-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||     

HOME   ମନୋରଞ୍ଜନ

ମେ ୩୦ ରୁ ଜୀ ସାର୍ଥକରେ ଆସୁଛି ଏକ ଭିନ୍ନ ଧରଣର ରିୟାଲିଟି ଶୋ "ଦିଦି ନମ୍ବର ୱାନ୍"

25-May-2022



ଭୁବନେଶ୍ୱର  : ଓଡ଼ିଆ ମନୋରଞ୍ଜନ କ୍ଷେତ୍ରରେ ପୁଣି ଏକ ମାଇଲଷ୍ଟୋନ ତିଆରି କରିବାକୁ ଯାଉଛି ଜୀ ସାର୍ଥକ । ମହିଳାମାନଙ୍କ ପାଇଁ ଚ୍ୟାନେଲ ତରଫରୁ ପ୍ରସ୍ତୁତ ହୋଇଛି ନୂଆ ମନୋରଞ୍ଜନ କାର୍ଯ୍ୟକ୍ରମ ଯାହାର ନାଁ ରହିଛି "ଦିଦି ନମ୍ବର ୱାନ୍" । ଆସନ୍ତା ମେ ୩୦ ତାରିଖରୁ ଏହାର ପ୍ରସାରଣ ହେବାକୁ ଥିବା ବେଳେ ଓଡ଼ିଆ ଟେଲିଭିଜନ ପରଦାର ଲୋକପ୍ରିୟ ଅଭିନେତ୍ରୀ ଲିପି ମହାପାତ୍ର ଏହି ଶୋ'ର ହୋଷ୍ଟ କରିବେ । ପ୍ରତି ସୋମବାରରୁ ଶନିବାର ସଂଧ୍ୟା ୫ଟାରେ "ଦିଦି ନମ୍ବର ୱାନ୍" ର ପ୍ରସାରଣ ସମୟ ରଖା ଯାଇଛି । ସେହିପରି ରବିବାର ରାତି  ୮ :୩୦ରେ ଏହି କାର୍ଯ୍ୟକ୍ରମର ସ୍ପେସିଆଲ ଏପିସୋଡ ପ୍ରସାରଣ ହେବ ବୋଲି ଚ୍ୟାନେଲ ତରଫରୁ ସୂଚନା ଦିଆଯାଇଛି । 

ଓଡ଼ିଆ ପରିବାରର ଗୁଣବତୀ,ବୁଦ୍ଧିମତୀ ଓ କଳାବତୀ ମହିଳାମାନେ ଦିଦି ନମ୍ବର ୱାନ୍‌ରେ ନିଜ ଅନ୍ତର୍ନିହିତ ଗୁଣକୁ ଦେଖାଇ ନିଜର ଏକ ସ୍ୱତନ୍ତ୍ର ପରିଚୟ ପାଇପାରିବେ । ବିଭିନ୍ନ ପ୍ରକାର ଖେଳ ମାଧ୍ୟମରେ ପ୍ରତିଯୋଗୀମାନେ ଭାଗ ନେଇ ନିଜର ବୁଦ୍ଧିକୁ ଦେଖେଇପାରିବେ ଏବଂ ତା ସହିତ ବହୁତସାରା ଏକ୍ସ|ଇଟିଙ୍ଗ ଗିଫ୍ଟ ଜିତିବାର ସୁଯୋଗ ପାଇପାରିବେ । ଏହାର ଅଡିସନ ଓଡ଼ିଶାର  ବିଭିନ୍ନ ସହରରେ ଆରମ୍ଭ ହୋଇଯାଇଛି | ମନୋରଞ୍ଜନ ଦୁନିଆରେ ପ୍ରଥମ ଥର ପାଇଁ ଏଭଳି ଏକ ଶୋ'ର ପରିକଳ୍ପନା କରିଛି ଜୀ ସାର୍ଥକ । ସବୁବେଳେ ଓଡ଼ିଆ କଳା ଓ ସଂସ୍କୃତି ସହ ଦର୍ଶକଙ୍କ ରୁଚିକୁ ଗୁରୁତ୍ୱ ଦେଇ ଆସୁଥିବା ଜୀ ସାର୍ଥକ ଏଥର ମହିଳାମାନଙ୍କ ପାଇଁ ଏହି ସ୍ୱତନ୍ତ୍ର କାର୍ଯ୍ୟକ୍ରମ ପ୍ରସ୍ତୁତ କରିଛି ।

ଆଲବମ ଓ ଟେଲିଭିଜନ ପରଦାରେ ଘରେ ଘରେ ପରିଚିତ ଅଭିନେତ୍ରୀ ଲିପି ମହାପାତ୍ର ଏହି ଶୋ'ରେ ହୋଷ୍ଟ କରିବେ । ଶହେରୁ ଅଧିକ ଆଲବମରେ ଲିପି ନାୟିକା ଭାବରେ ଅଭିନୟ କରିଛନ୍ତି । ମେଘରେ ମେଘ ଠାରୁ ନେଇ ଜାଈଫୁଲ ଯାଏଁ ଶହେରୁ ଅଧିକ ହିଟ୍ ମ୍ୟୁଜିକ ଭିଡିଓ ଦେଇଛନ୍ତି ଲିପି । ସେହିଭଳି ଟେଲି ସିରିୟଲ ମାଧ୍ୟମରେ ଲିପି ଓଡ଼ିଆ ଦର୍ଶକଙ୍କୁ ଭରପୁର ମନୋରଞ୍ଜନ ଦେଇଛନ୍ତି । ଏବେ "ଦିଦି ନମ୍ବର ୱାନ"ରେ ହୋଷ୍ଟ ହୋଇ ମହିଳାମାନଙ୍କୁ ସେମାନଙ୍କର  ଅନ୍ତର୍ନିହିତ ଗୁଣକୁ ଦେଖାଇବାରେ ଉତ୍ସାହିତ କରିବେ ଲିପି । ବିଭିନ୍ନ ଶୋ ମାଧ୍ୟମରେ ବାରମ୍ବାର ହିଟ୍ ଦେଉଥିବା ଜୀ- ସାର୍ଥକର 'ଦିଦି ନମ୍ବର ୱାନ୍' ଶୋ' ବି ଏଥର ଓଡ଼ିଆ ଦର୍ଶକଙ୍କୁ ଭରପୁର ମନୋରଞ୍ଜନ ଦେବ ବୋଲି ଚ୍ୟାନେଲ୍ ପକ୍ଷରୁ କୁହାଯାଇଛି |

(ଅମୃତ ନନ୍ଦ ଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ରାଜ୍ୟ  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   05-Oct-2026
  ଜିଲ୍ଲା  
ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ   05-Oct-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   05-Oct-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   05-Oct-2026
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026

You Might Also Like

  ମନୋରଞ୍ଜନ  

Jj

               
  ମନୋରଞ୍ଜନ  

Nnm