-+91-9937148622 |

prerana_bgr@rediffmail.com |

  Tuesday 6th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||     

HOME   ଜିଲ୍ଲା

*ଡି ଆଇ ଇଟି କଳାହାଣ୍ଡି ତରଫରୁ ଜିଲ୍ଲା ସ୍ତରୀୟ ଆଲୋଚନା ଚକ୍ର ଉଦଘାଟିତ

24-May-2022



ଭବାନୀପାଟଣା(ପ୍ରେରଣା ଖବର) - ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ କଳାହାଣ୍ଡି ତରଫରୁ ଦୁଇ ଦିନିଆ ଜିଲ୍ଲା ସ୍ତରୀୟ ଆଲୋଚନା ଚକ୍ର ଉଦଘାଟିତ ହୋଇଯାଇଛି । ଅନୁଷ୍ଠାନ ର ଅଧ୍ୟକ୍ଷା ଡ଼ ସ୍ନେହାପ୍ରଭା ମହାପାତ୍ରଙ୍କ ତତ୍ୱବାଧାନରେ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ସୁଶାନ୍ତ ଚପଦାର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଡି. ଆଇ.ଇ.ଟି ପୁରୀର ଅବସର ପ୍ରାପ୍ତ ବରିଷ୍ଠ ଶିକ୍ଷକ ପ୍ରଶିକ୍ଷକ ଶ୍ରୀଯୁକ୍ତ ବଳଭଦ୍ର ପୂଜାପଣ୍ଡା  ଏବଂ ଡି. ଆଇ.ଇ.ଟି ସୋନପୁରର ଅଧ୍ୟକ୍ଷ ଡ଼. ପ୍ରସନ୍ନ କୁମାର ସାହୁ ଅତିଥି  ଭାବରେ ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ଶିକ୍ଷକ ପ୍ରଶିକ୍ଷକ ଶ୍ରୀଯୁକ୍ତ ଇଶ୍ୱର ଚନ୍ଦ୍ର ବେହେରା ଅତିଥି ଙ୍କ ପରିଚୟ ପ୍ରଦାନ  ସହ ମଞ୍ଚ ପରିଚାଳନା କରିଥିଲେ। ଶ୍ରୀଯୁକ୍ତ ରାମଚନ୍ଦ୍ର ବାଗ ଆଲୋଚନା ଚକ୍ର ର ରୂପରେଖ ବର୍ଣ୍ଣନା କରିଥିଲେ। ଆଜିର ଏହି ଜିଲ୍ଲା ସ୍ତରୀୟ ଆଲୋଚନା ଚକ୍ର କାର୍ଯ୍ୟକ୍ରମଟି ଉଦଘାଟନ କରିବାକୁ ଆସିଥିବା ଶ୍ରୀଯୁକ୍ତ ସୁଶାନ୍ତ ଚପଦାର ମହୋଦୟ ସର୍ବପ୍ରଥମେ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ  କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ।ଯାହାର ଉଦ୍ଦେଶ୍ୟ ମୌଳିକ ସଂଖ୍ୟାଜ୍ଞାନ ଓ ସାକ୍ଷରତାର ଅଭିବୃଦ୍ଧି ନିମନ୍ତେ ସମସ୍ତଙ୍କୁ ଉସାହିତ କରିବା ପାଇଁ ଏହି କାର୍ଯ୍ୟକ୍ରମ କରାଯାଇଛି ଓ ଡି.ଆଇ.ଇ. ଟି କଳାହାଣ୍ଡିର ନବନିର୍ମିତ କନ୍ଫରେନ୍ସ ହଲକୁ ଶ୍ରୀଯୁକ୍ତ ସୁଶାନ୍ତ ଚପଦାର ଓ ଅନୁଷ୍ଠାନର ଅଧ୍ୟକ୍ଷା ଡ଼. ସ୍ନେହପ୍ରଭା ମହାପାତ୍ର ଯୋଗ ଦେଇ ଉଦଘାଟନ କରିଥିଲେ । ଉକ୍ତ ଆଲୋଚନା କାର୍ଯ୍ୟକ୍ରମରେ କଳାହାଣ୍ଡି ଜିଲ୍ଲାର ସମସ୍ତ ବ୍ଲକର ଶିକ୍ଷକଶିକ୍ଷୟିତ୍ରୀମାନେ ଅଂଶ ଗ୍ରହଣ କରିଥିଲେ। ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ  କାର୍ଯ୍ୟକ୍ରମକୁ କଳାହାଣ୍ଡି ଜିଲ୍ଲାରେ କିପରି ସଫଳ ରୂପାୟନ କରାଯିବ ଏବଂ ଏହି କାର୍ଯ୍ୟକ୍ରମରେ ଆଲୋଚନା ଚକ୍ର ମାଧ୍ୟମରେ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ନିଜର ବକ୍ତବ୍ୟ ଉପସ୍ଥାପନ କରିଥିଲେ। ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନର ବରିଷ୍ଠ ଶିକ୍ଷକ ପ୍ରଶିକ୍ଷକ ଶ୍ରୀଯୁକ୍ତ ନରୋତ୍ତମ ଭୋଇ ,ଭାରତୀ ଯାନୀ, ରାମଚନ୍ଦ୍ର ବାଗ ,ଶିକ୍ଷକ ପ୍ରଶିକ୍ଷକ ଈଶ୍ୱର ଚନ୍ଦ୍ର ବେହେରା, ଅରୁଣ କୁମାର ଭୋଇ,ରାଜେଶ କୁମାର ଭୋଇ,ଅଚ୍ୟୁତାନନ୍ଦ ମଲ୍ଲିକ,ନିହାରିକା ଦେବୀ, ସୁନିତା ଦୁର୍ଗା, ସୁଦୀପ ବୈଠାରୁ ସମସ୍ତେ କାର୍ଯ୍ୟକ୍ରମରେ ଯୋଗ ଦେଇ କଳାହାଣ୍ଡି ଜିଲ୍ଲାରେ ଗୁଣାତ୍ମକ ଶିକ୍ଷାର ବିକାଶ ଉପରେ ଆଲୋଚନା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ   05-Oct-2026
  ରାଜ୍ୟ  
ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   05-Oct-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   05-Oct-2026
  ରାଜ୍ୟ  
ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ   05-Oct-2026
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026
  ଜିଲ୍ଲା  
ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   05-Oct-2026
  ଜିଲ୍ଲା  
ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026

You Might Also Like