-+91-9937148622 |

prerana_bgr@rediffmail.com |

  Wednesday 7th October 2026 |

| | | |

R.N.I. Regd No. ODIODI/2010/46693

Breaking News

କୁଶଙ୍ଗାଇ ପୀଠରେ ଷୋହଳ ପୂଜା ଆରମ୍ଭ   (07-Oct-2026)       ||      ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   (07-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   (06-Oct-2026)       ||      ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   (06-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   (06-Oct-2026)       ||      ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   (06-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   (06-Oct-2026)       ||      ୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   (06-Oct-2026)       ||      ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   (06-Oct-2026)       ||      ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (06-Oct-2026)       ||      *ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   (06-Oct-2026)       ||      ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   (06-Oct-2026)       ||      ୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   (06-Oct-2026)       ||      ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||     

HOME   ଜିଲ୍ଲା

ଦେଶ ରେ ପ୍ରଥମ ଖାଉଟି ବିବାଦ ସମାଧାନ ଆୟୋଗ ର ରାଜ୍ୟ ର ତିନିଦିନିଆ ପ୍ରଶିକ୍ଷଣ ଉଦଘାଟନ, ବଲାଙ୍ଗୀର ଜିଲ୍ଲାରୁ ଜ୍ୟୋସ୍ନା ମିଶ୍ର (ଜିଲ୍ଲା ପେନାଲ ସଦସ୍ୟା) ଙ୍କ ପ୍ରତିନିଧିତ୍ବ

22-May-2022



ବଲାଙ୍ଗିର(ପ୍ରେରଣା ଖବର): ସର୍ବଭାରତରେ ପ୍ରଥମ କରି ଓଡିଶା ରାଜ୍ୟ ତଥା ମାନନୀୟ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ଆଗ୍ରହ କ୍ରମେ ରାଜ୍ୟ ଖାଉଟି ବିବାଦ ସମାଧାନ ଆୟୋଗର ତିନି ଦିନିଆ ପ୍ରଶିକ୍ଷଣ ଶିବିର ଭୁବନେଶ୍ୱର ର IMAGE ରାଜ୍ୟ ଭବନ ଠାରେ ଆୟୋଜନ କରାଯାଇଥିଲା l ଓଡିଶାର ୩୦ ଗୋଟି ଜିଲ୍ଲା ମଧ୍ୟରୁ ବଲାଙ୍ଗିର ଜିଲ୍ଲା ର ଶ୍ରୀମତୀ ଜ୍ୟୋସ୍ନା ମିଶ୍ର,ଖାଉଟି ବିବାଦ ସମାଧାନ ଆୟୋଗର ଜିଲ୍ଲା ପ୍ୟାନାଲ ସଭ୍ୟା ଭାବେ ପ୍ରତିନିଧିତ୍ବ କରି ଏ ଜିଲ୍ଲାର ଉପଭୋକ୍ତା ମାନଙ୍କ ସର୍ବନିମ୍ନ ଅଭିଯୋଗ ଓ ଶୁଣାଣି ଉପରେ ଗୁରତ୍ୱ ଦେବା ସଙ୍ଗେ ସଙ୍ଗେ ଜିଲ୍ଲାରେ ଖାଉଟି ମାନଙ୍କ ନ୍ୟାର୍ଯ୍ୟ ଅଧିକାର, ତାଙ୍କ ପାଇଁ ଉଚିତ ନ୍ୟାୟ ପାଇଁ ବିଭିନ୍ନ ବର୍ଗ ର ଖାଉଟି ମାନଙ୍କ ଭିତରେ ଖାଉଟି ଅନ୍ୟାୟ ବିରୋଧରେ ସ୍ୱର ଉଠାଇବା ଏବଂ ସଚେତନତା ବଢାଇବା ପାଇଁ ଭିଭିନ୍ନ ସମୟରେ ଅନୁନ୍ୟ କାର୍ଯ୍ୟକ୍ରମ ହାତକୁ ନେବାକୁ ରାଜ୍ୟ ଫୋରମରେ ଅନୁରୋଧ ଜଣାଇଥିଲେ l 

ବଲାଙ୍ଗିର ଜିଲ୍ଲା ଭଳି ଅନେକ ଜିଲ୍ଲାରେ ଗରିବ ଖାଉଟି ମାନେ ତାଙ୍କର ବିଭିନ୍ନ ସମସ୍ୟାକୁ କୌଣସି ଏଭଳି ଆୟୋଗରେ ଉପସ୍ଥାପିତ କରି ପାରୁ ନାହାନ୍ତି ଫଳରେ ସେମାନେ ବିଭିନ୍ନ ସମୟରେ ଅସାଧୁ ବ୍ୟାପାରୀ ମାନଙ୍କ ଠକାମୀର ଶିକାର ହେଉଛନ୍ତି l  ଏମାନଙ୍କ ନ୍ୟାୟିକ ବିଚାରର ଆବଶ୍ୟକତା ଉପରେ, ଅନ୍ୟ ଖାଉଟି ବିବାଦ  ସଭ୍ୟ ଆଇନଜୀବୀ ରବୀନ୍ଦ୍ର ତ୍ରୀପାଠି ଉପସ୍ଥାପିତ କରିଥିଲେ l
ଉପରୋକ୍ତ ରାଜ୍ୟ ଉପଭୋକ୍ତା ସମସ୍ୟା ସମାଧାନ ଆୟୋଗକୁ ଓଡିଶା ରାଜ୍ୟର ଯୋଗାଣ ବିଭାଗ ରାଷ୍ଟ୍ର ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ପ୍ରଶିକ୍ଷଣକୁ ଉଦଘାଟନ କରିଥିବା ବେଳେ ଓଡିଶା ରାଜ୍ୟ ଖାଉଟି ବିବାଦ ସମାଧାନ ଆୟୋଗର ସଭାପତି ଶ୍ରୀ ଡି. ପି ଚୌଧୁରୀ ପ୍ରଶିକ୍ଷଣର ପରିଚାଳନା କରିଥିଲେ l ଏହି କାର୍ଯ୍ୟକ୍ରମ ପ୍ରାରମ୍ଭରେ  ଜ୍ୟୋତି କୁମାର ଲାକ୍ରା (ଆଇ. ଆଇ ଏସ୍) ସମ୍ପାଦକ ଖାଦ୍ୟ ଯୋଗାଣ ଓ ଉପଭୋକ୍ତା 

ମଙ୍ଗଳ ବିଭାଗ ଉପସଭାପତି (SICA), ପ୍ରଫେସର ବିଜନ କୁମାର ମିଶ୍ର, ଉପଭୋକ୍ତା ଉପଦେଷ୍ଟା (ଖାଦ୍ୟ ଯୋଗାଣ ଉପଭୋକ୍ତା ମଙ୍ଗଳ ବିଭାଗ) ଶ୍ରୀ ବୀରବିକ୍ରମ ଯାଦବ (ଆଇ ଆଇ ଏସ୍ ), ମୁଖ୍ୟ ସମ୍ପାଦକ ଖାଦ୍ୟ ଯୋଗାଣ ଓ ଖାଉଟି ମଙ୍ଗଳ ବିଭାଗ, ସଭାପତି (SICA), ମାନନୀୟ ନ୍ୟାୟଧିଶ ଡ଼. ଡି. ପି ଚୌଧୁରୀ ସଭାପତି (ରାଜ୍ୟ ସଭାପତି,ରାଜ୍ୟ ଉପଭୋକ୍ତା ସମାଧାନ ଆୟୋଗ, କଟକ) ଯୋଗଦାନ କରି ତିନିଦିନ ର ତାଲିମ କାର୍ଯ୍ୟକ୍ରମରେ ଜିଲ୍ଲା ମାନଙ୍କରେ ନୁଆଁ ଭାବେ ନିୟୋଜିତ ହୋଇଥିବା ସଭ୍ୟ, ସଭ୍ୟା, ସଭାପତି ମାନଙ୍କ ସୁପରିଚାଳନା,ଖାଉଟି ମାନଙ୍କ ପାଇଁ ଉପଯୁକ୍ତ ନ୍ୟାୟିକ ବ୍ୟବସ୍ଥା ଉପରେ ସବିଶେଷ ଧାରଣା ଦେଇଥିଲେ l
ପରିଶେଷରେ  ଚିତ୍ତ ରଞ୍ଜନ ପ୍ରଧାନ (ଯୁଗ୍ମ ସମ୍ପାଦକ ଖାଦ୍ୟ ଓ ଯୋଗାଣ ବିଭାଗ, ରାଜ୍ୟ (ଏସ୍ ଆଇ ସି ଏ) ସଭିଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
କୁଶଙ୍ଗାଇ ପୀଠରେ ଷୋହଳ ପୂଜା ଆରମ୍ଭ   07-Oct-2026
  ଜିଲ୍ଲା  
ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   07-Oct-2026
  ଜିଲ୍ଲା  
ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   07-Oct-2026
ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   06-Oct-2026
  ଜିଲ୍ଲା  
ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   06-Oct-2026
ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   06-Oct-2026
  ରାଜ୍ୟ  
ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   06-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   06-Oct-2026
  ଜିଲ୍ଲା  
୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   06-Oct-2026
  ଜିଲ୍ଲା  
ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   06-Oct-2026
  ଜିଲ୍ଲା  
ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   06-Oct-2026
  ଜିଲ୍ଲା  
*ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   06-Oct-2026

You Might Also Like