-+91-9937148622 |

prerana_bgr@rediffmail.com |

  Wednesday 7th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   (07-Oct-2026)       ||      ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   (07-Oct-2026)       ||      ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   (07-Oct-2026)       ||      _ଭୀମଟାଙ୍ଗିରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ   (07-Oct-2026)       ||      କୁଶଙ୍ଗାଇ ପୀଠରେ ଷୋହଳ ପୂଜା ଆରମ୍ଭ   (07-Oct-2026)       ||      ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   (07-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   (06-Oct-2026)       ||      ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   (06-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   (06-Oct-2026)       ||      ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   (06-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   (06-Oct-2026)       ||      ୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   (06-Oct-2026)       ||      ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   (06-Oct-2026)       ||      ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (06-Oct-2026)       ||      *ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   (06-Oct-2026)       ||      ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   (06-Oct-2026)       ||      ୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   (06-Oct-2026)       ||      ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲା ବରିଷ୍ଠ ନାଗରିକ ମଞ୍ଚ ର କାର୍ଯ୍ୟକାରୀ ବୈଠକ

22-May-2022



ବଲାଙ୍ଗିର(ଅନ୍ତର୍ଯ୍ୟାମୀ ସାହୁ) : ବଲାଙ୍ଗିର ଜିଲ୍ଲା  ବରିଷ୍ଠ ନାଗରିକ ମଂଚର ଏକ କାର୍ଯ୍ୟକାରୀ ବୈଠକ ସ୍ଥାନୀୟ ଗାନ୍ଧୀ ଷ୍ଟଡିୟମ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ସଭାରେ ସଭାପତିତ୍ୱ    ପ୍ରଭାକର ମିଶ୍ର କରିଥିଲେ ଏବଂ ମନୋରଂଜନ ମିଶ୍ର ସାଧାରଣ ସଂପାଦକ ସଭାର ଏଜେଣ୍ଡା ଏବଂ ପୂର୍ବ ସଭାର ବିବରଣୀ ପଠନ କରିଥିଲେ, ଯାହାକୁ ସମସ୍ତ ସଭ୍ୟ ଅନୁମୋଦନ କରିଥିଲେ । ସଭାର ପ୍ରାରମ୍ଭରେ ମଂଚର ପ୍ରତିଷ୍ଠାତା ସଭ୍ୟ ଅମରେନ୍ଦ୍ର ମିଶ୍ରଙ୍କ ବିୟୋଗରେ ଶୋକ ସଭା ହେଲା । ତତ୍ ପରେ ଆସନ୍ତା ତା.୨୬.୦୬.୨୦୨୨ ର ସାଧାରଣ ସଭା ନିମନ୍ତେ ଆୟୋଜନ ର ପାଣ୍ଠି ଏବଂ ତତ୍ ସଂକ୍ରାନ୍ତିୟ ଆଲୋଚନା ହେଲା । ସମସ୍ତ ସଭ୍ୟ ଉକ୍ତ ସାଧାରଣ ସଭା ପାଇଁ ଟ.୫୦/- ଲେଖାଏଁ ଚାନ୍ଦା ଦେବେ ବୋଲି ସିଦ୍ଧାନ୍ତ ହେଲା । ବଲାଙ୍ଗିର ର ବିଭିନ୍ନ ଅସୁବିଧାକୁ ଦୃଷ୍ଟିରେ ରଖି ନିର୍ବାହିଯନ୍ତ୍ରୀ ପି.ଏଚ୍‌.ଡି, ଏସ୍‌.ଇ. ଇଲେକ୍‌ଟ୍ରିକାଲ ଓ ପୌର ପାଳିକାର ଚେୟାରମେନ ଙ୍କୁ ଭେଟିବା ପାଇଁ ସ୍ଥିର ହେଲା । ସାଧାରଣ ସଭାରେ ବଲାଙ୍ଗିର ର ବିଭିନ୍ନ ଅଧିକାରୀମାନଙ୍କୁ ଆମନ୍ତ୍ରଣ କରିବାକୁ ସ୍ଥିର ହେଲା । ସମୟ ସମୟରେ ସାଧାରଣ ସଭାରେ ନିର୍ବାଚିତ ପ୍ରତିନିଧିମାନଙ୍କୁ ମଧ୍ୟ ଆମନ୍ତ୍ରଣ କରି ସମାଜରେ ବରିଷ୍ଠ ନାଗରିକମାନଙ୍କ ସମସ୍ୟା ଉପସ୍ଥାପନ କରିବାକୁ ସିଦ୍ଧାନ୍ତ ହେଲା । ମଂଚର ସଭ୍ୟ ଥିବା ବରିଷ୍ଠ ନାଗରିକମାନେ ଯଦି ରୋଗାକ୍ରାନ୍ତ ଥିବେ ବା 

ଦୁଃର୍ଘଟଣାର ସମ୍ମୁଖିନ ଥିବେ ତାଙ୍କ ପାଖକୁ ବରିଷ୍ଠ ନାଗରିକ ମଂଚର ଅଧିକାରୀ ଓ ସଭ୍ୟମାନେ ସହାନୁଭୁତି ସହକାରେ କିଛି ସମୟ ଦେ ଉପସ୍ଥିତ ହେବା ପାଇଁ ସର୍ବ ସମ୍ମତିକ୍ରମେ ସ୍ଥିର ହେଲା । ପରିଶେଷରେ ଅତିରିକ୍ତ ସାଧାରଣ ସଂପାଦକ ସୁନିଲ କୁମାର ବିଶ୍ୱାଲ ସମସ୍ତ ସଭ୍ୟଙ୍କୁ ଧନ୍ୟବାଦ ଦେଇଥିଲେ । ଶେଷରେ ସଭାପତି ଶ୍ରୀ ମିଶ୍ର ସଭାସାଙ୍ଗ କଲେ । ଆଲୋଚନାରେ ନରେନ୍ଦ୍ର କବାଟ କୋଷାଧ୍ୟକ୍ଷ, ଉପସଭାପତି ପ୍ରଫୁଲ୍ଲ ସାହୁ ଓ  ବିରଂଚି ହୋତା, ସୁଧାଂଶୁ ଦର୍ଜୀ ମୁଖ୍ୟ ଉପଦେଷ୍ଟା, ପଦ୍ମ ଚରଣ ଆଚାର୍ଯ୍ୟ ଉପଦେଷ୍ଟା, ବିନୟ କୁମାର ମିଶ୍ର ସଂଗଠନ ସଂପାଦକ, ଅଶୋକ କୁମାର ମିଶ୍ର, ଇଂ ହରେକୃଷ୍ଣ ମେହେର, ନବୀନ କୁମାର ନନ୍ଦ, ଧନଞ୍ଜୟ ମିଶ୍ର, ଆର୍ତ୍ତତ୍ରାଣ ମିଶ୍ର, ଚିତ୍ତ ରଂଜନ ପଟେଲ, ଚୁଡେନ୍ଦ୍ର କୁମାର ବେହେରା, ପିତବାସ ପଣ୍ଡା, ଗଜେନ୍ଦ୍ର ତ୍ରଭୁବନ ଦାଶ, ପୂର୍ଣ୍ଣଚନ୍ଦ୍ର ମେହେର ଓ ନିଳାଞ୍ଚଳ ଚିରଗୁନ ପ୍ରମୁଖ ସକ୍ରିୟ ଭାବେ ଭାଗ ନେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   07-Oct-2026
  ଜିଲ୍ଲା  
ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   07-Oct-2026
  ଜିଲ୍ଲା  
_ଭୀମଟାଙ୍ଗିରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ   07-Oct-2026
  ଜିଲ୍ଲା  
କୁଶଙ୍ଗାଇ ପୀଠରେ ଷୋହଳ ପୂଜା ଆରମ୍ଭ   07-Oct-2026
  ଜିଲ୍ଲା  
ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   07-Oct-2026
  ଜିଲ୍ଲା  
ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   07-Oct-2026
ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   06-Oct-2026
  ଜିଲ୍ଲା  
ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   06-Oct-2026
ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   06-Oct-2026
  ରାଜ୍ୟ  
ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   06-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   06-Oct-2026

You Might Also Like