-+91-9937148622 |

prerana_bgr@rediffmail.com |

  Tuesday 7th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   (07-Jul-2026)       ||      ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||      ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||      କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||      ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ    (05-Jul-2026)       ||     

HOME   ଜିଲ୍ଲା

ଆଞ୍ଚଳିକ ଉଚ୍ଚ ବିଦ୍ଯାପୀଠର ରଜତ ଜୟନ୍ତୀ ପାଳନ ଉପଲକ୍ଷେ ପ୍ରସ୍ତୁତି ବୈଠକ

23-May-2022



ବୀରମହାରାଜପୁର(ଆର୍ତ୍ତତ୍ରାଣ ଖୁର୍ଡିଆ) : ସୋନପୁର ଜିଲ୍ଲା ବୀରମହାରାଜପୁର ବ୍ଳକ ଆଞ୍ଚଳିକ ଉଚ୍ଚ ବିଦ୍ଯାପୀଠ, କେନଝିରିଆପାଲି ହାଇସ୍କୁଲଠାରେ ବିଦ୍ଯାଳୟର ୨୫ ବର୍ଷ ପୂର୍ତ୍ତୀ ଉପଲକ୍ଷେ ରଜତ ଜୟନ୍ତୀ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।

ଏଥିରେ ବହୁ ପୂର୍ବତନ ଛାତ୍ରଛାତ୍ରୀ ଉପସ୍ଥିତ ରହି ପୁରୁଣା ସ୍ମୃତି ସବୁ ମନେ ପକେଇ ବିଦ୍ଯାଳୟ ଜୀବନର 
ସ୍ମୃତିଚାରଣ କରିଥିଲେ।ବୈଠକରେ ରଜତ ଜୟନ୍ତୀ ପାଳନ ଡିସେମ୍ବର ୫ରୁ ୧୧ ବିଭିନ୍ନ ସାମାଜିକ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ସହ ପାଳନ କରାଯିବାକୁ ନିଷ୍ପତ୍ତି ହୋଇଥିଲା  ଏବଂ କାର୍ଯ୍ଯକାରୀ କମିଟୀ ମଧ୍ଯ ଗଠନ କରାଯାଇଥିଲା।ରଜତ

ଜୟନ୍ତୀ ଉପଲକ୍ଷେ ଏକ ସ୍ମରଣିକା ମଧ୍ୟ ପ୍ରକାଶ କରିବାକୁ ସ୍ଥିର କରାଯାଇଛି।କମିଟୀର ସଭାପତି ଭାବେ ପାଣିନୀ ପ୍ରାଜ୍ଞ,ଉପସଭାପତି ଚନ୍ଦ୍ରକାନ୍ତ ଦେହୁରୀ,ସାଧାରଣ ସମ୍ପାଦକ ଚୈତନ୍ଯ ପଧାନ,ଯୁଗ୍ମ ସମ୍ପାଦକ ଉମାକାନ୍ତ ପଧାନ,କୋଷାଧ୍ଯକ୍ଷ ପବିତ୍ର କୁମାର କମ୍ପ,ସଂଗଠନ ସମ୍ପାଦକ ରାକେଶ କୁମାର ବାରିକ ଏବଂ କାର୍ଯ୍ଯାଳୟ ସମ୍ପାଦକ ଭାବେ ମୀନକେତନ ରଣାଓଚିତ୍ତରଞ୍ଜନ ପଧାନଙ୍କୁ ସର୍ବସମ୍ମତିକ୍ରମେ ମନୋନୀତ କରାଯାଇଥିଲା।ଦୀର୍ଘ ବର୍ଷର ବ୍ଯବଧାନ ପରେ ସମସ୍ତେ ଏକତ୍ରୀତ ହୋଇଥିବାରୁ ପୁରାତନ ଛାତ୍ର,ଛାତ୍ରୀମାନେ ଉତଫୁଲ୍ଲିତ ଥିବା ଦେଖିବାକୁ ମିଳିଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   07-Jul-2026
  ଜିଲ୍ଲା  
ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   06-Jul-2026
  ଜିଲ୍ଲା  
ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   06-Jul-2026
  ଜିଲ୍ଲା  
ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   06-Jul-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   06-Jul-2026
  ଜିଲ୍ଲା  
ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   06-Jul-2026
  ଜିଲ୍ଲା  
*ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   06-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   06-Jul-2026
  ରାଜ୍ୟ  
କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି   05-Jul-2026
  ଜିଲ୍ଲା  
ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   05-Jul-2026
  ରାଜ୍ୟ  
ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   05-Jul-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ   05-Jul-2026

You Might Also Like