-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||     

HOME   ଜିଲ୍ଲା

କୁସମେଲ ଆଇଟିଆଇ ଛାତ୍ର ମୃତ୍ୟୁ ଘଟଣା  ପୁତ୍ରର ହତ୍ୟା ଅଭିଯୋଗ ଆଣିଲେ ପରିବାର

24-May-2022



ବଲାଙ୍ଗିର, - ଗତ ୮ ମଇରେ ସ୍ଥାନୀୟ କୁସମେଲ ପୋଖରୀରେ ଉକ୍ତ ଗ୍ରମର ଜଣେ ଯୁବକଙ୍କ ମୃତ ଦେହ ମିଳି ଥିଲା । ପୋଲିସ ମୃତ ଶରିରକୁ ଉଦ୍ଧାର କରି ପୋଷ୍ଟମାଟମ ପାଇଁ ପଠାଇବା ସହ ଘଟଣାଟି ଅପମୃତ୍ୟୁ ହୋଇଥାଇପାରେ ବୋଲି କହିଥିଲା ।  କିନ୍ତୁ ଆଜି  ମ୍ମୃତକଙ୍କ ପରିବାର ଏକ ସାମ୍ବାଦିକ ସମ୍ମିଳନୀର ଆୟୋଜନ କରି ଏହା ଅପମୃତ୍ୟୁ ନୁହଁ, ବରଂ ଆମ ପୁଅକୁ ହତ୍ୟା କରାଯାଇôଛି ।  ପ୍ରଥମ ଦିନରୁ ହିଁ ଏବିଷୟରେ ପରିବାର ଲିଖିତ  ଅଭିଯୋଗ କରିବା  ସତ୍ୱେ ପୋଲିସ ତଦନ୍ତ ପ୍ରକ୍ରିୟାରେ ଟାଳଟୁଳ ନିତି ଅବଲମ୍ବନ କରିବା ସହ ଘଟଣାକୁ ଚାପି ଦେବା ଉଦ୍ୟମ କରୁଛି ବୋଲି ମୃତକଙ୍କ ବାପା ସନାତନ ପ୍ରଧାନ ସାମ୍ବାଦିକ ସମ୍ମିଳନୀରେ ଅଭିଯୋଗ କରିଛନ୍ତି । ସାମ୍ବାଦିକମାନଙ୍କୁ ସେ ଆହୁରି କହିଛନ୍ତି ଯେ, ଗ୍ରାମର ପ୍ରଦୀପ ସେଠ ନାମକ ବ୍ୟକ୍ତିଙ୍କ ଝିଅ ସହିତ ମୃତ ଦିପୁନ ସେଠଙ୍କ ପ୍ରେମ ସଂପର୍କ ଥିଲା । ଏହି ସଂପର୍କ ବିଷୟରେ ପ୍ରଦୀପ ଜାଣିବା ପରେ ସେ ଦୀପୁନଙ୍କୁ ମାରିଦେବା ଧମକ ଦେଇଥିଲେ । ଆହୁରି ଦୀପୁନ ଗାଁ ପୋଖରୀ ମୃତ ପଡିଥିବା ବେଳେ ତାଙ୍କ ମୁହଁ କଳା ପଡିଯାଇଥିବା ସହ ଛାତିରେ କ୍ଷତ ରହିଥିଲା । ଯାହା ତାଙ୍କୁ ନିର୍ଯ୍ୟାତନା ଦେବା ପରେ ତଣ୍ଟି ଚିପି ଦିଆଯାଇଥିବା ସ୍ପଷ୍ଟ କରୁଛି ।  ତେଣୁ, ଆମ ପୁଅ ପୋଖରୀରେ ବୁଡି କିମ୍ଭା ଆତ୍ମହତ୍ୟା କରିନାହିଁ । ପୂର୍ବ ଧମକ ମୁତାବକ ପ୍ରଦୀପ ସେଠ ତାକୁ ହତ୍ୟା କରିଛି ବୋଲି ଅଭିଯୋଗ କରିଛନ୍ତି । ତାସହ ଦୀପୁନଙ୍କ ମୋବାଇଲ ରୁ ମିଳିଥିବା ଦୀପୁନ ଓ ତାଙ୍କ ପ୍ରେମିକାଙ୍କ ଅନ୍ତରଙ୍ଗ ଫଟୋ  ଏହା ସ୍ପଷ୍ଟ କରୁଛି ବୋଲି କହିଛନ୍ତି । ତେବେ ଫାଣ୍ଡି ଓ ସଦର ଥାନା ଅଧିକାରୀଙ୍କ ଅପାରଗତା ଉପରେ ସେମାନେ ଆରକ୍ଷୀ ଅଧିକ୍ଷକଙ୍କୁ ମଧ୍ୟ ଲିଖିତ ଅଭିଯୋଗ କରିଥିବା ସାମ୍ବାଦିକଙ୍କୁ ପ୍ରକାଶ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ   05-Oct-2026
  ରାଜ୍ୟ  
ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   05-Oct-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   05-Oct-2026
  ରାଜ୍ୟ  
ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ   05-Oct-2026
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026
  ଜିଲ୍ଲା  
ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   05-Oct-2026
  ଜିଲ୍ଲା  
ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026

You Might Also Like