-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||     

HOME   ଜିଲ୍ଲା

ପ୍ରାକ୍ତନ ଶିକ୍ଷକ ତଥା କୃଷକ ନେତା କୃଷ୍ଣ ଚନ୍ଦ୍ର ମିଶ୍ର ଙ୍କ ପୁତ୍ର ବଧୂ ଙ୍କ ଦେହାନ୍ତ ରେ ବିଭିନ୍ନ ମହଲ ରେ ଶୋକ

24-May-2022



ସୁବର୍ଣ୍ଣପୁର//   ସୁବର୍ଣ୍ଣପୁର ଜ଼ିଲ୍ଲାର ପ୍ରାକ୍ତନ ଶିକ୍ଷକ ଓ ଚାଷୀ ନେତା କୃଷ୍ଣ ଚନ୍ଦ୍ର ମିଶ୍ରଙ୍କ ପୁତ୍ର ବଧୂ  ଭାରତୀ ମିଶ୍ରଙ୍କ  ୫୨ ବର୍ଷ ବୟସରେ ହୃଦଘାତରେ ପରଲୋକ ଘଟିବାରୁ ତରଭା ସୋନପୁର ଓ ବଲାଙ୍ଗୀର ଅଂଚଳ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି l ଶ୍ରୀମତୀ ମିଶ୍ର ଜଣେ  ସରଳ, ସ୍ନେହୀ, ଧର୍ମପରାୟଣ ମହିଳା ଥିବା ବେଳେ  ରମ୍ଭସିଂଢୋଲ ଗ୍ରାମର କୃଷ୍ଣ ଚନ୍ଦ୍ର ମିଶ୍ରଙ୍କ ପୁତ୍ର ବଧୂ ଏବଂ ସାଗରପାଲି ଗ୍ରାମ ତଥା ସୋନପୁର ବ୍ଲକ ଅଂଚଳର ବୁଣାକାର ମାନଙ୍କ ଆଦର୍ଶ ଓ  ପରିଚିତ ବ୍ୟକ୍ତି ସ୍ବର୍ଗୀୟ ଅନନ୍ତ ମିଶ୍ରଙ୍କ ଝିଅ ଅଟନ୍ତି ସେ l ସୋନପୁର ବଲାଙ୍ଗୀର ଅଂଚଳର ସମସ୍ତ ସମ୍ପର୍କୀୟ ଓ ବହୁ ମାନ୍ୟଗଣ୍ୟ ବ୍ୟକ୍ତି  ସ୍ବର୍ଗୀୟl ମିଶ୍ରଙ୍କୁ ଅନ୍ତିମ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଜଣାଇ ଥିବା ବେଳେ ଗ୍ରାମର ଶୁକତେଲ ନଦୀ ସ୍ମଶାନ ଘାଟରେ ଶ୍ରୀମତୀ ମିଶ୍ରଙ୍କ ଅନ୍ତିମ ସଂସ୍କାର   କରାଯାଇ ଥିଲା l ବିଟେକ୍ ଛାତ୍ର ବଡ଼ ପୁଅ ଅବିନାଶ ମା ଙ୍କୁ ମୁଖାଗ୍ନି ଦେଇଥିଲେ l ଦେବେନ୍ଦ୍ର ମିଶ୍ରଙ୍କ ମାମୁଁ ସୁବୋଧ ମିଶ୍ର, ପ୍ରବୋଧ ମିଶ୍ର, ସମସ୍ତ କାକା,କାକି, ମାଇଁ, ଭାଇ, ଭାଇ ବୋହୁ, ପୁଅ  ପୁତୁରା, ଝିଅ ଝିଆରୀ, ଜ୍ୱାଇଁ ଭଉଣୀ, ଆତ୍ମୀୟ ସ୍ୱଜନ, ଗାଁ ଲୋକେ  ଶ୍ରୀମତୀ ମିଶ୍ରଙ୍କ ମର ଶରୀରକୁ ଦର୍ଶନ ଓ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ l ଏ ଦୁଃଖଦ ଘଟଣାରେ ତରଭା ବ୍ଲକ ଅଧ୍ୟକ୍ଷ ସରୋଜ କମ୍ପ, ବରିଷ୍ଠ ବିଜେଡି ନେତା ମାନଭଞ୍ଜନ ମିଶ୍ର, ଅଭିମନ୍ୟୁ କୁଶଳ,  ବିଜେପି ନେତା ପ୍ରମୋଦ ମହାପାତ୍ର, ବଳଦେବ ବେଦବାକ, ଡ଼. ସୁଧାକର ଦାଶ, ବରିଷ୍ଠ ସାମ୍ବାଦିକ ବ୍ୟୋମକେଶ ଦାଶ, ଦିଲୀପ ପାତ୍ର, ଶିକ୍ଷାବିତ ପ୍ରଦୀପ ପୁରୋହିତ, ଜ଼ିଲ୍ଲା ଚାଷୀ ନେତା ବୈକୁଣ୍ଠ ଶତପଥି, ଶ୍ରମିକ ନେତା ଗୋବିନ୍ଦ ମହାଣା, ଜ଼ିଲ୍ଲା ଶିକ୍ଷକ ସଂଘ ସଭାପତି ପ୍ରମୁଖ ବହୁ ବିଶିଷ୍ଟ ବ୍ୟକ୍ତି ଗଭୀର ଶୋକ ପ୍ରକାଶ କରି ଶୋକ ସନ୍ତପ୍ତ ମିଶ୍ର ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026
  ଜିଲ୍ଲା  
ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   05-Oct-2026
  ଜିଲ୍ଲା  
ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ରାଜ୍ୟ  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   05-Oct-2026
  ଜିଲ୍ଲା  
ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ   05-Oct-2026

You Might Also Like