-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||     

HOME   ଜିଲ୍ଲା

ଅସୁରକ୍ଷିତ ଅବସ୍ଥାରେ ସଇଁତଳା ବି ଇ ଓ କାର୍ଯ୍ୟାଳୟ

25-May-2022



ସଇଁତଳା(ପ୍ରେରଣା ଖବର) - ନିମ୍ନମାନର କାମ ଯୋଗୁଁ ସଇଁତଳା ବି ଇ ଓ ଅଫିସ ଅସୁରକ୍ଷିତ ଅବସ୍ଥାରେ ଥିବା ଦେଖିବାକୁ ମିଳୁଛି । କାର୍ଯ୍ୟରତ କର୍ମଚାରୀ ମାନେ ନିଜକୁ ସୁରକ୍ଷିତ ମଣୁ ନାହାନ୍ତି । ସଇଁତଳା ବି ଇ ଓ ଅଫିସ ନିର୍ମାଣ କୁ ବେଶୀ ବର୍ଷ ହୋଇ ନ ଥିବା ବେଳେ ନିମ୍ନ ମାନ ର କାମ ଯୋଗୁ କାନ୍ଥ ଗୁଡ଼ିକ ଫାଟି ଆଁ କଲାଣି। ଛାତରୁ ପାଣି ଝରିବା ସହ ଅତଡ଼ା ଖସିବା ଆରମ୍ଭ ହେଲାଣି । ପାଣି ଝରିବା ଦ୍ଵାରା କାର୍ଯ୍ୟାଳୟରେ ଥିବା ମୂଲ୍ୟବାନ କାଗଜପତ୍ର ଭିଜି ନଷ୍ଟ ହୋଇଯାଉଛି । ସମୟ ସମୟରେ କାର୍ଯ୍ୟରତ କର୍ମଚାରୀ ମାନେ ବର୍ଷା ଦିନରେ ଅଫିସ ଭିତରେ ଛତା ଧରି କାମ କରିବାକୁ ପଡୁଥିବା ଚର୍ଚ୍ଚା ହେଉଛି । ଅସୁରକ୍ଷିତ ଛାତ, କର୍ମଚାରୀ ମାନଙ୍କ ମୁଣ୍ଡ ଉପରେ ଡେମୋକ୍ଲିସ ଖଣ୍ଡା ସଦୃଶ । ଏଣୁ କର୍ମଚାରୀ ମାନେ ନିଜକୁ ଅସୁରକ୍ଷିତ ମନେ କରୁଛନ୍ତି । ଛାତରୁ ପାଣି ଗଲୁଥିବାରୁ ପ୍ରତିବର୍ଷ ଫେନ୍, ମନିଟର, ସିପିୟୁ ନଷ୍ଟ ହୋଇଯାଉଥିବାରୁ ପୁଣି କିଣିବାକୁ ପଡୁଛି ।  ପାଣି ଯୋଗୁ ଛାତ ଦୁର୍ବଳ ହୋଇ ଲାଗିଥିବା ଫେନ ପଡ଼ିଯିବାର ଆଶଙ୍କାକୁ ଏଡାଇ ଦିଆଯାଇ ନପାରେ। ଉପରୋକ୍ତ ବିଷୟକୁ ନେଇ ଅନେକ ଥର ଜିଲ୍ଲାପାଳ,ବଲାଙ୍ଗୀର ଆର ଡି ଏକ୍ଜିକ୍ୟୁଟିଭ ଇଞ୍ଜିନିୟର, ମନ୍ତ୍ରୀ ଟୁକୁନି ସାହୁ,ସଇଁତଳା ବିଡ଼ିଓ, ଡାଇରେକ୍ଟର ElementaryEducation, ଭୁବନେଶ୍ୱର ଏବଂ ଡିଇଓ କମ ଡିପିସିଙ୍କୁ ଜଣାଇଥିଲେ ମଧ୍ୟ କୌଣସି ସୁଫଳ ମିଳିନାହିଁ । ଆଗକୁ ବର୍ଷା ଋତୁ ଆସୁଛି । ଏଣୁ ଏହା ପୂର୍ବରୁ ଅଫିସର ସୁରକ୍ଷା ଦିଗରେ ଦୃଷ୍ଟି ଦେଲେ ବିପଦକୁ ଏଡାଇ ଦିଆଯାଇପାରିବ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026
  ଜିଲ୍ଲା  
ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   05-Oct-2026
  ଜିଲ୍ଲା  
ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ରାଜ୍ୟ  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   05-Oct-2026
  ଜିଲ୍ଲା  
ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ   05-Oct-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   05-Oct-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   05-Oct-2026
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026

You Might Also Like