-+91-9937148622 |

prerana_bgr@rediffmail.com |

  Tuesday 6th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||     

HOME   ଜିଲ୍ଲା

ଯଦି ଆଲୋଚନା ର ଖିଲାପି ହୁଏ ତେବେ ରାସ୍ତାରେ ଧାନ ବସ୍ତା ପଡ଼ିବ:-କୃଷକ ସଂଗଠନ

24-May-2022



ବରଗଡ:-ଭେଡେନ ବ୍ଲକ ସହରାଟିକ୍ରା ମଣ୍ଡିରେ ୧୬ ତାରିଖରୁ ୭୦୦୦ ବସ୍ତା ଧାନ ପଡ଼ିଥିଲେ ମଧ୍ୟ କାହିଁକି ଧାନ କିଣା ଆରମ୍ଭ ହେଉନାହିଁ ? 
ଏହି ପ୍ରସଙ୍ଗ ବିଷୟରେ ଗତ ୨୦ ତାରିଖରେ କୃଷକ ସଙ୍ଗଠନ ର ସଦସ୍ୟ ମାନେ ଜିଲ୍ଲାପାଳ,ସି ଏସ,ଓ,ଏ ଆର ସି ଏସ ଭେଟି ୭୦୦୦ ବସ୍ତା ଧାନ ମଣ୍ଡି ରେ ପଡିଛି କାହିଁକି ଉଠୁନାହିଁ ପ୍ରଶ୍ନ କରିଥିଲେ ଏବଂ ଯଦି ଦୁଇ ଦିନ ମଧ୍ୟରେ ଧାନ ନ ଉଠିଲେ ରାସ୍ତା ରେ ଧାନ ପଡିବ ଚେତାବନୀ ଦେଇଥିଲେ।୨୧ ତାରିଖ ସବକଲେକ୍ଟର ମଣ୍ଡିକୁ ଆସି ତୁରନ୍ତ ଧାନ କିଣିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ପରଦିନ ସି ଏସ ଓ ଆସି ଧାନ କିଣିବା ପାଇଁ ପ୍ରକ୍ରିୟା ଆରମ୍ଭ କରି ଥିଲେ।ରାଇସ ମିଲ ର ଗାଡି ଆସିଲା ନାହିଁ ପରବର୍ତ୍ତୀ ସମୟରେ ରାଇସମିଲ ଅଥରାଇଜ ଏଜେଣ୍ଟ ଦୁଇ କିଲୋ ଧାନ କମନ କଟିଙ୍ଗ ନ ଦେଲେ ଧାନ ଉଠିବ ନାହିଁ କି ଗାଡି ଆସିବ ନାହିଁ କହିବାରୁ ଚାଷୀ ମାନଙ୍କ ମଧ୍ୟରେ ପ୍ରବଳ ଅସନ୍ତୋଷ ଦେଖିବାକୁ ମିଳିଥିଲା।ଚାଷୀମାନଙ୍କର ଅସନ୍ତୋଷ କୁ ଦେଖି ମଣ୍ଡି ଧାନ ଗୁଣାତ୍ମକ ମାନ ନିର୍ଣ୍ଣୟ  କରିବା ପାଇଁ ସି ଆସ୍ ଓ ଅନାଲିସିସ କରିବା ପାଇଁ  ଯୋଗ୍ୟ କର୍ମଚାରୀ କୁ ଡାକିଥିଲେ ।ସେ ଜଣଙ୍କର ଧାନ ଚାରି ଘଣ୍ଟା ଯାଞ୍ଚ କଲା ପରେ ଏଫଏକ୍ୟୁ ଧାନ ବାହାରିବାରୁ ଚାଷୀମାନେ କଟନୀ ଛଟଣି ନ ଦେବା ପାଇଁ ଅଡି ବସିଥିଲେ ପରଦିନ ପୁଣି ଚାଷୀ ପ୍ରତିନିଧି, ଅଫିସର ଏବଂ ମିଲର ଏଜେଣ୍ଟ ମାନଙ୍କର ବୈଠକ ବସି ସର୍ବସମତ ନିଶ୍ଚିତି  ଅନୁସାରେ ଏଫଏକ୍ୟୁ ଧାନ ରେ କୌଣସି କଟନୀ ଛଟଣି ହେବ ନାହିଁ ପ୍ରତିଶ୍ରୁତି ପରେ ଧାନ ଉଠିଛି।ସ୍ଥାନୀୟ କୃଷକ ସଙ୍ଗଠନ ଯଦି ଆଲୋଚନା ର ଖିଲାପି ହେଲେ ରାସ୍ତା ରେ ଧାନ ପଡିବାର ଚେତାବନୀ ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ   05-Oct-2026
  ରାଜ୍ୟ  
ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   05-Oct-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   05-Oct-2026
  ରାଜ୍ୟ  
ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ   05-Oct-2026
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026
  ଜିଲ୍ଲା  
ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   05-Oct-2026
  ଜିଲ୍ଲା  
ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026

You Might Also Like