-+91-9937148622 |

prerana_bgr@rediffmail.com |

  Wednesday 7th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   (07-Oct-2026)       ||      _ଭୀମଟାଙ୍ଗିରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ   (07-Oct-2026)       ||      କୁଶଙ୍ଗାଇ ପୀଠରେ ଷୋହଳ ପୂଜା ଆରମ୍ଭ   (07-Oct-2026)       ||      ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   (07-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   (06-Oct-2026)       ||      ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   (06-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   (06-Oct-2026)       ||      ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   (06-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   (06-Oct-2026)       ||      ୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   (06-Oct-2026)       ||      ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   (06-Oct-2026)       ||      ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (06-Oct-2026)       ||      *ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   (06-Oct-2026)       ||      ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   (06-Oct-2026)       ||      ୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   (06-Oct-2026)       ||      ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||     

HOME   ଜିଲ୍ଲା

ସ୍ବାମୀଙ୍କ ସମ୍ପର୍କୀୟ ଦର୍ଶାଇ କାହାକୁ ଅଭିଯୁକ୍ତ କରାଯାଇ ପାରିବ ନାହିଁ, କୋର୍ଟଙ୍କ ରାୟ

22-May-2022



ପାରିବାରିକ ହିଂସା ମାମଲାରେ ଦିଲ୍ଲୀର ଏକ କୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ କରିଛନ୍ତି। ଅଦାଲତ କହିଛନ୍ତି ଯେ ଘରୋଇ ହିଂସା ମାମଲାରେ କୌଣସି ମହିଳା ଅତୀତ କିମ୍ବା ବର୍ତ୍ତମାନ ତାଙ୍କ ସହ ଗୋଟିଏ ଛାତ ତଳେ ରହୁ ନଥିବା ସ୍ବାମୀଙ୍କ ସମ୍ପର୍କୀୟଙ୍କ ବିରୋଧରେ ଅଭିଯୋଗ କରିପାରିବେ

ନାହିଁ ତିସ ହାଜାରି କୋର୍ଟର ଅତିରିକ୍ତ ସେସନ୍ସ ଜଜ ହିମାନି ମାଲହୋତ୍ରାଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଜଣେ ମହିଳା ନିଜ ନଣନ୍ଦ, ନଣନ୍ଦଙ୍କ ସ୍ବାମୀ ଏବଂ ସ୍ବାମୀଙ୍କ ମାମୁଁଙ୍କ ବିରୋଧରେ ଦାଖଲ କରିଥିବା ଘରୋଇ ହିଂସା ମାମଲାକୁ ଖାରଜ କରି ଦେଇଛନ୍ତି।
ଖଣ୍ଡପୀଠ ଦର୍ଶାଇଛନ୍ତି ଯେ ଅଭିଯୋଗକାରୀ ମହିଳା ରହୁଥିବା ଘରେ ଏହି ସଦସ୍ୟମାନଙ୍କ ମଧ୍ୟରୁ କୌଣସି ବ୍ୟକ୍ତି ବାସ କରନ୍ତି

ନାହିଁ, ତେଣୁ ଏହି ଲୋକଙ୍କ ବିରୋଧରେ ଘରୋଇ ହିଂସା ଅଭିଯୋଗ ଭିତ୍ତିହୀନ । ଏହା ସହିତ ଅଦାଲତ ଘରୋଇ ହିଂସା ନିବାରଣ ଆଇନ ୨୦୦୫ର ଏକ ବିସ୍ତୃତ ବ୍ୟାଖ୍ୟା ଦେଇଛନ୍ତି ।
କୋର୍ଟ ଏହା ମଧ୍ୟ କହିଛନ୍ତି ଯେ ଘରୋଇ ହିଂସା ଆଇନର ଧାରା ୧୨ ଅନୁଯାୟୀ ଜଣେ ମହିଳା ତାଙ୍କ ସହ ସମାନ ଛାତ ତଳେ ରହୁଥିବା କୌଣସି ସମ୍ପର୍କୀୟଙ୍କ ବିରୋଧରେ ହିଁ ଘରୋଇ ହିଂସା ଅଭିଯୋଗ କରିପାରିବେ। କେବଳ ସ୍ବାମୀଙ୍କ ସମ୍ପର୍କୀୟ ହେବା କାହାକୁ ଅଭିଯୁକ୍ତ କରିବା ପାଇଁ ଏକ ଆଧାର ହୋଇପାରିବ ନାହିଁ।

(ବଲାଙ୍ଗୀର ଜିଲ୍ଲାରୁ ଅନ୍ତର୍ଯ୍ୟାମୀ ସାହୁଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   07-Oct-2026
  ଜିଲ୍ଲା  
_ଭୀମଟାଙ୍ଗିରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ   07-Oct-2026
  ଜିଲ୍ଲା  
କୁଶଙ୍ଗାଇ ପୀଠରେ ଷୋହଳ ପୂଜା ଆରମ୍ଭ   07-Oct-2026
  ଜିଲ୍ଲା  
ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   07-Oct-2026
  ଜିଲ୍ଲା  
ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   07-Oct-2026
ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   06-Oct-2026
  ଜିଲ୍ଲା  
ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   06-Oct-2026
ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   06-Oct-2026
  ରାଜ୍ୟ  
ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   06-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   06-Oct-2026
  ଜିଲ୍ଲା  
୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   06-Oct-2026
  ଜିଲ୍ଲା  
ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   06-Oct-2026

You Might Also Like