-+91-9937148622 |

prerana_bgr@rediffmail.com |

  Tuesday 6th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||     

HOME   ଜିଲ୍ଲା

ଅତିରିକ୍ତ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ପ୍ରତିଶ୍ରୁତି ପରେ ଆନ୍ଦୋଳନ ରୁ ଓହରିଲେ କୋଶଳ ମୁକ୍ତି ମୋର୍ଚ୍ଚା

24-May-2022



ବଲାଙ୍ଗିର/ପାଟଣାଗଡ଼ (ପୁର୍ଣ୍ଣ ଶଶୀ ଶେଖର ରାଓ) ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ଉପଖଣ୍ଡରେ ଦିନ କୁ ଦିନ ବେଆଇନ କାର୍ଯ୍ୟକଳାପ ଓ ଅପରାଧିକ ମାମଲା ବଢି ଚାଲିଥିବା ବେଳେ ପାଟଣାଗଡ଼ ଅଞ୍ଚଳ ର ଜନସାଧାରଣ ଅସରୁକ୍ଷିତ ମନେ କରୁଥିବା ଶୁଣିବାକୁ ମିଳୁଛି।ଗତ ୧୭ ଦିନ ତଳେ ପାଟଣାଗଡ଼ ବ୍ଳକରେ କାର୍ଯ୍ୟରତ ଥିବା କନିଷ୍ଠ ଯନ୍ତ୍ରୀ ସୁରେଶ ଚନ୍ଦ୍ର ସାହୁ ଙ୍କୁ କେହି ଜଣେ ହତ୍ୟା କରି କପା କିଆରୀରେ ଫିଙ୍ଗି ଦେଇଥିବା ବେଳେ ଆଜି ପର୍ଯ୍ୟନ୍ତ ପାଟଣାଗଡ଼ ପୋଲିସ କାହାକୁ ଧରିପାରୁ ନାହିଁ। ପୋଲିସ ର ଏଭଳି ଅପାରଗତାକୁ ଅଞ୍ଚଳବାସୀ ଦୃଢ଼ ନିନ୍ଦା କରୁଛନ୍ତି। ଏବଂ ଜେଇ ଙ୍କୁୁୁ ହତ୍ୟା କରିଥିବା ଅପରାଧୀ ମାନଙ୍କୁ ଗିରଫ କରିବା ଦାବିରେ ବିଭିନ୍ନ ସଂଗଠନ ପକ୍ଷରୁ ଦାବିପତ୍ର ପ୍ରଦାନ କରିଥିଲେ ହେଁ କୌଣସି ସୁଫଳ ମିଳି ପାରିନାହିଁ।ସେଥିପାଇଁ କୋଶଳ ମୁକ୍ତି ମୋର୍ଚ୍ଚା ତରଫରୁ ଆନ୍ଦୋଳନ ପାଇଁ ଏକ ଲିଖିତ ଅଭିଯୋଗ କରିଥିଲେ। ଏବଂ ଲିଖିତ ଅଭିଯୋଗ ଅନୁଯାୟୀ ଆଜି ପାଟଣାଗଡ଼ ଗଡ ଭିତରୁ ଏକ ଶୋଭାଯାତ୍ରା ବାହାରି ପାଟଣାଗଡ଼ ଉପଖଣ୍ଡ ପୋଲିସ ଅଧିକାରୀ ଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଥିଲେ। ପ୍ରଚଣ୍ଡ ଖରାକୁ ଆଖି ଆଗରେ ରଖି ଏକ ଟେଣ୍ଟ ଲଗାଇବାକୁ ଚେଷ୍ଟା କରିଥିବା ବେଳେ ପୋଲିସ କର୍ମଚାରୀ ମାନେ ତାଙ୍କୁ ବାରଣ କରିଥିଲେ। ତଥାପି ୪୫% ଖରାକୁ ଖାତିର ନକରି ଆନ୍ଦୋଳନ ଜାରି ରଖିଥିବା ବେଳେ ତନ୍ମଧ୍ୟରୁ ୩ ଜଣ ଅସୁସ୍ଥ ହୋଇ ପୋଲିସ ଗାଡିରେ ମେଡିକାଲ ଯାଇଥିଲେ। ପରିସ୍ଥିତି କୁ ଦେଖି ପାଟଣାଗଡ଼ ଏସ୍ ଡି ପି ଓ ଜ୍ୟୋତିର୍ମୟ ଭୁକ୍ତା ବାହାର କୁ ଆସି ଆନ୍ଦୋଳନକାରୀ ମାନଙ୍କୁ ବୁଝାଇବାକୁ ଚେଷ୍ଟା ଚଳାଇଥିଲେ । ହେଲେ ଆନ୍ଦୋଳନକାରୀ ମାନେ ସିଧାସଳଖ ଏସ୍ ଡି ପି ଓ ଙ୍କୁ ଅପରାଧିଙ୍କୁ କେବେ ଧରିବେ ବୋଲି କହିଥିଲେ । ଏସ୍ ଡି ପି ପ୍ରଶ୍ନ ବାଣରେ ଘାଇଲା ହୋଇ ନିଜ ଚ୍ୟାମ୍ବର କୁ ପଲାୟନ କରିଥିଲେ। ପ୍ରଚଣ୍ଡ ରୌଦ୍ରତାପରେ ସମସ୍ତେ ବଲାଙ୍ଗିର ଏସ୍ ପି ନ ଆସିବା ଯାଏଁ ଆନ୍ଦୋଳନ ଜାରି ରହିବ ବୋଲି ନାରା ଦେଇ ରହିଥିଲେ। ଶେଷରେ ବାଧ୍ୟହୋଇ ବଲାଙ୍ଗିର ଅତିରିକ୍ତ ଜିଲ୍ଲା ଆରକ୍ଷୀ ପହଞ୍ଚି ଆନ୍ଦୋଳନକାରୀମାନଙ୍କ ସହ ଆଲୋଚନା କରି ଦୁଇ ମାସ ମଧ୍ୟରେ ସମସ୍ତ ଅପରାଧୀଙ୍କୁ ଗିରଫ କରାଯିବ ବୋଲି ପ୍ରତିଶ୍ରୁତି ଦେବା ପରେ  ସମସ୍ତ ଆନ୍ଦୋଳନକାରୀ ଧାରଣା ରୁ ଓହରି ଯାଇଥିଲେ ଓ ଅତିରିକ୍ତ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ଆଜି କୋଶଳ ମୁକ୍ତି ମୋର୍ଚ୍ଚା ପାଇଁ ଜଣେ କନିଷ୍ଠ ଯନ୍ତ୍ରୀ ନ୍ୟାୟ ପାଇବ ବୋଲି ଅଞ୍ଚଳବାସୀ ବହୁ ଖୁସି ମନେ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସେବା ସେତୁ କାର୍ଯ୍ୟକ୍ରମ   06-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   06-Oct-2026
  ଜିଲ୍ଲା  
ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   06-Oct-2026
  ଜିଲ୍ଲା  
ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   06-Oct-2026
  ଜିଲ୍ଲା  
ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ   05-Oct-2026
  ରାଜ୍ୟ  
ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   05-Oct-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   05-Oct-2026
  ରାଜ୍ୟ  
ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ   05-Oct-2026
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026

You Might Also Like