-+91-9937148622 |

prerana_bgr@rediffmail.com |

  Tuesday 6th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗିର ରେ ଆଜି ଆରମ୍ଭ ହେଲା ଧାନ କିଣା ବଲାଙ୍ଗିର ଜିଲ୍ଲାପାଳ କଲେ ଉଦଘାଟନ

24-May-2022



ବଲାଙ୍ଗିର (ଅନ୍ତର୍ଯ୍ୟାମୀ ସାହୁଙ୍କ ରିପୋର୍ଟ) :ବହୁ ପ୍ରତୀକ୍ଷାର ଅନ୍ତ ଘଟାଇ ଆଜି ବଲାଙ୍ଗିର ଜିଲାରେ ୨୦୨୨-୨୩  ରବି  ରୁତୁ ପାଇଁ ଧାନ କିଣା ଆରମ୍ଭ ହୋଇଛି l ଆଜି ବଲାଙ୍ଗିରରେ ରବି ରୁତୁ ପାଇଁ ଧାନ କିଣା ଆରମ୍ଭ ହୋଇ    ଥିବା ଯୋଗୁଁ ଚାଷୀ ମାନଙ୍କ ମଧ୍ୟରେ ବେଶ ଉତ୍ସାହ ପରିଲକ୍ଷିତ

ହୋଇଛି l ବଲାଙ୍ଗିର  ଜିଲ୍ଲା ପୁଇଁତଳା ବ୍ଳକ ମଲମୁଣ୍ଡା ପେକ୍ସ ଠାରେ ଏହି ଧନ କିଣାର ଶୁଭାରମ୍ଭ ହୋଇଛି l ଏହାକୁ ବଲାଙ୍ଗିର ଜିଲ୍ଲାପାଳ ଚଞ୍ଚଲ ରାଣା ଶୁଭାରମ୍ଭ କରିବା ସହ ଚଳିତ ରବି ରୁତୁ ରେ ଆରମ୍ଭ ହୋଇଥିବା ଧାନ କିଣା ପ୍ରକ୍ରିୟାରେ ସ୍ଵଚ୍ଛତା ଅବଲମ୍ବନ କରାଯିବ ବୋଲି ଦୃଢୋକ୍ତି ପ୍ରକାଶ କରିଛନ୍ତି l ଆଜି ଏହି ଅବସରରେ ମଲମୁଣ୍ଡା ପେକ୍ସ ଠାରେ ଆଜି ଆଖପାଖ ଅଞ୍ଚଳର ଚାଷୀ ମାନେ ଉପସ୍ଥିତ ଥିଲେ l ଅନ୍ୟମାନଙ୍କ ମଧ୍ୟରେ ଉପଜିଲ୍ଲାପାଳ ଲମ୍ବୋଧର ଧାରୁଆ, ଚିଫ ସି ଏସ୍ ଓ ମୀରା ରାଜ ଅଲ୍ଲୀ  ଓ ପେକ୍ସ ସମ୍ପାଦକ ଅମିତ କୁମାର ପଟେଲ, ମିଲ଼ରସ ସଂଘ ର ସଭାପତି ସୌମେନ୍ଦ୍ର

ରଥ,(ଅର୍ଣ୍ଣପୂର୍ଣ୍ଣl ରାଇସ୍ ମିଲ), ମହିମା ରାଇସ ମିଲ୍ ର ମାଲିକ ମୁକେଶ ଅଗ୍ରୱାଲଙ୍କ ସମେତ ବଲାଙ୍ଗିର ଜିଲ୍ଲାର ସମସ୍ତ ଏ ଆର୍ ସି ଏସ୍ ଓ ସି ଆର ସି ଏସ୍ ଏସ୍ ଉପସ୍ଥିତ ଥିଲେ l ଆଜି ଏହି ଧାନ କିଣା ଶୁଭାରମ୍ଭ ବେଳେ ମଲମୁଣ୍ଡାର ଚାଷୀ  ଅନନ୍ତ ପଟେଲ ମଲମୁଣ୍ଡା ପେକ୍ସ ସମ୍ପାଦକଙ୍କ ନାମରେ ଅଭିଯୋଗ ଆଣିଥିବା ବେଳେ ଜିଲ୍ଲାପାଳ ଏହା ଉପରେ ତଦନ୍ତ କରି ସମ୍ପାଦକଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସୂଚନା ଦେଇଥିଲେ l ଚାଷୀ ଅନନ୍ତଙ୍କ ଅଭିଯୋଗ ହେଲା ଯେ ଦୀର୍ଘ ବର୍ଷ ହେଲା ତାଙ୍କ ନାମରେ ଚାଷୀ କାର୍ଡ ନାହିଁ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସେବା ସେତୁ କାର୍ଯ୍ୟକ୍ରମ   06-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   06-Oct-2026
  ଜିଲ୍ଲା  
ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   06-Oct-2026
  ଜିଲ୍ଲା  
ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   06-Oct-2026
  ଜିଲ୍ଲା  
ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ   05-Oct-2026
  ରାଜ୍ୟ  
ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   05-Oct-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   05-Oct-2026
  ରାଜ୍ୟ  
ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ   05-Oct-2026
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026

You Might Also Like