-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||     

HOME   ଜିଲ୍ଲା

ମାହେଶ୍ୱରୀ ସଙ୍ଗଠନର ସ୍ୱାସ୍ଥ୍ୟସେବା

24-May-2022



ବଲାଙ୍ଗିର (ଅନ୍ତର୍ଯ୍ୟାମୀ ସାହୁ) ବିନ୍ଧାପାଲି ଗ୍ରାମର ନିର୍ମଳ ସାହୁ ଙ୍କ ଶରୀରର ବାମ ପାର୍ଶ୍ଵ ହିପରେ ସେକେଣ୍ଡାରୀ ଅଷ୍ଟିଓଆଥରାଇଟିସ୍ ସମସ୍ୟା ରହିଥିଲା । ସମସ୍ୟାର ଦୂରୀକରଣ ପାଇଁ ନିର୍ମଳ ସାହୁଙ୍କ ପରିବାର ଲୋକେ ଆଗଲପୁର ବ୍ଲକର ମାହେଶ୍ୱରୀ ସଙ୍ଗଠନକୁ ଜଣାଇଥିଲେ । ପରବର୍ତ୍ତୀ ସମୟରେ ଆଗଲପୁର  ମାହେଶ୍ୱରୀ  ସଂଗଠନର ସଭାପତି ପ୍ରମୋଦ କୁମାରଙ୍କୁ ଯୋଗାଯୋଗ କଲାପରେ ପରେ ତୁରନ୍ତ ଛତିଶଗଡ଼ ରାୟପୁର ସ୍ଥିତ ଶ୍ରୀ ବାଲାଜୀ ହସପିଟାଲର  ପ୍ରିୟଦର୍ଶନ ପଣ୍ଡା ଡାକ୍ତରଙ୍କ ସହ ଯୋଗାଯୋଗ କରିଥିଲେ।ମାହେଶ୍ୱରୀ ସଙ୍ଗଠନର ପ୍ରଚେଷ୍ଟାରେ ଶ୍ରୀ ବାଲାଜୀୀ ହସପିଟାଲର ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ କରାଯାଇଥିବା ନିର୍ମଳ ସାହୁଙ୍କ ହାଇବ୍ରିଡ୍ ଟୋଟାଲ ହିପ୍ ରିପ୍ଲେସମେଣ୍ଟ ଅସ୍ତ୍ରୋପଚାର ମାଗଣାରେ ସମ୍ପୂର୍ଣ୍ଣ ଭାବେ ସଫଳ ହୋଇଛି।ଯଦ୍ୱାରା ବର୍ତ୍ତମାନ ନିର୍ମଳ ସାହୁ ସୁସ୍ଥ ଅଛନ୍ତି । ମାହେଶ୍ଵରୀ ସଙ୍ଗଠନର  ନିର୍ଦେଶକ ଅଙ୍କୁଶ  କୁମାର ପାଣ୍ଡିଆ ସୂଚନା ଦେଇ ଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ   05-Oct-2026
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026
  ଜିଲ୍ଲା  
ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   05-Oct-2026
  ଜିଲ୍ଲା  
ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ରାଜ୍ୟ  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   05-Oct-2026

You Might Also Like