-+91-9937148622 |

prerana_bgr@rediffmail.com |

  Sunday 5th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||      ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||      କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||      ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ    (05-Jul-2026)       ||      ଓଟିଇଟି ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ   (05-Jul-2026)       ||      ଭୂଦାନ ଜମିର ବଣ୍ଟନ ଏବଂ ମ୍ୟୁଟେସନ୍ ଉପରେ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍ଥଗିତାଦେଶ♦️ସମସ୍ତ ଆରଡିସି ଏବଂ ଜିଲ୍ଲାପାଳଙ୍କୁ ରାଜସ୍ୱ ସଚିବଙ୍କ ଚିଠି   (05-Jul-2026)       ||      ମାଲକାନଗିରି ଜିଲ୍ଲାରେ ୧୪୩୭ ପରୀକ୍ଷାର୍ଥୀ ଦେଲେ ଓଟିଇଟି    (05-Jul-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   (05-Jul-2026)       ||      *ସୋନପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ ର ସଘନ ସଂଶୋଧନର ଚିଠା ଭୋଟର ତାଲିକା ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ଙ୍କ ଦ୍ଵାରା ପ୍ରକାଶନ ଓ ପ୍ରେସ ବିବୃତ୍ତି* -   (05-Jul-2026)       ||      ବନ ମହୋତ୍ସବ ପାଳିତ, ଆମର ସ୍ବପ୍ନ ଗଛର ଯତ୍ନ - ବିଚାର ପତି   (05-Jul-2026)       ||      *ପାଞ୍ଚଦିନିଆ “ଉଦ୍ୟମୀ ଓଡ଼ିଶା ଏମ.ଏସ.ଏମ.ଇ କାର୍ଯ୍ୟକ୍ରମ- ୨୦୨୬″ ସୁବର୍ଣ୍ଣପୁରରେ ସଫଳତାର ସହ ଉଦଯାପିତ*-   (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   (05-Jul-2026)       ||      ଉଚ୍ଚ ବିଦ୍ୟାଳୟ ମନହିରା ଛାତ୍ର ଛାତ୍ରୀ ମେଧାବୃତ୍ତି ରେ ବ୍ଲକ ଟପର ହେବାସହ 2025-26 ଶିକ୍ଷା ବର୍ଷ ରେ ଏନ ଏମ ଏମ ଏସ ଜାତୀୟ ମେଧାବୃତ୍ତି ପରୀକ୍ଷା ରେ ଯୋଗ୍ୟ ବିବେଚିତ    (05-Jul-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   (05-Jul-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ଆଉଟସୋର୍ସିଂକର୍ମଚାରୀଙ୍କ ଆନ୍ଦୋଳନ   (05-Jul-2026)       ||      ଖୋର୍ଦ୍ଧା ଜିଲ୍ଲାରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଜମିଜମାର ରେକର୍ଡ ସଂଶୋଧନରେ ଉଲ୍ଲେଖନୀୟ ସଫଳତା♦️ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ସମସ୍ତ ଜମିଜମାର ସୁରକ୍ଷା ଓ ସଠିକ୍ ରେକର୍ଡ ସଂରକ୍ଷଣ ପାଇଁ ରାଜସ୍ୱ ବିଭାଗ ବଦ୍ଧପରିକର : ରାଜସ୍ୱ ସଚିବ   (05-Jul-2026)       ||      ସରକାରୀ ପଂଚାୟତ ଆଦିବାସୀ ଉଚ୍ଚ ବିଦ୍ୟାଳୟ ମନହୀରା ଠାରେ ବନୋମହୋତ୍ସବ ସପ୍ତାହ ପାଳନ   (04-Jul-2026)       ||      କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   (04-Jul-2026)       ||      କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   (04-Jul-2026)       ||     

HOME   ଜିଲ୍ଲା

ମନ୍ତ୍ରୀ ପଦ୍ମନାଭ ବେହେରାଙ୍କ ଜାମଛାପର ଓ ମିଶ୍ରପାଳି ଗସ୍ତ

23-May-2022



ବିନିକା(ହିମାଂଶୁ ଶେଖର ପୁଟେଲ)ଓଡ଼ିଶା ରାଜ୍ୟ ସରକାରଙ୍କ ବାଣିଜ୍ୟ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ଆଜି ସୋମବାର ବିନିକା ଏନଏସି ଅଧିନସ୍ଥ ଜାମଛାପର ଓ ମିଶ୍ରପାଳି ଗସ୍ତରେ ଆସି PMAY ଓ LRC ଉପରେ ଥିବା ବିଭିନ୍ନ ସମସ୍ୟା ବିଷୟରେ ଲୋକଙ୍କ ସହିତ ଆଲୋଚନା କରିଥିଲେ । ଏହି ଅବସରରେ ଭୂମିହୀନ ମାନେ କିପରି ତାଙ୍କର ନିଜସ୍ଵ ବାସିନ୍ଦା ପ୍ରମାଣପତ୍ର(ପଟ୍ଟା) ପାଇ ପାରିବେ ଏବଂ ସରକାରଙ୍କ ବିଭିନ୍ନ ଯୋଜନାରେ ସାମିଲ ହୋଇପାରିବେ ସେ ଉପରେ ଉପସ୍ଥିତ ପ୍ରଶାସନିକ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ।ମନ୍ତ୍ରୀଙ୍କ ଗସ୍ତ ବେଳେ ବିନିକା ଏନଏସି ଅଧ୍ୟକ୍ଷ ସୁବାସ ଚନ୍ଦ୍ର ଭୋଇ,ସୋନପୁର ଉପ ଜିଲ୍ଲାପାଳ ନିହାର ରଞ୍ଜନ କୁଆଁର,ବିନିକା ତହସିଲଦାର ମୁକ୍ତେଶ୍ଵର ପାଣିଗ୍ରାହୀ, ଏନ ଏସି ଉପାଧକ୍ଷା ତପସ୍ୱିନୀ ମେହେର,କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀକୁମାର ରଥ,ପ୍ରଫୁଲ୍ଲ କୁମାର ପାତ୍ର ପ୍ରମୁଖ ଉପସ୍ଥିତ ରହି ଲୋକଙ୍କ ସମସ୍ୟା ଉପରେ ଅବଗତ ହୋଇ ତାର ସମାଧାନ ଦିଗରେ ପଦକ୍ଷେପ ନେବେ ବୋଲି କହିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   05-Jul-2026
  ରାଜ୍ୟ  
ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   05-Jul-2026
  ଜିଲ୍ଲା  
ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ   05-Jul-2026
  ଜିଲ୍ଲା  
କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ   05-Jul-2026
  ଜିଲ୍ଲା  
ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ   05-Jul-2026
  ଜିଲ୍ଲା  
ଓଟିଇଟି ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ   05-Jul-2026
  ଜିଲ୍ଲା  
ଭୂଦାନ ଜମିର ବଣ୍ଟନ ଏବଂ ମ୍ୟୁଟେସନ୍ ଉପରେ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍ଥଗିତାଦେଶ♦️ସମସ୍ତ ଆରଡିସି ଏବଂ ଜିଲ୍ଲାପାଳଙ୍କୁ ରାଜସ୍ୱ ସଚିବଙ୍କ ଚିଠି   05-Jul-2026
  ଜିଲ୍ଲା  
ମାଲକାନଗିରି ଜିଲ୍ଲାରେ ୧୪୩୭ ପରୀକ୍ଷାର୍ଥୀ ଦେଲେ ଓଟିଇଟି   05-Jul-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   05-Jul-2026
  ଜିଲ୍ଲା  
*ସୋନପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ ର ସଘନ ସଂଶୋଧନର ଚିଠା ଭୋଟର ତାଲିକା ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ଙ୍କ ଦ୍ଵାରା ପ୍ରକାଶନ ଓ ପ୍ରେସ ବିବୃତ୍ତି* -   05-Jul-2026
  ଜିଲ୍ଲା  
ବନ ମହୋତ୍ସବ ପାଳିତ, ଆମର ସ୍ବପ୍ନ ଗଛର ଯତ୍ନ - ବିଚାର ପତି   05-Jul-2026
  ଜିଲ୍ଲା  
*ପାଞ୍ଚଦିନିଆ “ଉଦ୍ୟମୀ ଓଡ଼ିଶା ଏମ.ଏସ.ଏମ.ଇ କାର୍ଯ୍ୟକ୍ରମ- ୨୦୨୬″ ସୁବର୍ଣ୍ଣପୁରରେ ସଫଳତାର ସହ ଉଦଯାପିତ*-   05-Jul-2026

You Might Also Like