-+91-9937148622 |

prerana_bgr@rediffmail.com |

  Tuesday 6th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||     

HOME   ଜିଲ୍ଲା

ଭୀମଡୁଙ୍ଗୁରୀରେ ଶିଶୁଉଦ୍ୟାନକାମ ଆରମ୍ଭ,ଡିଏଫଓ ଓ ଆର୍କିଟେକଙ୍କ ଅନୁଧ୍ୟାନ

24-May-2022



ବଲାଙ୍ଗୀର,(ପ୍ରେରଣା ଖବର)-ବଲାଙ୍ଗୀର ଜିଲ୍ଲା ଦେଓଗାଁ ବ୍ଲକ ମକୁନ୍ଦପୁର ପଞ୍ଚାୟତର ଭୀମଡୁଙ୍ଗୁରୀ ପର୍ଯ୍ୟଟନକ୍ଷେତ୍ରରେ ରାଜ୍ୟସରକାର ଏକ ଶିଶୁଉଦ୍ୟାନ ନିର୍ମାଣ ଆରମ୍ଭ କରାଇଛନ୍ତି । ବଲାଙ୍ଗୀର ବନବିଭାଗ ଏହାକୁ କରାଉଛି । ଭୀମପାହାଡର ପାଦଦେଶରେ ଥିବା ଭୀମକଟା ଓ ଓଟିଡିସି ଗେଷ୍ଟହାଉସର ମଧ୍ୟ ଭାଗରେ ଥିବା ଦେଢ ଏକର ଜମିରେ ଏହା ନିର୍ମିତ ହେବ । ଏହି କାମର ଅନୁଧ୍ୟାନ କରିବାକୁ ବଲାଙ୍ଗୀର ଡିଏଫଓ ନୀତିଶ କୁମାର ଓ ଭବାନୀପାଟଣାରୁ ଆସିଥିବା ଅର୍କିଟେକ ଶୀବାନୀ ସାହୁ ପହଞ୍ଚିଥିଲେ । ପାହାଡର ପାଦଦେଶରେ ଏହା ନିର୍ମାଣ ହେବାକୁଥିବା ବେଳେ ଶିଶୁମାନଙ୍କ ତଥା ପର୍ଯ୍ୟଟକଙ୍କୁ ଆକର୍ଷିତ କଲାଭଳି ଏହାକୁ ନିର୍ମାଣ କରାଯିବାକୁ ଯୋଜନା ରହିଛି । ଆର୍କିଟେକ ଶ୍ରୀମତୀ ସାହୁ ଏହାର ଡିଜାଇନ ଦେଇଛନ୍ତି । ଏଠାରେ ବଗିଚା,ଝୂଲା,ପାଣି ଫୁଆରା ଇତ୍ୟାଦି ନିର୍ମାଣ କରାଯିବ । ଭୀମକଟାରେ ବନବିଭାଗ ବୋଟିଂର ସୁବିଧା କରାଇଥିବା ବେଳେ ପାହାଡଉପରକୁ ପାହାଚ ନିର୍ମାଣ କରାଇଛି ଓ ହିଲ ଭ୍ୟୁ କରିଛି । ଏବେ ହଜାର ହଜାର ପର୍ଯ୍ୟଟକଙ୍କ ଭିଡ ଏଠାରେ ଜମୁଛି । ପାହାଡ ଉପରେ ଥିବା ଗୁମ୍ଫା ତଥା ଗୁମ୍ଫାମନ୍ଦିରକୁ ପାହାଚ ନିର୍ମାଣ କରାଯାଇଛି । ଏହା ସହିତ ଏଠାରେ ତଳେ ଓ ପାହାଡ ଉପର ପର୍ଯ୍ୟନ୍ତ ପାନୀୟଜଳର ବ୍ୟବସ୍ଥା,ଆଲୋକିକରଣ କରାଯାଇଛି । ପୂର୍ବରୁ ବନବିଭାଗ ପକ୍ଷରୁ ୨୦ଲକ୍ଷ ଓ ଏବେ ୭୦ଲକ୍ଷ ଟଙ୍କାର ଅନୁଦାନ ଆସି ଖର୍ଚ୍ଚ ଚାଲିଛି । ଏବେ ପୁଣି ବନବିଭାଗ ପକ୍ଷରୁ ୧କୋଟି ଟଙ୍କାର ଅନୁଦାନ ରାଜ୍ୟସରକାରଙ୍କୁ ମଗାଯାଇଛି ବୋଲି ବନବିଭାଗ ସୂତ୍ରରୁ ସୂଚନା ମିଳିଛି । ଠିକ ସେହିପରି ଭୀମଡୁଙ୍ଗୁରୀ ପର୍ଯ୍ୟଟନ କ୍ଷେତ୍ରର ବିକାଶ ପାଇଁ ରାଜ୍ୟ ପର୍ଯ୍ୟଟନ ବିଭାଗ ୨.୫କୋଟି ଟଙ୍କା ଖର୍ଚ୍ଚ କରିସାରିଥିବା ବେଳେ ଏବେ ୨କୋଟି ୯୭ଲକ୍ଷ ଟଙ୍କାର ଅନୁଦାନ ପୁଣି ପଠାଇଛନ୍ତି । ତେବେ ପୂର୍ବରୁ ଆସିଥିବା ଅଢେଇ କୋଟି ଟଙ୍କାକୁ ଓଟିଡିସି ଖର୍ଚ୍ଚ କରିଥିବା ବେଳେ ସେଥିରେ ବ୍ୟାପକ ଅନୀୟମିତତା କରାଯାଇଥିବା ଅଭିଯୋଗ ଉଠିଥିଲା । ମୁଖ୍ୟତଃ ଭୀମକଟାର ଉନ୍ନତିକରଣରେ କରାଯାଇଥିବା କଂକ୍ରୀଟକାମ ଅତି ନିମ୍ନମାନର ହୋଇଥିବା ଅଭିଯୋଗ ଉଠିଥିଲା । ତେଣୁ ପର୍ଯ୍ୟଟନ ବିଭାଗରୁ ଆସିଥିବା ଅନୁଦାନକୁ ବନବିଭାଗ ଜରିଆରେ ସ୍ଥାନୀୟ ଲୋକଙ୍କ ତତ୍ୱାବଧାନରେ କରାଇବାକୁ ସ୍ଥାନୀୟ ଲୋକେ ଦାବି କରୁଛନ୍ତି । ଜିଲ୍ଲାପାଳ ଓ ବଲାଙ୍ଗୀର ଡିଏଫଓ ଏଦିଗରେ ପଦକ୍ଷେପ ନେବାକୁ ସ୍ଥାନୀୟ ଜନସାଧାରଣ ଦାବି କରିଛନ୍ତି । ଡିଏଫଓଙ୍କ ଏହି ପରିଦର୍ଶନ ସମୟରେ ବରିଷ୍ଠେନେତା ଲକ୍ଷ୍ମଣକୁମାର ମେହେର,ବଲାଙ୍ଗୀର ରେଞ୍ଜଅଫିସର କେସବକିଶୋର ନାୟକ,ଫରେଷ୍ଟର ଜେନା ରାଉତ,ମକୁନ୍ଦପୁର ସମିତିସଭ୍ୟ ଅଭିମନ୍ୟୁ ମାଝୀ,ଗୋବର୍ଦ୍ଧନ ସାହୁ ପ୍ରମୁଖ ଉପସ୍ଥିତ ରହିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ   05-Oct-2026
  ରାଜ୍ୟ  
ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   05-Oct-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   05-Oct-2026
  ରାଜ୍ୟ  
ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ   05-Oct-2026
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026
  ଜିଲ୍ଲା  
ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   05-Oct-2026
  ଜିଲ୍ଲା  
ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026

You Might Also Like