-+91-9937148622 |

prerana_bgr@rediffmail.com |

  Tuesday 6th October 2026 |

| | | |

R.N.I. Regd No. ODIODI/2010/46693

Breaking News

୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   (06-Oct-2026)       ||      ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||     

HOME   ଜିଲ୍ଲା

ବୁକୁରାମୁଣ୍ଡା ରେ ଷୋହଳ ପ୍ରହରୀ ନାମଯଜ୍ଞ ଅବସରରେ କଳସଯାତ୍ରା ଅନୁଷ୍ଠିତ

23-May-2022



ବରଗଡ:-ବରଗଡ଼ ଜିଲ୍ଲା ପାଇକମାଳ ବ୍ଳକ ଅନ୍ତର୍ଗତ ବୁକୁରାମୁଣ୍ଡା ଗ୍ରାମର ବରିହା ପଡା ଠାରେ ଷୋହଳ ପ୍ରହରୀ ନାମଯଜ୍ଞ ଅବସରରେ ୨୧ଜଣ ମହିଳା ଜଳପୂର୍ଣ୍ଣ ଭରା କଳସ ବୋହି ଗ୍ରାମ ପରିକ୍ରମା ସହ କଳସଯାତ୍ରା ଅନୁଷ୍ଠିତ ହୋଇଥିଲା ।ଏହି ଶୋହଳ ପ୍ରହରୀ ନାମଯଜ୍ଞ ରେ କର୍ତ୍ତା ଭାବରେ ବୁକୁରାମୁଣ୍ଡା ଗ୍ରାମପଞ୍ଚାୟତ ର ପୂର୍ବତନ ସରପଞ୍ଚ ଶ୍ରୀମତୀ ସଂଗୀତା ସେଟ ଏବଂ ତାଙ୍କ ସ୍ୱାମୀ ବିନୋଦ ସେଠ ଦାୟିତ୍ଵ ଭାର ତୁଆଉଥିବାର ଜଣାପଡିଛି ।ନାମ ଯଜ୍ଞ ରେ ବରଗଡ ଜିଲ୍ଲା ର ବିଭିନ୍ନ ପ୍ରାନ୍ତରୁ ଅନେକ ଗୁଡ଼ିଏ ବଛାବଛା କିର୍ତ୍ତନ୍ୟଦଳ ଙ୍କୁ ନିମନ୍ତ୍ରଣ କରାଯାଇଛି ।ଦିର୍ଘ ଦୁଇବର୍ଷ ରୁ ଉର୍ଦ୍ଧ୍ବ ହେବ ମହାମାରୀ କରୋନା ସକାଶେ ଏ ଅଞ୍ଚଳରେ କୈାଣସି ଜାନି ଯାତ୍ରା ନ ହେବାଫଳରେ ଲୋକେ ଉତ୍ସାହ ର ସହ ଷୋହଳ ପ୍ରହରୀ ନାମଯଜ୍ଞ ଦେଖି ଉତ୍ସାହିତ ହେଉଥିବାର ଲକ୍ଷ୍ୟ କରାଯାଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   06-Oct-2026
  ଜିଲ୍ଲା  
ସେବା ସେତୁ କାର୍ଯ୍ୟକ୍ରମ   06-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   06-Oct-2026
  ଜିଲ୍ଲା  
ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   06-Oct-2026
  ଜିଲ୍ଲା  
ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   06-Oct-2026
  ଜିଲ୍ଲା  
ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ   05-Oct-2026
  ରାଜ୍ୟ  
ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   05-Oct-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   05-Oct-2026
  ରାଜ୍ୟ  
ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ   05-Oct-2026
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026

You Might Also Like