-+91-9937148622 |

prerana_bgr@rediffmail.com |

  Wednesday 8th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   (07-Jul-2026)       ||      ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   (07-Jul-2026)       ||      ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      *ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   (07-Jul-2026)       ||      ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   (07-Jul-2026)       ||      ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||     

HOME   ଜିଲ୍ଲା

ଗ୍ରୀଷ୍ମ କାଳୀନ (ଦେୟମୁକ୍ତ) ବଲ ବ୍ୟାଡମିଣ୍ଟନ ପ୍ରଶିକ୍ଷଣ ଶିବିର

22-May-2022



କଟକ(ପ୍ରେରଣା ଖବର) : କଟକ ଜିଲ୍ଲା ବଲ ବ୍ୟାଡମିଣ୍ଟନ ଆସୋସିଏସନ ଆନୁକୂଲ୍ୟରେ ଗ୍ରୀଷ୍ମ କାଳୀନ (ଦେୟମୁକ୍ତ) ବାଳକ/ବାଳିକା ବଲ ବ୍ୟାଡମିଣ୍ଟନ ପ୍ରଶିକ୍ଷଣ ଶିବିର ଜଗତପୁର ଗ୍ରାମ ଖେଳପଡିଆରେ ଆଜି ଉଦଘାଟିତ ହୋଇଯାଇଛି ।ଉଦ୍ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲା ସମ୍ପାଦକ ଅଜୟ କୁମାର ସାହୁ ମୁଖ୍ୟବକ୍ତା ଲିଙ୍ଗରାଜ ପୃଷ୍ଟି ,ସମ୍ମାନୀୟ ଅତିଥି ସୁମିତ୍ରା ବେହେରା, ଶରତ ଚନ୍ଦ୍ର ବେହେରା ଯୋଗ ଦେଇଥିଲେ ।  ଅନ୍ୟମାନଙ୍କ ଦେବେନ୍ଦ୍ର ସାହୁ, ଚିତ୍ତ ରଞ୍ଜନ ପାଇକ, ରବୀନ୍ଦ୍ର ନାଥ ପଣ୍ଡା, ରଞ୍ଜନ କୁମାର ନାୟକ ଉପସ୍ଥିତ ଥିଲେ। କୋଚ୍ ମନୋଜ ରଞ୍ଜନ ସ୍ୱାଇଁ, ମନୁସୁର ଅଲି ,ଏସ ଡି ରେହମାନ ତତ୍ତ୍ୱାବଧାନରେ ପ୍ରଶିକ୍ଷଣ ଶିବିର ୨୨ ତାରିଖରୁ ୨୯ ତାରିଖ ପର୍ଯ୍ୟନ୍ତ ପ୍ରତ୍ୟେକ ଦିନ ସକାଳ ୬ରୁ ୮ଟା ଓ ସଂଧ୍ୟା ୩ ରୁ ୬ ଟା  ପ୍ରଶିକ୍ଷଣ ଦିଆଯିବ। ଏହି ପ୍ରଶିକ୍ଷଣ ଶିବିରରେ ୪୦ ଜଣ ଛାତ୍ରଛାତ୍ରୀ ଯୋଗ ଦେଇଛନ୍ତି। ଜୁନ ୭ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ଭକ୍ତମଧୁ ଖେଳପଡିଆ ଏବଂ ବିଡାନାସୀ ଖେଳପଡିଆରେ ପରବର୍ତ୍ତୀ ପ୍ରଶିକ୍ଷଣ ଶିବିର ଆୟୋଜନ କରାଯିବ। ଇଚ୍ଛୁକ ଖେଳାଳୀ  ମୋ- 89172 64071 ଯୋଗାଯୋଗ କରିବାକୁ ଜିଲ୍ଲା ସମ୍ପାଦକ ଅଜୟ କୁମାର ସାହୁ ଅନୁରୋଧ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   07-Jul-2026
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   07-Jul-2026
  ଜିଲ୍ଲା  
ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   07-Jul-2026
  ଜିଲ୍ଲା  
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
  ଜିଲ୍ଲା  
*ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   07-Jul-2026
  ଜିଲ୍ଲା  
ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   07-Jul-2026
  ଜିଲ୍ଲା  
ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   06-Jul-2026
  ଜିଲ୍ଲା  
ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   06-Jul-2026
  ଜିଲ୍ଲା  
ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   06-Jul-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   06-Jul-2026
  ଜିଲ୍ଲା  
ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   06-Jul-2026

You Might Also Like