-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||     

HOME   ରାଜ୍ୟ

ଅବ୍ୟବସ୍ଥା ଘେରରେ ବଲାଙ୍ଗୀର ହୋମିଓପାଥି ଚିକିତ୍ସାଳୟ- ପ୍ରତିକାର ପାଇଁ ପଦକ୍ଷେପ ନେଲା ନାଗରିକ କମିଟି 

25-May-2022



ବଲାଙ୍ଗୀର,(ପ୍ରେରଣା ଖବର) ବଲାଙ୍ଗୀର ଜିଲ୍ଲାରେ ଥିବା ବିଭିନ୍ନ ଚିକିତ୍ସାଳୟ ମଧ୍ୟରୁ ସ୍ଥାନୀୟ କଲେଜ ଛକ ଠାରେ ଥିବା ହୋମିଓପାଥି ଚିକିତ୍ସାଳୟ ଚିକିତ୍ସା ସୁବିଧା କ୍ଷେତ୍ରରେ ପ୍ରମୁଖ ଭୂମିକା ଗ୍ରହଣ କରିଛି । ହିସାବରୁ ଜଣାପଡିଛି ଯେ, ଏଠାରେ ବର୍ଷକୁ ହାରାହାରି ୧ଠହଜାର ରୋଗୀ ଚିକିତ୍ସା ପାଇଁ ଦୂରଦୂରାନ୍ତରୁ ଆସିଥାନ୍ତି । କଲେଜ ଛକ ସ୍ଥିତ ଉଭୟ ପାଶ୍ୱର୍ରେ ଥିବା ରାସ୍ତା ମଧ୍ୟରେ ୫୨ ବର୍ଷର ପୁରୁଣା ଏକ ହୋମିଓପାଥି ଚିକିତ୍ସାଳୟ ଅଛି ଯାହାର ଅବସ୍ଥା ଆଜି ଜରାଜୀର୍ଣ୍ଣ ହୋଇ ପଡିଛି । ସେଠାରେ କେବଳ ଜଣେ ମାତ୍ର ଡାକ୍ତର ଅଛନ୍ତି । ଏପରିକି ବିଦ୍ୟୁତ ସଂଯୋଗ ଟିଏ ମଧ୍ୟ ନାହିଁ କିମ୍ବା କୌଣସି ଚତୁର୍ଥ ଶ୍ରେଣୀ କର୍ମଚାରୀ ମଧ୍ୟ ନାହାନ୍ତି । ବଲାଙ୍ଗୀର ଜିଲ୍ଲାରେ ଥିବା ୧୮ଟି ଓ ସୋନପୁର ଜିଲ୍ଲାରେ ଥିବା ୫ଟି ଚିକିତ୍ସାଳୟକୁ ନେଇ ଏକ ସର୍କଲ ଅଫିସ ଅଛି ଯାହା କି ନିଛାଟିଆ ଜଳାରାମ ଧର୍ମଶାଳା ଗଳି ମଧ୍ୟରେ ଅବସ୍ଥିତ ।  ଆଜି ପର୍ଯ୍ୟନ୍ତ ସେହି କୋଠା ଟି ଭଡାରେ

ଚାଲୁଛି ଯାହାର ସମ୍ମୁଖରେ ସାଇନ୍ ବୋର୍ଡ ଟିଏ ମଧ୍ୟ ନାହିଁ । ମୋଟ ୨୩ ଜଣ ଡାକ୍ତରଙ୍କ ପଦବୀ ମଧ୍ୟରୁ ୧ଠଜଣଙ୍କ ପଦବୀ ଖାଲି ରହିଛି । ବଲାଙ୍ଗିର ନାଗରିକ କମିଟିର ସଭାପତି ବେଲାରସିଂ ଭୋଇ, ସାଧାରଣ ସଂପାଦକ ମନୋରଂଜନ ସାହୁ, ସହସାଧାରଣ ସଂପାଦକ ଡା.ଚକ୍ରପାଣି ଦାଶ, ଧର୍ମବ୍ରତ ରଥ ପ୍ରମୁଖଙ୍କ ନେଇ ଏକ ପ୍ରତିନିଧି ଦଳ ଚିକିତ୍ସାଳୟର ଡାକ୍ତର ଅଶୋକ କୁମାର ସେଠୀଙ୍କୁ ସାକ୍ଷାତ କରି ବିଭିନ୍ନ ସମସ୍ୟା ସମ୍ବନ୍ଧରେ ଆଲୋଚନା କରିଥିଲେ ।  ଡାକ୍ତରଙ୍କ ପ୍ରଚେଷ୍ଟାରେ ବର୍ତ୍ତମାନ ଥିବା ଚିକିତ୍ସାଳୟର ଜମି,  ୩ଠଠଠ ବର୍ଗ ଫୁଟ୍ ବିଶିଷ୍ଟ ଏକ ପାର୍ଚ୍ଚା ମଧ୍ୟ ପ୍ରସ୍ତୁତ ହୋଇଛି । ଯେଉଁଥିରେ କି ରୋଗୀ ମାନଙ୍କ ପାଇଁ ଅତ୍ୟାଧୁନିକ ବିଶ୍ରାମାଗାର, ପରିଶ୍ରାଗାର ସହ ସର୍କଲ ଅଫିସ ମଧ୍ୟ ତିଆରି ହୋଇପାରିବ । ଏହି ସମ୍ବନ୍ଧରେ କମିଟି ତରଫରୁ ରାଜ୍ୟ ନିର୍ଦ୍ଦେଶାଳୟ(ଆୟୁଷ) ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ତଥା ବଲାଙ୍ଗୀର ଜିଲ୍ଲାର ସମସ୍ତ ବିଧାୟକଙ୍କୁ ପତ୍ର ମାଧ୍ୟମରେ ଅବଗତ କରାଯାଇ କାର୍ଯ୍ୟାନୁଷ୍ଠାନ ପାଇଁ ନିବେଦନ କରାଯାଇଛି ।
  ସୂଚନାଯୋଗ୍ୟ ଯେ, ବଲାଙ୍ଗିର ଜିଲ୍ଲାର ୧୮ଟି ଚିକିତ୍ସାଳୟ ଯଥା- କଲେଜ ଛକ, ଝାଙ୍କରପାଲି, ଆଠଗାଁ, ଶିବତୁଲା, ମନହୀରା, ଖୁଜେନପାଲି, ପଟୁଆପାଲି, ଘାଗୁର୍ଲି, କୁସକେଲା, ଭୁସଲାଡ, ବିରିପାଲି, ତୁଷୁରା, ଜୁରାବନ୍ଧ, ଧରବଗଡ଼, ମାଲେସରା, କୁଇବାହାଲ, ବିଶିପାଲି ଓ ଭରତବାହାଲ ସେହିପରି ସୋନପୁର ଜିଲ୍ଲାର  ଖାରୀ, ଇଛାପୁର, ବିଶିପଡା, ଜାଲୋଇ ଓ ଗଜବନ୍ଧ ଛକ ଠାରେ ଥିବା ୫ଟି ଏପରି ମୋଟ ୨୩ ଟି ଚିକିତ୍ସାଳୟକୁ ନେଇ ଏକ ସର୍କଲ ଗଠିତ ହୋଇଛି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   05-Oct-2026
  ଜିଲ୍ଲା  
ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ   05-Oct-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   05-Oct-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   05-Oct-2026
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026

You Might Also Like