-+91-9937148622 |

prerana_bgr@rediffmail.com |

  Wednesday 8th July 2026 |

| | | |

R.N.I. Regd No. ODIODI/2010/46693

Breaking News

ପୋଲିସ ର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ ଗୁଳି ଚାଳନା    (08-Jul-2026)       ||      ଶହୀଦ୍ ପୀଠରେ ବୃକ୍ଷରୋପଣ ।   (08-Jul-2026)       ||      ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (08-Jul-2026)       ||      ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   (07-Jul-2026)       ||      ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   (07-Jul-2026)       ||      ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      *ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   (07-Jul-2026)       ||      ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   (07-Jul-2026)       ||      ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||     

HOME   ରାଜ୍ୟ

୨୦ ଟଙ୍କା ବଢାଇ, ୧୦ ଟଙ୍କା କମାଉଛନ୍ତି । ଚାଲାକି କରୁଛନ୍ତି କେନ୍ଦ୍ର ସରକାର:ଵିଧାୟକ ନରସିଂହ ମିଶ୍ର

22-May-2022



 ବଲାଙ୍ଗୀର ,କେନ୍ଦ୍ର ସରକାର ଚାଲାକିର ସହ କାମ କରୁଛନ୍ତି । ୨୦ ଟଙ୍କା ବଢେଇ, ୧୦ ଟଙ୍କା କମେଇଦେଉଛନ୍ତି । ଏ ଚାଲବାଜି ସରକାର ବନ୍ଦ କରନ୍ତୁ । ପଟ୍ରୋଲ-ଡିଜେଲ ଦାମ କମିବା ପରେ ଏହାକୁ ନେଇ ଏହିଭଳି ପ୍ରତିକ୍ରିୟା ରଖିଛନ୍ତି କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର । କେନ୍ଦ୍ର ସରକାରଙ୍କ ଉପରେ ସେ ଜୋରଦାର ବର୍ଷିବା ସହ ତୈଳ ଦର ୫୦ରୁ ୬୦ ଟଙ୍କା ଭିତରେ ରଖିବାକୁ କହିଛନ୍ତି । ଅର୍ନ୍ତଜାତୀୟ ବଜାରରେ ତୈଲ ଦର ଯଥେଷ୍ଟ କମ ଥିବା ବେଳେ ପୂର୍ବରୁ ଯେଉଁଭଳି ଆଧାରରେ ତୈଳଦର ନିର୍ଣ୍ଣୟ କରାଯାଉଥିଲା ଠିକ୍ ସେହିଭଳି କରିବାକୁ ଦାବି କରିଛନ୍ତି ନରସିଂହ । ଏହା ହେଲେ ହିଁ ସାଧାରଣ ଲୋକେ ଅନେକ ସଂଖ୍ୟାରେ ଆଶ୍ୱସ୍ଥି ପାଇବେ ।
 କେବଳ କେନ୍ଦ୍ର ସରକାର  ନୁହେଁ ରାଜ୍ୟ ସରକାରଙ୍କୁ ମଧ୍ୟ ସେ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି, ରାଜ୍ୟ ସରକାର ଯେଉଁ ଟିକସ ନେଉଛନ୍ତି ସେଠିରେ କେବଳ ଜିଏସଟି ଲାଗୁ କରି ଅନ୍ୟ କୌଣସି ଟିକସ ଲାଗୁ କରା ନଯାଉ । ଏହା ହେଲେ ହିଁ ଦର କମିବ । କେନ୍ଦ୍ର ଓ ରାଜ୍ୟ ସରକାର ଉଭୟ ଉଦ୍ୟମ କରିବା ଦ୍ୱାରା ହିଁ ତୈଳ ଦରକୁ ହ୍ରାସ କରିହେବ । ଜନ ସାଧାରଣ ଲାଭବାନ ହେଉନାହାନ୍ତି । କେନ୍ଦ୍ର ସରକାର ଯେଉଁ ଉଜ୍ୱଳା ଯୋଜନାର କଥା କହୁଛନ୍ତି ଆଜି ଲୋକେ ସେ ଯୋଜନାରେ ଆଉ ସିଲିଣ୍ଡର ନେଉନାହାନ୍ତି । ଦରଦାମ ବୃଦ୍ଧି ଯୋଗୁ ସେମାନେ ସିଲିଣ୍ଡର ନେବାକୁ କୁଣ୍ଠିତ ଅଛନ୍ତି । ତେଣୁ ୨ ଶହ ଟଙ୍କା କମେଇଲେ ତାହା କୌଣସି ପ୍ରଭାବ ପକାଇବ ନାହିଁ । ସରକାର ଯେଉଁଭଳି କହୁଥିଲେ ମାଗଣା ସିଲିଣ୍ଡର ପ୍ରଦାନ କରିବେ ତାହା କରନ୍ତୁ ନହେଲେ ୪ ଶହରୁ ୫ ଶହ ଟଙ୍କାରେ ସିଲିଣ୍ଡର ଯୋଗାଇ ଦିଅନ୍ତୁ ।ତାଙ୍କର ପ୍ରତି କ୍ରିୟା ରଖିଛନ୍ତି।ନରସିଂହ ମିଶ୍ର ଵିଧାୟକ ।

(ବଲାଙ୍ଗୀର ଜିଲ୍ଲାରୁ ଅନ୍ତର୍ଯ୍ୟାମୀ ସାହୁ ଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ପୋଲିସ ର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ ଗୁଳି ଚାଳନା   08-Jul-2026
  ଜିଲ୍ଲା  
ଶହୀଦ୍ ପୀଠରେ ବୃକ୍ଷରୋପଣ ।   08-Jul-2026
  ଜିଲ୍ଲା  
ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   08-Jul-2026
  ଜିଲ୍ଲା  
ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   07-Jul-2026
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   07-Jul-2026
  ଜିଲ୍ଲା  
ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   07-Jul-2026
  ଜିଲ୍ଲା  
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
  ଜିଲ୍ଲା  
*ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   07-Jul-2026
  ଜିଲ୍ଲା  
ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   07-Jul-2026
  ଜିଲ୍ଲା  
ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   06-Jul-2026
  ଜିଲ୍ଲା  
ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   06-Jul-2026

You Might Also Like