-+91-9937148622 |

prerana_bgr@rediffmail.com |

  Wednesday 7th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   (06-Oct-2026)       ||      ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   (06-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   (06-Oct-2026)       ||      ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   (06-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   (06-Oct-2026)       ||      ୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   (06-Oct-2026)       ||      ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   (06-Oct-2026)       ||      ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (06-Oct-2026)       ||      *ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   (06-Oct-2026)       ||      ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   (06-Oct-2026)       ||      ୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   (06-Oct-2026)       ||      ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||     

HOME   ଜିଲ୍ଲା

ବରଗଡ଼ : ବିଜୟ ର ବାନା ଉଡାଇଲା ବୋଡାସମ୍ବର କିଙ୍ଗ୍

23-May-2022



ବରଗଡ:-ବରଗଡ ମିନିଷ୍ଟାଡିୟମ ଠାରେ ଅନୁଷ୍ଠିତ ଚତୁର୍ଥତମ ଆନନ୍ଦ ଆଚାର୍ଯ୍ୟ ଦିବାରାତ୍ର ଫୁଟବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଥିଲା ।ତା ୧୫.୦୫.୨୦୨୨ରିଖ ଠାରୁ ଆରମ୍ଭ ହୋଇ ତା ୨୨.୦୫.୨୦୨୨ରିଖ ଦିବସ ରେ ଉଦଯାପିତ ହୋଇଥିଲା । ଏହି ଟୁର୍ଣ୍ଣାମେଣ୍ଟରେ ସମୁଦାୟ ପାଞ୍ଚ ଗୋଟି ଫୁଟବଲ ଦଳ ଯଥା- ବୋଡ଼ାସମ୍ବର କିଙ୍ଗ୍(ପଦ୍ମପୁର), ବରଗଡ଼ ରେଲୱେ(ବରଗଡ଼),ଏସଏସୱାଇଏସ (ଗୋବିନ୍ଦପାଲି),ଓରିୟରସ (ବରଗଡ଼), ବରପାଲି ଭିଜନ(ବରପାଲି) ଅଂଶ ଗ୍ରହଣ କରି ତାଙ୍କ ଚିତ୍ତାକର୍ଷକ ଖେଳ ପ୍ରଦର୍ଶନ ସହିତ ଦର୍ଶନ ଙ୍କ ମନ ଜିଣି ନେଇଥିଲେ।ଏଥି ମଧ୍ୟରୁ ବରପାଲି ଭିଜନ ଓ ବୋଡାସମ୍ବର କିଙ୍ଗ ଫାଇନାଲ ମ୍ୟାଚ କୁ ଉନ୍ନତି ହୋଇଥିଲେ ।ଦୁଇ ଦଳଙ୍କ ମଧ୍ୟ ସଙ୍ଘର୍ଷ ପୂର୍ଣ୍ଣ  ଫାଇନାଲ ମ୍ୟାଚ ଅନୁଷ୍ଠିତ ହୋଇ ଶେଷରେ ବୋଡାସମ୍ବର କିଙ୍ଗ ଦଳ ୨.୦ ଗୋଲ ରେ ବରପାଲି ଭିଜନ କୁ ପରାସ୍ତ କରିଥିଲେ ।ବୋଡ଼ାସମ୍ବର କିଙ୍ଗ ର ଖେଳାଳି ମାନେ ସଫଳତା ର ସହ ତାଙ୍କ ଖେଳ ପ୍ରଦର୍ଶନ କରି ବୋଡାସମ୍ବର କିଙ୍ଗ ର ନାମକୁ ଉଜ୍ଜ୍ୱଳ କରିଥିବାରୁ ଟିମ୍ ର ମୁଖ୍ୟ  ଶ୍ରୀମାନ କୁନାଲ ସିଂ ବରିହା ଏବଂ ଭୋଜରାଜ ସିଂ ବରିହା ଖେଳାଳି ମାନଙ୍କୁ ଅଭିନନ୍ଦନ ସହ ଶୁଭେଚ୍ଛା ଜ୍ଞାପନ କରିଛନ୍ତି ।ଏହି ଟିମ୍ ର ଖେଳାଳି ମାନେ ହେଲେ ସର୍ବଶ୍ରୀ:-ରାକେଶ ,ବିକି , ରାହୁଲ,ଫ୍ଳୋରାସିସ,ରାକେଶ ଓରାମ,ବିନୟ କିଶାନ, ପ୍ରଶାନ୍ତ ଓରାମ,ବିଜୁ ଓରାମ,ସଞ୍ଜିବ ଖରା,ପପୁ ବେହେରା,ରଜତ,କରଣ,ରୁନୁ,ତପନ, ଓମ୍,ଟେକାରୁ,ମିଥୁନ,ମିଲନ, ଅନ୍ତର୍ଯ୍ୟାମୀ ନାଏକ,ନରେଶ ବାରିକ, ଲକ୍ଷ୍ମଣ ତାଣ୍ଡି,ଅଜୟ ଓରାମ,ନାଗ ଦାନୀ ।ଏହି ଟୁର୍ଣ୍ଣାମେଣ୍ଟରେ ଟିମ୍ ମ୍ୟାନେଜର ହିସାବରେ ସର୍ବଶ୍ରୀ:-ଅଶୋକ କାଲସାଇ, ପ୍ରଦୀପ ଜାଲ, ରିତେଶ ସାହୁ, ଉମେଶ ନାଏକ,ବାବୁଲୁ ସାହୁ, ଭବାନୀ ମାଝୀ ଖୁବ୍ ସୁନ୍ଦର ଭାବେ ଦାୟିତ୍ଵ ସଂପାଦନ କରିଥିଲେ ।


News Comment




Photo in News

Advertisment
Lastest News
ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   06-Oct-2026
  ଜିଲ୍ଲା  
ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   06-Oct-2026
ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   06-Oct-2026
  ରାଜ୍ୟ  
ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   06-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   06-Oct-2026
  ଜିଲ୍ଲା  
୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   06-Oct-2026
  ଜିଲ୍ଲା  
ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   06-Oct-2026
  ଜିଲ୍ଲା  
ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   06-Oct-2026
  ଜିଲ୍ଲା  
*ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   06-Oct-2026
  ଜିଲ୍ଲା  
ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   06-Oct-2026
  ଜିଲ୍ଲା  
୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   06-Oct-2026
  ଜିଲ୍ଲା  
ସେବା ସେତୁ କାର୍ଯ୍ୟକ୍ରମ   06-Oct-2026

You Might Also Like