-+91-9937148622 |

prerana_bgr@rediffmail.com |

  Wednesday 8th July 2026 |

| | | |

R.N.I. Regd No. ODIODI/2010/46693

Breaking News

ପୋଲିସର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ୍ ଗୁଳି ଚାଳନା    (08-Jul-2026)       ||      ଶହୀଦ୍ ପୀଠରେ ବୃକ୍ଷରୋପଣ ।   (08-Jul-2026)       ||      ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (08-Jul-2026)       ||      ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   (07-Jul-2026)       ||      ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   (07-Jul-2026)       ||      ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      *ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   (07-Jul-2026)       ||      ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   (07-Jul-2026)       ||      ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||     

HOME   ରାଜ୍ୟ

ରେଢ଼ାଖୋଲ ଭୀମଭୋଇ ଛକରୁ କ୍ରୀଡା ଭାରତୀ ଓଡ଼ିଶାର ବାଇକ୍ ରାଲି ଆରମ୍ଭ

22-May-2022



ରେଢ଼ାଖୋଲ ( ଅନିଲ କୁମାର ପୃଷ୍ଟି ) ସ୍ବାଧୀନତାର 75ବର୍ଷ ପାଳନ ଅବସରରେ ଜାଗରଣ ସୃଷ୍ଟି କରିବା ନିମନ୍ତେ ରବିବାର ସକାଳୁ ରେଢ଼ାଖୋଲ ଭୀମଭୋଇ ଛକରୁ ଏକ ସୁସ୍ଥ ଭାରତ, ସମର୍ଥ ଭାରତ ଗଠନର ଲକ୍ଷ ନେଇ କ୍ରୀଡା ଓ ଶାରୀରିକ ଦକ୍ଷତାର ଉନ୍ନତି କ୍ଷେତ୍ରରେ କାର୍ଯ୍ୟ କରୁଥିବା କ୍ରୀଡା ଭାରତୀ ରେଢ଼ାଖୋଲ ଶାଖାର ସଦସ୍ୟ ମାନେ ମହାତ୍ମାଗାନ୍ଧୀ ସ୍ମୃତି ସ୍ତମ୍ଭ , ଭୀମଭୋଇ ଏବଂ ଗୋପବନ୍ଧୁଙ୍କ ପ୍ରତି ମୂର୍ତ୍ତିରେ ମାର୍ଲ୍ୟାର୍ପଣ କରି ବଇଣ୍ଡା ଅଭିମୁଖେ ଯାତ୍ରା କରିଥିଲେ । ବଇଣ୍ଡାରୁ ପୁଣି ଅନ୍ୟ ଏକ ଟିମ୍ ଢେଙ୍କାନାଳ ଓ ଭୂବନେଶ୍ବର ଯାଏ ଯିବେ ବୋଲି କ୍ରୀଡା ଭାରତୀ ପକ୍ଷରୁ ସୂଚନା ଦିଆଯାଇଛି । ଠିକ୍ ସେହିପରି ସମ୍ବଲପୁର କ୍ରୀଡ଼ା ଭାରତୀ ଟିମ୍ ପକ୍ଷରୁ ଏକ 10 ଜଣିଆ ସଦସ୍ୟ ମାନେ ବାଇକ୍ ରାଲିରେ ରେଢ଼ାଖୋଲ ପର୍ଯ୍ୟନ୍ତ ଆସି ସ୍ଥାନୀୟ ସହୀଦ ସ୍ମୃତି ସ୍ତମ୍ଭ ମାନଙ୍କରେ ମାର୍ଲ୍ୟାର୍ପଣ କରି ସମ୍ବଲପୁର ଫେରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୋଲିସର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ୍ ଗୁଳି ଚାଳନା   08-Jul-2026
  ଜିଲ୍ଲା  
ଶହୀଦ୍ ପୀଠରେ ବୃକ୍ଷରୋପଣ ।   08-Jul-2026
  ଜିଲ୍ଲା  
ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   08-Jul-2026
  ଜିଲ୍ଲା  
ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   07-Jul-2026
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   07-Jul-2026
  ଜିଲ୍ଲା  
ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   07-Jul-2026
  ଜିଲ୍ଲା  
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
  ଜିଲ୍ଲା  
*ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   07-Jul-2026
  ଜିଲ୍ଲା  
ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   07-Jul-2026
  ଜିଲ୍ଲା  
ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   06-Jul-2026
  ଜିଲ୍ଲା  
ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   06-Jul-2026

You Might Also Like