-+91-9937148622 |

prerana_bgr@rediffmail.com |

  Wednesday 8th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   (07-Jul-2026)       ||      ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   (07-Jul-2026)       ||      ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      *ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   (07-Jul-2026)       ||      ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   (07-Jul-2026)       ||      ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||     

HOME   ଜିଲ୍ଲା

Gkkl

22-May-2022



ଭୁବନେଶ୍ୱର : ଜୀ ସାର୍ଥକରେ ପୁଣି ଏକ ନୂଆ ସିରିୟଲ ଆରମ୍ଭ ହେବାକୁ ଯାଉଛି । ଯାହାର ନାଁ ରହିଛି  'ସୁନା ଝିଅ' । ଆସନ୍ତା ମେ ୩୦ରୁ ପ୍ରତ୍ୟେକ ଦିନ ସଂଧ୍ୟା ୭ଟା ୩୦ରେ ଏହା ପ୍ରସାରିତ ହେବ । ଏଥିରେ ଓଡିଆ ଘରର ନିଛକ କାହାଣୀକୁ ସ୍ଥାନ ଦିଆଯାଇଛି । ମା’ର ସୁରକ୍ଷା ଓ ସମ୍ମାନ ପାଇଁ କିଭଳି ଝିଅ ନିଜକୁ ପ୍ରସ୍ତୁତ କରିଛି ତାହାର ଝଲକ ଏହି ମେଗା ଧାରାବାହିକରେ ଦେଖିବାକୁ ମିଳିବ । ମଧ୍ୟବିତ୍ତ ପରିବାରରେ ଜନ୍ମ ହୋଇ କଠିନ ପରିଶ୍ରମ ବଳରେ ଝିଅଟିଏ ନିଜ ସ୍ବପ୍ନ ପୂରଣ କରିବା ସହ ଗୃହିଣୀ ମାଆ ପାଇଁ ଓ ସମାଜ ପାଇଁ ସୁନାଝିଅ ହେବା ଛୋଟିଆ କଥା ନୁହେଁ । ଯାହା କରିବାକୁ ଚେଷ୍ଟା କରିଛି ଝିଅଟିଏ । ପ୍ରକୃତରେ ଝିଅଟି 'ସୁନାଝିଅ' ହୋଇପାରୁଛି କି ନାହିଁ ତାହା ଏଥିରେ ଦେଖିବାକୁ ମିଳିବ । ଧାରାବାହିକରେ ଅର୍ପିତା କରଙ୍କୁ ମା ଭୂମିକାରେ ଦେଖିବାକୁ ମିଳିବ । ଝିଅ ଭୂମିକାରେ ନଜର ଆସିବେ ରଜ କୁଇନ୍ ୨୦୨୨ର ପ୍ରତିଯୋଗୀ ଅଙ୍କିତାଙ୍କୁ । ଅନ୍ୟପଟେ ମଡେଲ ମାନସଙ୍କୁ ମଧ୍ୟ ଏଥିରେ ଭିନ୍ନ ଭୂମିକାରେ ଦେଖିବାକୁ ମିଳିବ ।

ଓଡିଆ ଦର୍ଶକଙ୍କୁ ପୂର୍ବରୁ ଅନେକ ମେଗା ସିରିୟଲ ଭେଟି ଦେଇଛି ଜୀ ସାର୍ଥକ । ଏବେ ପୁଣି ଆସନ୍ତା ୩୦ ତାରିଖରୁ ପ୍ରତ୍ୟେକ ଦିନ ସଂଧ୍ୟା ୭ଟା ୩୦ରେ ଏହା ପ୍ରସାରିତ ହେବାକୁ ଥିବା ବେଳେ ଏହି ନୂଆ ମେଗା ଧାରାବାହିକ ପୁଣିଥରେ ଟେଲି ଦୁନିଆରେ ଧମାଲ କରିବ ବୋଲି କୁହାଯାଇପାରେ ।

(ଅମୃତ ନନ୍ଦ ଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   07-Jul-2026
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   07-Jul-2026
  ଜିଲ୍ଲା  
ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   07-Jul-2026
  ଜିଲ୍ଲା  
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
  ଜିଲ୍ଲା  
*ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   07-Jul-2026
  ଜିଲ୍ଲା  
ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   07-Jul-2026
  ଜିଲ୍ଲା  
ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   06-Jul-2026
  ଜିଲ୍ଲା  
ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   06-Jul-2026
  ଜିଲ୍ଲା  
ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   06-Jul-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   06-Jul-2026
  ଜିଲ୍ଲା  
ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   06-Jul-2026

You Might Also Like