-+91-9937148622 |

prerana_bgr@rediffmail.com |

  Tuesday 6th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||     

HOME   ଜିଲ୍ଲା

ପ୍ରଶାସନିକ ଅଧିକାରୀ ତଥା ଉପଜିଲ୍ଲାପାଳ ଡ଼ ବିଜୟା ନନ୍ଦ ସେଠୀ ଙ୍କୁ ଶହେ ସଲାମ : ଜିଲ୍ଲା ଶିକ୍ଷାଧିକାରୀ ଙ୍କ ସହ ପରାମର୍ଶ ନେଇ ସ୍କୁଲ ପୁନଃ ସ୍ଥାପନ କରିବାକୁ ପ୍ରତିଶ୍ରୁତି

24-May-2022



ପାଟଣାଗଡ ( ରୁପେନ୍ଦ୍ର ମୁଣ୍ଡା ) : କେତୋଟି କୋମଳମତି ଶିଶୁ ଙ୍କ ଅନୁରୋଧ ରକ୍ଷା କରି ଛୁଟିଦିନ ରେ ଉଦୁଉଦିଆ ଖରା ରେ  ପାଦରେ ଚାଲି ଚାଲି  ତିନିକିଲୋମେଟର ରାସ୍ତା ଚାଲିବା ଅଧିକାରୀ ହେଉଛନ୍ତି ପାଟଣାଗଡ ଉପଜିଲ୍ଲାପାଳ ଡ଼. ବିଜୟାନନ୍ଦ ସେଠି ଯାହାକି ଅଞ୍ଚଳ ର  ଲୋକ ମାନଙ୍କୁ ଆଶ୍ଚର୍ଯ୍ୟ ଚକିତ କରି ଦେଇଛି l ବଲାଙ୍ଗୀର ଜିଲ୍ଲା ପାଟଣାଗଡ ବ୍ଲକ ଖୁଣ୍ଟସମଲେଇ ପଞ୍ଚାୟତ ର ଗୋଟିଏ ଛୋଟ  ଗାଁ ଗରଗଡ଼ଛାପର l ଗତ ୨୦୨୦ ମସିହା  ରେ ଗାଁ ପ୍ରାଥମିକ  ବିଦ୍ୟାଳୟ ଟିକୁ ପିଲା କମ ଦେଖାଇ ଢୋଡ଼ମହୁଲ ପ୍ରାଥମିକ ବିଦ୍ୟାଳୟ ରେ ମିଶ୍ରଣ କରାଯାଇଥିଲା l ଗରଗଡ଼ଛାପର ସ୍କୁଲ  ଠାରୁ ଢୋଡ଼ମହୁଲ ସ୍କୁଲ ର ଦୂରତା ପ୍ରାୟ ତିନିକିଲୋମେଟର ଦୂର ଥିଲେ ମଧ୍ୟ ତାକୁ  ଶିକ୍ଷା ବିଭାଗ ପକ୍ଷ ରୁ ଅଧକିଲୋମେଟର ଦର୍ଶାଯାଇଥିଲା l

କରୋନା ମହାମାରୀ ହେତୁ ସ୍କୁଲ  ମିଶ୍ରଣ ପରେ  ପାଠପଢା  ବନ୍ଦ ଥିଲା  ହେଲେ ସ୍କୁଲ  ଖୋଲିଲା ପରେ ମଧ୍ୟ ଅଧିକ ଦୂର, ନିକାଞ୍ଚନ ରାସ୍ତା ସାଙ୍ଗକୁ ପ୍ରଚଣ୍ଡ ଖରା ହେଉଥିବାରୁ କୌଣସି ପିଲା ସ୍କୁଲ  କୁ ପଢିବା ପାଇଁ ଯାଉନଥିଲେ l ଏକଥା ଜାଣିବାପରେ ଖୁଣ୍ଟସମଲେଇ ସମିତିସଭ୍ୟା ଉପଜିଲ୍ଲାପାଳ ଙ୍କୁ ପିଲାମାନେ ସ୍କୁଲ  ନଯିବା କଥା  ଜଣାଇଥିଲେ l ବିଷୟ ର  ଗୁରୁତ୍ୱ କୁ ଉପଲବ୍ଧି କରି  ପାଟଣାଗଡ ଉପଜିଲ୍ଲାପାଳ ଡ଼. ବିଜୟାନନ୍ଦ ସେଠି ଆଜି ଛୁତିଦିନ ହେଲେମଧ୍ୟ ପିଲାଙ୍କ କଥା ବୁଝିବା ପାଇଁ ଗରଗଡ଼ଛାପର ଗାଁ କୁ ଆସିଥିଲେ l ସେଠାରେ ପହଞ୍ଚି 23 ଜଣ କୋମଳମତି ପିଲାଙ୍କୁ ଦେଖି ତାଙ୍କ ହୃଦୟ ତରଳି ଯାଇଥିଲା ଓ ସତ୍ୟତା ଉପଲବ୍ଧି କରିବା ପାଇଁ କିଛି ଗାଁ ଲୋକଙ୍କ ସହିତ ପାଦରେ  ଚାଲି ଚାଲି ଢୋଡ଼ମହୁଲ ସ୍କୁଲ ଅଭିମୁଖେ ବାହାରି ଯାଇଥିଲେ l ଢୋଡ଼ମହୁଲ ସ୍କୁଲ ରେ ପହଞ୍ଚି ପିଲାମାନେ କିପରି  ଏତେ ଦୂର ଆସୁଛନ୍ତି ତାହା ବହୁତ  ଦୁଃଖର ବିଷୟ ବୋଲି ମନ୍ତବ୍ୟ ଦେଇଥିଲେ l ଜଣେ ପ୍ରଶାସନିକ ଅଧିକାରୀ ଏପରି ଲୋକଙ୍କ  ଅସୁବିଧା ବୁଝିବା ପାଇଁ ଏ.ସି ଗାଡ଼ିରେ ନଯାଇ ପାଦରେ ଚାଲି ଚାଲି  ଯାଉଥିବାର ଦେଖି ସ୍ଥାନୀୟ ଅଞ୍ଚଳର ସମସ୍ତ ଲୋକ ଉପଜିଲ୍ଲାପାଳ ଡ଼. ବିଜୟାନନ୍ଦ ସେଠି  ଙ୍କୁ ପ୍ରଶଂସା କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   06-Oct-2026
  ଜିଲ୍ଲା  
ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   06-Oct-2026
  ଜିଲ୍ଲା  
ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   06-Oct-2026
  ଜିଲ୍ଲା  
ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ   05-Oct-2026
  ରାଜ୍ୟ  
ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   05-Oct-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   05-Oct-2026
  ରାଜ୍ୟ  
ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ   05-Oct-2026
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026
  ଜିଲ୍ଲା  
ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   05-Oct-2026

You Might Also Like