-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||     

HOME   ଜିଲ୍ଲା

ଗଙ୍ଗାଧର ମେହେର ବିଶ୍ବ ବିଦ୍ୟାଳୟର ଦ୍ୱିତୀୟ ସମାବର୍ତ୍ତନ ଉତ୍ସବ, ବିଶ୍ୱ ବିଦ୍ୟାଳୟରୁ ପ୍ରଥମ କରି ପିଏଚଡି ଡିଗ୍ରୀ ହାସଲ କରିଥିବା ଛାତ୍ର ସିଦ୍ଧାନ୍ତ ମହାନ୍ତିଙ୍କ ସମେତ ୩ ଜଣ ଙ୍କୁ ଡିଗ୍ରୀ ପ୍ରଦାନ

21-Nov-2020



ସମ୍ବଲପୁର(ସଞ୍ଜିବ ପାଣିଗ୍ରାହୀ ଙ୍କ ରିପୋର୍ଟ): ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟର ଦ୍ୱିତୀୟ ସମାବର୍ତ୍ତନ ଉତ୍ସବ ଶୁକ୍ରବାର କୋଭିଡ କଟକଣା ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। କୁଳପତି ପ୍ରଫେସର ଅତନୁ କୁମାର ପତି ଏହି ଉତ୍ସବରେ ପୌରହିତ୍ୟ କରିଥିଲେ। ଅମୃତ ବିହାର ପରିସରସ୍ଥ ମୁକ୍ତମଞ୍ଚରେ ଆୟୋଜିତ ସମାରୋହରେ କୁଳପତି ପ୍ରଫେସର ପତି, କୁଳସଚିବ ଗିରୀଶଚନ୍ଦ୍ର ସିଂ ଓ ପିଜି କାଉନସିଲ ଅଧ୍ୟକ୍ଷ ପ୍ରଫେସର ସଚ୍ଚିଦାନନ୍ଦ ମହାପାତ୍ର ମଞ୍ଚାସୀନ ଥିବାବେଳେ ଉପକୁଳସଚିବ ଡ. ଉମାଚରଣ ପତି ସଂଯୋଜନା କରିଥିଲେ। 

    ଦ୍ବିତୀୟ ସମାବର୍ତ୍ତନ ସମାରୋହରେ ବିଶ୍ୱବିଦ୍ୟାଳୟରୁ ପ୍ରଥମ କରି ପିଏଚଡି ଡିଗ୍ରୀ ହାସଲ କରିଥିବା ତିନିଜଣ ଛାତ୍ରଛାତ୍ରୀ ସିଦ୍ଧାନ୍ତ ମହାନ୍ତି, ସରୋଜିନୀ ମିଞ୍ଜ ଓ ରାକେଶ ସ୍ୱାଇଁ ଙ୍କୁ ଡିଗ୍ରୀ ପ୍ରଦାନ କରାଯାଇଥିଲା। ୨୦୧୯ ଓ ୨୦୨୦ ବର୍ଷରେ ସ୍ନାତକ, ସ୍ନାତକୋତର ଓ ଏମଫିଲରେ ଉତ୍ତୀର୍ଣ୍ଣ ଛାତ୍ରଛାତ୍ରୀଙ୍କୁ ଡିଗ୍ରୀ ପ୍ରଦାନ କରିବାକୁ ଘୋଷଣା କରାଯାଇଥିଲା l

କୁଳସଚିବ ଓ ପିଜି କାଉନସିଲ ଚେୟାରମ୍ୟାନ ଘୋଷଣା କରିଥିବା ଏଥିମଧ୍ୟରେ ମୋଟ ୧୭୪ଟି ମେଧା ପଦକ ଏବଂ ୧୨ଟି ସ୍ମାରକୀ ପଦକ ବିଜେତାଙ୍କ ନାମ ରହିଛି। ତେବେ, କୋଭିଡ କଟକଣା ହେତୁ ଡିଗ୍ରୀ ପାଇବାକୁ ଯୋଗ୍ୟ ଛାତ୍ରଛାତ୍ରୀମାନେ ପରବର୍ତ୍ତୀ ସମୟରେ ବିଶ୍ୱବିଦ୍ୟାଳୟରେ ସ୍ୱତନ୍ତ୍ର କାଉଣ୍ଟର ଖୋଲାଯାଇ ପର୍ଯ୍ୟାୟକ୍ରମେ ଉକ୍ତ ପଦକ ଓ ଡିଗ୍ରୀ ପ୍ରମାଣପତ୍ର ପ୍ରଦାନ କରାଯିବ ବୋଲି ଜଣାପଡ଼ିଛି। ବିଶ୍ବବିଦ୍ୟାଳୟର ଡିଗ୍ରୀ ହାସଲ କରିଥିବା ଛାତ୍ରଛାତ୍ରୀ, ଅଧ୍ୟାପକ ଅଧ୍ୟାପିକା, କର୍ମଚାରୀ ତଥା ପୁରାତନ ଛାତ୍ରଛାତ୍ରୀ ଓ ଅତିଥିମାନେ ଭର୍ଚୁଆଲ ମାଧ୍ୟମରେ ଏହି ସମାରୋହରେ ସାମିଲ ହୋଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026

You Might Also Like