-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||     

HOME   ମନୋରଞ୍ଜନ

ସୁଶାନ୍ତ ସିଂ ରାଜପୁତଙ୍କୁ ଦିଆଯାଇଥିଲା ୧୭ କୋଟି ଟଙ୍କାର ସନ୍ଦିଗ୍ଧ ପେମେଣ୍ଟ, ଇଡିର ତଦନ୍ତରେ ବଡ ଖୁଲାସା!!

21-Nov-2020



(ପ୍ରେରଣା ଖବର)- ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମାମଲାରେ ପୁଣିଥରେ ପ୍ରବର୍ତ୍ତନ ନିର୍ଦେଶାଳୟ  (ଇଡି)ର ଯାଞ୍ଚ ଆରମ୍ଭ ହୋଇଯାଇଛି। ଏହି ମାମଲାରେ ଇଡି  ହାତରେ ସୁଶାନ୍ତ ସିଂଙ୍କୁ ଦିଆଯାଇଥିବା କୋଟି କୋଟି ଟଙ୍କାର ପେମେଣ୍ଟକୁ ନେଇ ସୁରାକ୍ ମିଳିଛି। ସୁତ୍ରରୁ ମିଳିଥିବା ଖବର ଅନୁସାରେ,ସୁଶାନ୍ତଙ୍କୁ ତାଙ୍କର ଗୋଟିଏ ଫିଲ୍ମ ପାଇଁ ସନ୍ଦିଗ୍ଧ ପେମେଣ୍ଟ କରାଯାଇଥିଲା। ଏହି ଟଙ୍କା ୧୭ କୋଟି ବୋଲି କୁହାଯାଉଛି!!**ସୁତ୍ରରୁ ମିଳିଥିବା ଖବର ଅନୁସାରେ, ଏହି ପେମେଣ୍ଟକୁ ନେଇ ଯାଞ୍ଚ ଚାଲିଛି। ୧୭ କୋଟି ଟଙ୍କାର ଏହି ପେମେଣ୍ଟ ୨୦୧୭ରେ ସୁଶାନ୍ତଙ୍କ ଫିଲ୍ମ ‘ରବତା’ ପାଇଁ କରାଯାଇଥିଲା। ଇଡି ଫିଲ୍ମର ପ୍ରଡ୍ୟୁସର ଦିନେଶ ଭିଜାନଙ୍କୁ ଗତ ମାସ ଏ ବିଷୟରେ ପଚରାଉଚରା କରିସାରିଛନ୍ତି। ଦିନେଶଙ୍କୁ ​‌ପେମେଣ୍ଟ ସମ୍ପର୍କିତ କାଗଜପତ୍ର ଜମା କରିବାକୁ କୁହାଯାଇଛି। ତେବେ ସେ ହଙ୍ଗେରୀରେ ସୁଟ୍ ହୋଇଥିବା ଫିଲ୍ମର ଓଭରସିଜ୍ ସୁଟ୍ ବଜେଟ୍‌ର ଡିଟେଲ୍ ଜମା କରିପାରିନଥିଲେ!!*ଓଭରସିଜ୍ ସୁଟିଂ ପାଇଁ ଫିଲ୍ମ ନିର୍ମାତାଙ୍କୁ ପେମେଣ୍ଟ ଭାବରେ କିଛି  ଟଙ୍କା ଦିଆଯାଇଥାଏ ଓ ଏ ସମ୍ପର୍କିତ ଦେଶରେ ସୁଟିଂରେ ଖର୍ଚ୍ଚ କରାଯାଇଥିବା ମୋଟ ବଜେଟର ପ୍ରାୟ ୨୦ ପ୍ରତିଶତ ହୋଇପାରେ। ଏହାକୁ ଓଭରସିଜ୍ ପେମେଣ୍ଟ ପକର୍ସ କୁହାଯାଇଥାଏ। ଏଜେନ୍ସିକୁ ସନ୍ଦେହ ରହିଛି ପ୍ରଡ୍ୟୁସର ବିଦେଶୀ ସରକାରଙ୍କୁ ବିଶେଷ କରି ୟୁରୋପିୟାନ୍ ଦେଶର ସରକାରଙ୍କୁ ଅଧିକ ଖର୍ଚ୍ଚର ତଥ୍ୟ ଦେଖାନ୍ତି, ଯାହାଫଳରେ ଅଧିକରୁ ଅଧିକ ପେମେଣ୍ଟର ଲାଭ ଉଠାଇ ପାରିବେ ଓ ଏହି ଟଙ୍କାକୁ ଫିଲ୍ମର ଅଭିନେତା-ଅଭିନେତ୍ରୀଙ୍କୁ ପେମେଣ୍ଟ ଦେବାରେ ବ୍ୟବହାର କରିପାରିବେ। ଏଜେନ୍ସିକୁ ସନ୍ଦେହ ରହିଛି, ଏହି ଟଙ୍କାକୁ ସେହି ଦେଶରୁ ଭାରତ ପଠାଯାଇଥାଏ!!


News Comment




Photo in News

Advertisment
Lastest News
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026

You Might Also Like

  ମନୋରଞ୍ଜନ  

Jj

               
  ମନୋରଞ୍ଜନ  

Nnm