-+91-9937148622 |

prerana_bgr@rediffmail.com |

  Wednesday 7th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   (07-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   (06-Oct-2026)       ||      ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   (06-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   (06-Oct-2026)       ||      ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   (06-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   (06-Oct-2026)       ||      ୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   (06-Oct-2026)       ||      ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   (06-Oct-2026)       ||      ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (06-Oct-2026)       ||      *ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   (06-Oct-2026)       ||      ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   (06-Oct-2026)       ||      ୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   (06-Oct-2026)       ||      ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||     

HOME   ଜିଲ୍ଲା

ଓଏସଇଏଫଡ଼ି ସଂଘ ର ଜାତୀୟ ସ୍ତରର ଆଲୋଚ଼ନାଚ଼କ୍ର

22-May-2022



ଭୁବନେଶ୍ୱର(ଶୁଭାଶିଷ ନାୟକ):ଓଡ଼ିଶା ସ୍ପେସିଆଲ ଏଜୁକେଟର ଫେଡ଼େରସନ ଫର ଦିବ୍ୟାଙ୍ଗ (ଓଏସଇଏଫଡ଼ି) ସଂଘ ତରଫରୁ ଜାତୀୟ ସ୍ତରରେ ଏକ ଆଲୋଚ଼ନାଚ଼କ୍ର ଭର୍ଚ୍ଚୁଆଲ ମାଧ୍ୟମରେ  ଓଏସଇଏଫଡ଼ି ସଂଘର ସଭାପତି ସୂର୍ଯ୍ୟକାନ୍ତ ବେହେରାଙ୍କ ଅଧ୍ୟକ୍ଷତା ଓ ଯୁଗ୍ମ ସଂପାଦକ ଆୟୁଷ୍ମାନ ଚ଼ୌଧୁରୀଙ୍କ ପରିଚ଼ାଳନାରେ ଅନୁଷ୍ଠିତ ହୋଇଥିଲା।ଏହି ଆଲୋଚ଼ନାଚ଼କ୍ରରେ ଭାରତର ସମସ୍ତ ରାଜ୍ୟର ସ୍ବତନ୍ତ୍ର ଶିକ୍ଷକ ସଂଘର ନେତୃମଣ୍ଡଳୀଙ୍କ ସହ ୫୦୦ ରୁ ଉର୍ଦ୍ଦ୍ବ ଆଶାୟୀ ସ୍ବତନ୍ତ୍ର ଶିକ୍ଷକ ଓ ଶିକ୍ଷୟତ୍ରୀ' ଯୋଗ ଦେଇଥିଲେ।ଏହି ଆଲୋଚ଼ନାଚ଼କ୍ରରେ ଅତିଥି ଭାବେ ଜାତୀୟ ସ୍ତରର ସ୍ବତନ୍ତ୍ର ଶିକ୍ଷକ ସଂଘ ନ୍ୟାସନାଲ ଆସୋସିଏସନ୍ ଅଫ ସ୍ପେସିଆଲ୍ ଏଜୁକେଟର ରିହାବ ପ୍ରଫେସନ୍ୟାଲ ଏବଂ ଫିଲାନୋନ୍ଥୋପିସ୍ (ନାସେର୍ପ) ର ସଭାପତି  ରାଜନୀଶ ପାଣ୍ଡେ ଓ ନାସେର୍ପ ର ଉପସଭାତି ତଥା ଓଡ଼ିଶା ପ୍ରଭାରୀ ନାଗେଶ ପାଣ୍ଡେ ଯୋଗ ଦେଇ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ମୁତାବକ ପ୍ରତ୍ୟେକ ସାଧାରଣ ବିଦ୍ୟାଳୟରେ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ବିଷୟ ଓ ଦିବ୍ୟାଙ୍ଗଙ୍କ ଶିକ୍ଷାର ବିକାଶ ନିମନ୍ତେ ଆଲୋଚ଼ନା କରିଥିଲେ ଏବଂ ଆଶାୟୀ ସ୍ବତନ୍ତ୍ର ଶିକ୍ଷକ ଓ ଶିକ୍ଷୟତ୍ରୀ ମାନଙ୍କୁ ମାର୍ଗଦର୍ଶନ କରିଥିଲେ।ଓଏସଇଏଫଡ଼ି ସଂଘ ର ସମ୍ପାଦକ ଜୀବନ କୁମାର ବେହେରା, କୋଷାଧ୍ୟକ୍ଷ ରୌପ୍ୟରଞ୍ଜନ ସାମନ୍ତରାୟ,ସହ-କୋଷାଧ୍ୟକ୍ଷ ରାକେଶ କୁମାର ସାହୁ ପ୍ରମୁଖ ଯୋଗଦେଇ ୨୦୧୮ ମସିହା ଠାରୁ ଆଜି ପର୍ଯ୍ୟନ୍ତ ସଂଘ କାର୍ଯ୍ୟକଳାପ ବିଷୟରେ ସମସ୍ତ ଆଶାୟୀ ସ୍ବତନ୍ତ୍ର ଶିକ୍ଷକ ଓ ଶିକ୍ଷୟତ୍ରୀ ମାନଙ୍କୁ ଅବଗତ କରାଇଥିଲେ।ପରିଶେଷରେ ସଂଘର ସମ୍ପାଦକ ଜୀବନ କୁମାର ବେହେରା ସମସ୍ତଙ୍କୁ  ଧନ୍ୟବାଦ୍  ଅର୍ପଣ କରି ସଭା ଶେଷ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   07-Oct-2026
  ଜିଲ୍ଲା  
ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   07-Oct-2026
ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   06-Oct-2026
  ଜିଲ୍ଲା  
ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   06-Oct-2026
ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   06-Oct-2026
  ରାଜ୍ୟ  
ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   06-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   06-Oct-2026
  ଜିଲ୍ଲା  
୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   06-Oct-2026
  ଜିଲ୍ଲା  
ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   06-Oct-2026
  ଜିଲ୍ଲା  
ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   06-Oct-2026
  ଜିଲ୍ଲା  
*ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   06-Oct-2026
  ଜିଲ୍ଲା  
ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   06-Oct-2026

You Might Also Like