-+91-9937148622 |

prerana_bgr@rediffmail.com |

  Tuesday 7th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   (07-Jul-2026)       ||      ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      *ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   (07-Jul-2026)       ||      ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   (07-Jul-2026)       ||      ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||     

HOME   ଜିଲ୍ଲା

ବରିଷ୍ଠ ଶିକ୍ଷକ ଦେବେନ୍ଦ୍ର ମିଶ୍ରଙ୍କ ଧର୍ମପତ୍ନୀଙ୍କ ଦେହାନ୍ତ - ତରଭା ଅଂଚଳ ରେ ଶୋକ

22-May-2022



ସୁବର୍ଣ୍ଣପୁର -ଗତକାଲି ତରଭା ବ୍ଲକ ତୁଲୁଣ୍ଡା ହାଇସ୍କୁଲ ର ବରିଷ୍ଠ ଶିକ୍ଷକ ତଥା ରମ୍ଭlସିଂଢୋଲ ଗ୍ରାମ ର ଦେବେନ୍ଦ୍ର ମିଶ୍ର ଙ୍କ ଧର୍ମ ପତ୍ନୀ  ଭାରତୀ ମିଶ୍ର ଙ୍କ 52 ବର୍ଷ ବୟସରେ ହୃଦଘାତ ରେ ପରଲୋକ ଘଟିବାରୁ ତରଭା ସୋନପୁର ଓ ବଲାଙ୍ଗୀର ଅଂଚଳ ରେ ଶୋକ ର ଛାୟା ଖେଳିଯାଇଛି l ଶ୍ରୀମତୀ ମିଶ୍ର ମଧୁମେହ ରୋଗ ରେ ପୀଡିତ ହୋଇ କିଛି ଦିନରୁ ଚିକିତ୍ସିତ ହୋଇ ଆସୁଥିବା ବେଳେ ଗତ କାଲି ସନ୍ଧ୍ୟା 7 ଘଣ୍ଟା ବେଳେ ହଠାତ ହୃଦଘାତ ରେ ମୃତ୍ୟୁ ଘଟିଥିବା ସୂଚନା ମିଳିଛି l ଶ୍ରୀମତୀ ମିଶ୍ର ଜଣେ  ସରଳ,ଧର୍ମ ପରାୟଣ, ମିଷ୍ଠ ଭାଷୀ, ଓ ଅମାୟିକ ବ୍ୟକ୍ତିତ୍ୱ ଥିବା ବେଳେ ଶ୍ରୀମତୀ ମିଶ୍ର ରମ୍ଭସିଂଢୋଲ ଗ୍ରାମ ତଥା ସୁବର୍ଣ୍ଣପୁର ଜ଼ିଲ୍ଲା ର ପ୍ରାକ୍ତନ ଶିକ୍ଷକ ଓ କୃଷକ ନେତା କୃଷ୍ଣ ଚନ୍ଦ୍ର ମିଶ୍ର ଙ୍କ ପୁତ୍ର ବଧୂ ଏବଂ ସାଗରପାଲି ଗ୍ରାମ ତଥା ସୋନପୁର ବ୍ଲକ ଅଂଚଳ ର ବୁଣାକାର ମାନଙ୍କ ଆଦର୍ଶ ଓ ଖୁବ ପରିଚିତ  ସ୍ବର୍ଗୀୟ ଅନନ୍ତ ମିଶ୍ର ଙ୍କ ଝିଅ ଅଟନ୍ତି l ଗତ କାଲି  ତରଭା ସୋନପୁର ବଲାଙ୍ଗୀର ଅଂଚଳ ର  ସମ୍ପର୍କୀୟ ଓ ବହୁ ମାନ୍ୟଗଣ୍ୟ ବ୍ୟକ୍ତି  ସ୍ବର୍ଗୀୟl ମିଶ୍ର ଙ୍କୁ ଅନ୍ତିମ ଦର୍ଶନ କରିଥିବା ବେଳେ ଗ୍ରାମ ର ଶୁକତେଲ ନଦୀ ସ୍ମଶାନ ଘାଟ ରେ ଶ୍ରୀମତୀ ମିଶ୍ର ଙ୍କ ଅନ୍ତିମ ସଂସ୍କାର   କରାଯାଇ ଥିଲା l ବିଟେକ ଛାତ୍ର ବଡ଼ ପୁଅ ଅବିନାଶ  ( ଗୁଡ୍ଡୁ ) ମା ଙ୍କୁ ମୁଖାଗ୍ନି ଦେଇଥିଲେ l ଦେବେନ୍ଦ୍ର ମିଶ୍ର ଙ୍କ ମଝିଆ ଭାଇ  ପ୍ରଧାନ ଶିକ୍ଷକ ନରେନ୍ଦ୍ର ମିଶ୍ର, ପୋଲିସ ଏସ ଆଇ ଜ୍ଞାନେନ୍ଦ୍ର ମିଶ୍ର, ସାନ ଭାଇ ସୁରେନ୍ଦ୍ର ମିଶ୍ର, ଅଶୋକ ମିଶ୍ର, ଧମେନ୍ଦ୍ର, ଜିତୁ, କାକା ବରିଷ୍ଠ ପୋଲିସ ଅଫିସର ଭକ୍ତ ବନ୍ଧୁ ମିଶ୍ର, ଶିକ୍ଷକ ନୀଳ ମଣି ଓ କୁଳ ମଣି ମିଶ୍ର,  ଜ୍ୱାଇଁ ପ୍ରଧାନ ଶିକ୍ଷକ ରାଜେନ୍ଦ୍ର ମିଶ୍ର, ବରିଷ୍ଠ ସାମ୍ବାଦିକ ମନୋରଞ୍ଜନ ତ୍ରିପାଠୀ, କୁନା ମିଶ୍ର, ସମୁଧି ରତ୍ନା କର ଷଡ଼ଙ୍ଗୀ,  ତୁଲୁଣ୍ଡା ହାଇସ୍କୁଲ ର ପ୍ରଧାନ ଶିକ୍ଷକ ମୋହନ ବାରିକ, ଅଶୋକ ସାହୁ, ଶୁକୃ ମିଶ୍ର, ପ୍ରମୁଖ ଗ୍ରାମ ର ଶତାଧିକ ଯୁବକ ସ୍ମଶାନ ଘାଟ  ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   07-Jul-2026
  ଜିଲ୍ଲା  
ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   07-Jul-2026
  ଜିଲ୍ଲା  
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
  ଜିଲ୍ଲା  
*ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   07-Jul-2026
  ଜିଲ୍ଲା  
ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   07-Jul-2026
  ଜିଲ୍ଲା  
ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   06-Jul-2026
  ଜିଲ୍ଲା  
ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   06-Jul-2026
  ଜିଲ୍ଲା  
ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   06-Jul-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   06-Jul-2026
  ଜିଲ୍ଲା  
ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   06-Jul-2026
  ଜିଲ୍ଲା  
*ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   06-Jul-2026

You Might Also Like