-+91-9937148622 |

prerana_bgr@rediffmail.com |

  Tuesday 6th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   (06-Oct-2026)       ||      ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   (06-Oct-2026)       ||      ୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   (06-Oct-2026)       ||      ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||     

HOME   ଜିଲ୍ଲା

ଉଲୁଣ୍ଡା ବ୍ଲକ କାର୍ଯ୍ୟାଳୟରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର : * ବିଭିନ୍ନ ୨୬୯ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ : * ତୁରନ୍ତ ସମାଧାନ ହେଲା ବିଭିନ୍ନ ୨୪୭ ଗୋଟି ଅଭିଯୋଗ :

23-May-2022



ସୁବର୍ଣ୍ଣପୁର, ଆଜି ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଉଲୁଣ୍ଡା ବ୍ଲକ ସଭାଗୃହ ଠାରେ  ଅନୁଷ୍ଠିତ ହୋଇଯାଇଛି l ସୁବର୍ଣ୍ଣପୁର ଜିଲ୍ଲପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ଓ  ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୨୬୯ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୨୫୮ ଗୋଟି ଓ ସାମୁହିକ ଦରଖାସ୍ତ ୧୧ ଗୋଟି  ଗ୍ରହଣ କରାଯାଇଛି l ଗ୍ରହଣ କରାଯାଇଥିବା ୨୬୯ ଦରଖାସ୍ତ ମଧ୍ୟରୁ ଶିବିରରେ ବିଭିନ୍ନ ମାମଲାର ୨୪୭ ଗୋଟି ଅଭିଯୋଗ ଦରଖାସ୍ତ ର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ୨୨ ଟି ଆପତ୍ତି ଅଭିଯୋଗ ଦରଖାସ୍ତ କୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି l

ବି ଡି ଓ,ଉଲୁଣ୍ଡା  ହେମସାଗର ଭୋଇଙ୍କ ତତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ପ୍ରକଳ୍ପ ନିର୍ଦେଶକ, ଡି.ଆର.ଡି.ଏ ଡୋଳାମଣି ପଟେଲ, ଉପଜିଲ୍ଲାପାଳ, ବୀରମହାରାଜପୁର ଅଶୋକ ଭୋଇ, ବ୍ଲକ ଅଧ୍ୟକ୍ଷ ଉଲୁଣ୍ଡା 
ଶ୍ରୀମତୀ ଶାନ୍ତିଲତା ମିଶ୍ର, ବ୍ଲକ ଉପାଧକ୍ଷ ସଂଜୀବ ଦେହୁରୀ, ବିଭିନ୍ନ ଜିଲ୍ଳାସ୍ତରୀୟ ଅଧିକାରୀ, ତହସିଲଦାର, ବ୍ଲକ

ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l   ଜିଲ୍ଲାର ହସ୍ତତନ୍ତ ବସ୍ତ୍ର ର ଚାହିଦାକୁ ବୃଦ୍ଧି ସହ ସୁଦୂର ପ୍ରସାରି କରିବା ତଥା ଜିଲ୍ଲାରେ ଥିବା ବୁଣାକାର ଗୋଷ୍ଠୀଙ୍କ ଆର୍ଥିକ ଉନ୍ନତିରେ ସୁଧାର ଆଣିବା ଲକ୍ଷ୍ୟରେ ଜିଲ୍ଲାପ୍ରଶାସନର ନିଷ୍ପତ୍ତି କ୍ରମେ ଅଦ୍ୟ ଯୁଗ୍ମ ଜନଶୁଣାଣୀ ଶିବିରରେ ଯୋଗଦାନ କରିଥିବା ଅଧିକାରୀ ଓ କର୍ମଚାରୀ ପ୍ରମୁଖ ହସ୍ତତନ୍ତ ବସ୍ତ୍ର ପରିଧାନ କରିଥିଲେ l ଏଣୁ ଏଣିକି ଜିଲ୍ଲାରେ ହେବାକୁ ଥିବା ପ୍ରତ୍ୟେକ ଯୁଗ୍ମ ଜନ ଶୁଣାଣୀ ଶିବିରରେ ଅଧିକାରୀ ତଥା କର୍ମଚାରୀ ବୃନ୍ଦ ଏହି ନିଷ୍ପତିକୁ କାର୍ଯ୍ୟକଲାରୀ କରିବାକୁ ପ୍ରଶାସନ ତରଫରୁ ପରାମର୍ଶ କରାଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
*ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   06-Oct-2026
  ଜିଲ୍ଲା  
ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   06-Oct-2026
  ଜିଲ୍ଲା  
୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   06-Oct-2026
  ଜିଲ୍ଲା  
ସେବା ସେତୁ କାର୍ଯ୍ୟକ୍ରମ   06-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   06-Oct-2026
  ଜିଲ୍ଲା  
ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   06-Oct-2026
  ଜିଲ୍ଲା  
ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   06-Oct-2026
  ଜିଲ୍ଲା  
ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ   05-Oct-2026
  ରାଜ୍ୟ  
ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   05-Oct-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   05-Oct-2026
  ରାଜ୍ୟ  
ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ   05-Oct-2026
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026

You Might Also Like