  ଜିଲ୍ଲା  
ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଦାବିରେ ଏସ ୟୁ ସି ଆଇ (ସି) ର ପଥପ୍ରାନ୍ତ ସଭା   07-Oct-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ବିଜେଡି କର୍ମୀଙ୍କ ପରଲୋକ   07-Oct-2026
  ଜିଲ୍ଲା  
ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   07-Oct-2026
  ଜିଲ୍ଲା  
ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   07-Oct-2026
  ଜିଲ୍ଲା  
_ଭୀମଟାଙ୍ଗିରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ   07-Oct-2026
  ଜିଲ୍ଲା  
କୁଶଙ୍ଗାଇ ପୀଠରେ ଷୋହଳ ପୂଜା ଆରମ୍ଭ   07-Oct-2026
  ଜିଲ୍ଲା  
ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   07-Oct-2026

You Might Also Like