-+91-9937148622 |

prerana_bgr@rediffmail.com |

  Wednesday 7th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   (07-Oct-2026)       ||      ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   (07-Oct-2026)       ||      ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   (07-Oct-2026)       ||      ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   (07-Oct-2026)       ||      _ଭୀମଟାଙ୍ଗିରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ   (07-Oct-2026)       ||      କୁଶଙ୍ଗାଇ ପୀଠରେ ଷୋହଳ ପୂଜା ଆରମ୍ଭ   (07-Oct-2026)       ||      ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   (07-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   (06-Oct-2026)       ||      ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   (06-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   (06-Oct-2026)       ||      ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   (06-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   (06-Oct-2026)       ||      ୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   (06-Oct-2026)       ||      ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   (06-Oct-2026)       ||      ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (06-Oct-2026)       ||      *ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   (06-Oct-2026)       ||      ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   (06-Oct-2026)       ||      ୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   (06-Oct-2026)       ||      ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||     

HOME   ଜିଲ୍ଲା

ଲେଖକ ସଂଘ ଅପେକ୍ଷା ପାଠକ ସଂଘ ବେଶୀ ଦରକାର- ଗାଳ୍ପିକ ବିଷ୍ଣୁ ସାହୁ/ କଥାଶିଳ୍ପୀ ଗୋଲକ ଚନ୍ଦ୍ର ଦଲେଇଙ୍କ କ୍ଷୁଦ୍ର ଗଳ୍ପ ସଂକଳନ ଉନ୍ମୋଚିତ

22-May-2022



ବଲାଙ୍ଗୀର : (ପ୍ରେରଣା ଖବର)  ଗତକାଲି ସନ୍ଧ୍ୟାରେ ସ୍ଥାନୀୟ ପି ପି ଏକାଡେମି ସଭାକକ୍ଷରେ  ଗାଳ୍ପିକ ଗୋଲକ ଚନ୍ଦ୍ର ଦଳାଇଙ୍କ ଗଳ୍ପ ପୁସ୍ତକ ' ଅରଣ୍ୟ ଆଖିର ଲୁହ ' ମହା ସମାରୋହରେ ଉନ୍ମୋଚିତ ହୋଇଯାଇଛି ।  ଏକାଡେମିର ପ୍ରଧାନଶିକ୍ଷକ ସିନୁ ସୁନ୍ଦର ପାଢୀଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ପୁସ୍ତକ ଉନ୍ମୋଚନ ଉତ୍ସବରେ ମୁଖ୍ୟଅତିଥି ଭାବେ  ଇଂ ବିଷ୍ଣୁ ସାହୁ ମୁଖ୍ୟଅତିଥି  , କଥାଶିଳ୍ପୀ ମଳୟ ମିଶ୍ର ମୁଖ୍ୟବକ୍ତା , ଗାଳ୍ପିକା ଗାୟତ୍ରୀ ସରାଫ ସମ୍ମାନିତା ଅତିଥି , କବି ଭାଗିରଥୀ ମିଶ୍ର ଓ କବି ଡ. ପ୍ରହ୍ଲାଦ ଶତପଥୀ ପ୍ରମୁଖ ମଞ୍ଚାସୀନ ହୋଇ ଅଭିଭାଷଣ ଦେଇଥିଲେ । ସୁଶ୍ରୀ ପାୟଲ ପ୍ରଧାନ ଓ ସାଥୀ ପ୍ରାରମ୍ଭିକ ସଙ୍ଗୀତ ଗାଇଥିବା ସହିତ  ପ୍ରାରମ୍ଭିକ ଅଭିଭାଷଣ ଦେଇଥିଲେ । ବଲାଙ୍ଗୀର ଆକାଶବାଣୀର ଉଦ୍ ଘୋଷକ ତଥା କବି ରତ୍ନମୟ ତ୍ରିପାଠୀ ସଂଯୋଜନା କରିଥିଲେ । ଗାଳ୍ପିକ ଶ୍ରୀ ଦଳାଇ ନିଜସ୍ୱ ଲେଖକୀୟ ଅଭିଭାଷଣ ଦେଇଥିଲେ । ଅଧ୍ୟାପକ କୌତୁକ ପନ୍ଦର ଓ ଅଧ୍ୟାପକ ଡ.ଜଗନ୍ନାଥ ସାହୁ ଗଳ୍ପ ଗୁଡିକର ସମୀକ୍ଷା କରିଥିଲେ । ମୁଖ୍ୟଅତିଥି ଶ୍ରୀ ସାହୁ , ସଂଯୋଜକ ଶ୍ରୀ ତ୍ରିପାଠୀ ଓ ସମୀକ୍ଷକ ଝଅଧ୍ୟାପକ ପନ୍ଦର ଓ ଡ.ସାହୁଙ୍କୁ ଗାଳ୍ପିକ ସମ୍ବର୍ଦ୍ଧିତ କରିଥିଲେ । 

ସାଂପ୍ରତିକ କାଳରେ ଲେଖକସଂଘ ଅପେକ୍ଷା ପାଠକ ସଂଘର ବେଶି ଆବଶ୍ୟକତା ରହିଛି ବୋଲି ମୁଖ୍ୟଅତିଥି ମତବ୍ୟକ୍ତ କରିଥିବାବେଳେ , ମୁଖ୍ୟବକ୍ତା ଶ୍ରୀ ମିଶ୍ର ବଲାଙ୍ଗୀରର ବ୍ରଜବିହାରୀଙ୍କଠାରୁ ଆରମ୍ଭ କରି ମନୋଜ କୁମାର ପଂଡାଙ୍କ ପର୍ଯ୍ୟନ୍ତ ଗଳ୍ପପ୍ରତିଭାଙ୍କର ସ୍ମୃତିଚାରଣ କରିବା ସହିତ ଗଳ୍ପରଚନାର କଳା ଓ ଆଭିମୁଖ୍ଯ ସହିତ  ଗାଳ୍ପିକ ଶ୍ରୀ ଦଳାଇଙ୍କର ଉକ୍ତ ଗଳ୍ପସଂକଳନସ୍ଥ ଗଳ୍ପରଚନାର ଶୈଳୀ ଓ ସ୍ବର ସମ୍ପର୍କରେ ଆଲୋଚନା କରିଥିଲେ । ଶ୍ରୀମତୀ ସରାଫ୍ , ଶ୍ରୀ ମିଶ୍ର ଓ ଡ. ଶତପଥୀ ମଧ୍ୟ  ନିଜ ନିଜର ଅଭିଭାଷଣରେ ସାହିତ୍ୟ , ଗଳ୍ପ ଓ ଗାଳ୍ପିକଙ୍କ ଗଳ୍ପ ସମ୍ପର୍କରେ ସାରଗର୍ଭକ

ବକ୍ତୃତା ଦେଇ ଉଚ୍ଚ ପ୍ରଶଂସା କରିଥିଲେ । ଶେଷରେ ' ପ୍ରେରଣା ' ର ସମ୍ପାଦକ ରଘୁନନ୍ଦନ ସିଂ ଧନ୍ୟବାଦ ଦେଇଥିଲେ । ଏହି ସମାବେଶରେ ସହରର ବହୁ କବି , ଲେଖକ , ସାମ୍ବାଦିକ ଓ ସାରସ୍ବତପ୍ରେମୀ ଯୋଗ ଦେଇଥିଲେ । ଉଲ୍ଲେଖନୀୟ ଯେ ଜିଲ୍ଲା ଯୋଜନାଧିକାରୀ ତଥା ଜିଲ୍ଲା ପରିସଂଖ୍ୟାନ ଅଧିକାରୀ ଓ  ପଶ୍ଚିମଓଡିଶା ବିକାଶ ପରିଷଦର ଜିଲ୍ଲା  ଅଧିକାରୀଭାବେ ଅବସ୍ଥାପିତ ଗାଳ୍ପିକ ଶ୍ରୀ ଦଳାଇ ଦୀର୍ଘଦିନରୁ କଲମ ଚାଳନା କରିଆସୁଥିବାବେଳେ  ଏହା ତାଙ୍କର ନବମ ପୁସ୍ତକ ତଥା ପ୍ରଥମ ଗଳ୍ପ ସଂକଳନ ଅଟେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   07-Oct-2026
  ଜିଲ୍ଲା  
ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   07-Oct-2026
  ଜିଲ୍ଲା  
_ଭୀମଟାଙ୍ଗିରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ   07-Oct-2026
  ଜିଲ୍ଲା  
କୁଶଙ୍ଗାଇ ପୀଠରେ ଷୋହଳ ପୂଜା ଆରମ୍ଭ   07-Oct-2026
  ଜିଲ୍ଲା  
ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   07-Oct-2026
  ଜିଲ୍ଲା  
ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   07-Oct-2026
ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   06-Oct-2026
  ଜିଲ୍ଲା  
ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   06-Oct-2026
ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   06-Oct-2026
  ରାଜ୍ୟ  
ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   06-Oct-2026

You Might Also Like