-+91-9937148622 |

prerana_bgr@rediffmail.com |

  Friday 3rd July 2026 |

| | | |

R.N.I. Regd No. ODIODI/2010/46693

Breaking News

ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      କୁତୁର୍ଲା ପେକ୍ସ ପରିଦର୍ଶନ କଲେ ନରସିଂହ♦️ ଧାନ ବିକ୍ରିର ଶେଷ ଦିନରେ ମଧ୍ୟ ଉଠିପାରୁନାହିଁ ଚାଷୀଙ୍କ ଧାନ♦️୧୮ ଜଣ ଚାଷୀଙ୍କ ଆସିନାହିଁ ଟୋକନ, ଚାଷୀ ହତାଶ   (03-Jul-2026)       ||      ଭାରତ ନିର୍ବାଚନ ଆୟୋଗଙ୍କ ଦ୍ଵାରା ଗଣମାଧ୍ୟମ ଏବଂ ସମ୍ପର୍କିତ ସମ୍ମିଳନୀ♦️ ଓଡ଼ିଶାରୁ ସୂଚନା ଓ ଲୋକସମ୍ପର୍କ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ୧୩ଜଣ ଡିଆଇପିଆରଓ ଙ୍କ ଯୋଗଦାନ    (03-Jul-2026)       ||      ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା ଏବଂ ୨୫ରେ ବାହୁଡା଼ ଯାତ୍ରା   (03-Jul-2026)       ||      ଓଡ଼ିଶାରେ ଭୋଟର ତାଲିକା ର ସ୍ୱତନ୍ତ୍ର ସଘନ ସଂଶୋଧନ ପାଇଁ ୧୦ ଜଣ ବରିଷ୍ଠ  ଆଇ ଏ ଏସ ଅଧିକାରୀ ଭୋଟର ତାଲିକା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ    (03-Jul-2026)       ||      ଜାପାନୀ ସଂସ୍ଥା ସହ ଐତିହାସିକ ଚୁକ୍ତି, ଗ୍ରୀନ୍ ଏନର୍ଜି କ୍ଷେତ୍ରରେ ଜାପାନୀ ବ୍ୟବସାୟୀକ ନେତୃବୃନ୍ଦଙ୍କ ସହ ସହଭାଗିତା, ରାଜ୍ୟରେ ହେବ ବ୍ୟାପକ ପୁଞ୍ଜିନିବେଶ   (03-Jul-2026)       ||      କମଗାଁ ମହାବିଦ୍ୟାଳୟ ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରେମାନନ୍ଦ ପଟେଲଙ୍କ ସେବା ନିବୃତ୍ତ,   (03-Jul-2026)       ||      ଅବସରନେଲେ ମୁଖ୍ୟମନ୍ତ୍ରୀ ପୁରସ୍କାରପ୍ରାପ୍ତ ପ୍ରଧାନଶିକ୍ଷକ ଦିଲ୍ଲୀପ ମହାନ୍ତି    (03-Jul-2026)       ||      ମାୟାବର୍ହ୍। ହାଇସ୍କୁଲରେ ଜାତୀୟ ବିଦ୍ୟୁତ୍ ସୁରକ୍ଷା ସପ୍ତାହ ପାଳିତ   (03-Jul-2026)       ||      ଝରୀଗାଁ ତହସିଲଦାର ଙ୍କ ବିରଦ୍ଧରେ ଥାନରେ ଲିଖିତ ଅଭିଯୋଗ*   (03-Jul-2026)       ||      ଭି.ବି.-ଜି ରାମ ଜି (VB-G RAM G) ଅଧିନିୟମ–୨୦୨୫’ର ସଫଳ କାର୍ଯ୍ୟକାରିତା ଏବଂ ଏହା ସମ୍ପର୍କରେ ବ୍ୟାପକ ଜନସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଶୁଭାରମ୍ଭ କାର୍ଯ୍ୟକ୍ରମ    (02-Jul-2026)       ||      ଛାତ୍ରଛାତ୍ରୀଙ୍କୁ ସମ୍ପୂର୍ଣ ତ୍ରୁଟି ଶୂନ୍ୟ ନୂତନ ପାଠ୍ୟପୁସ୍ତକ ଯୋଗାଇ ଦେବା ପାଇଁ ସରକାରଙ୍କ ନିଷ୍ପତି” - ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଡ. ଏନ୍‌. ତିରୁମାଲା ନାୟକ   (02-Jul-2026)       ||      ଫାର୍ମାସିଷ୍ଟ କଲେଜରେ ବିଶ୍ଵ ବନ ମହୋତ୍ସବ ସପ୍ତାହ   (02-Jul-2026)       ||      *ସୋନପୁର ଠାରେ ଆନ୍ଧ୍ର ଭାରତ ସରକାରଙ୍କ ଦ୍ଵାରା ବିକଶିତ ଭାରତ ଜି ରାମ ଜି ୨୦୨୫ ର ଜାତୀୟ ସ୍ତର କାର୍ଯ୍ଯ କ୍ରମ ର ଶୁଭାରମ୍ଭ*-   (02-Jul-2026)       ||      ସଦରବ୍ଲକ ବିଡିଓ, ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀ ଓ ବରିଷ୍ଠ କିରାଣୀ ଙ୍କ ବିରୁଦ୍ଧରେ ପୋଲିସରେ ରିପୋର୍ଟ ଦୁର୍ନୀତିଖୋର ଅଧିକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଗୁହାରି   (02-Jul-2026)       ||      ଶୁଭାରମ୍ଭ ହେଲା ବିକଶିତ ଭାରତ - ଜୀ ରାମ ଜୀ   (02-Jul-2026)       ||      ବିଶ୍ୱାତ୍ମ ବିଦ୍ୟା ମନ୍ଦିରରେ ୭୭ତମ ବନ ମହୋତ୍ସବ ସପ୍ତାହ ପାଳିତ, ବୃକ୍ଷରୋପଣ ଓ ପରିବେଶ ସୁରକ୍ଷାର ବାର୍ତ୍ତା   (02-Jul-2026)       ||      ପୋଲିସ ପକ୍ଷରୁ ମାଦକ ଦ୍ରବ୍ୟ ନିଷ୍କାସନ ତଥା ମାଦକ ଦ୍ରବ୍ୟ ବିରୋଧୀ ସାମୁହିକ ସଂକଳ୍ପ କାର୍ଯ୍ୟକ୍ରମ ଅନ୍ତର୍ଭୁକ୍ତ "ନିଶାମୁକ୍ତ ଓଡ଼ିଶା ଅଭିଯାନ   (02-Jul-2026)       ||      କେବେ ସରିବ ଆଗଲପୁର ବ୍ଲକ ଚାଷୀଙ୍କ ଦୁଃଖ   (02-Jul-2026)       ||     

HOME   ଜିଲ୍ଲା

ପ୍ରଶାସନ ପକ୍ଷରୁ ହରିଶଙ୍କର ଠାରେ ଅଳିଆ ଆବର୍ଜନା ସଫେଇ କାର୍ଯ୍ୟକ୍ରମ

25-May-2022



ପାଟଣାଗଡ଼ ( ରୁପେନ୍ଦ୍ର ମୁଣ୍ଡା ) : ବଲାଙ୍ଗୀର ଜିଲ୍ଲା ତଥା ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ତୀର୍ଥସ୍ଥଳୀ ହରିଶଙ୍କର ଠାରେ ଆୟୋଜିତ ହରିଶଙ୍କର ମହୋତ୍ସବ ନୃସିଂହ ଚତୁର୍ଦ୍ଦଶୀ ବୈଶାଖ ମେଳା ଶେଷ ହେବା ପରେ ସେଠାରେ ପଡ଼ିଥିବା ଅଳିଆ ଆବର୍ଜନା ସଫାକରାଯାଇନଥିଲା । ଏନେଇ ସବିଶେଷ ଖବର ପ୍ରକାଶ ପାଇଥିଲା । ଏନେଇ ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଥିଲା । ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ପାଟଣାଗଡ଼ ଦେବୋତ୍ତର ବିଭାଗ ପକ୍ଷରୁ ସଫେଇ କାର୍ଯ୍ୟ ଅନୁଷ୍ଠିତ ହୋଇଥିଲା । ବରିଷ୍ଠ ପ୍ରଶାସକ ଅଧିକାରୀ ମାନେ ହାତରେ ଝାଡୁ ଧରି ପରିବେଶ କୁ ସୁଚ୍ଛ ନିର୍ମଳ ରଖିବାକୁ ବାର୍ତ୍ତା ଦେଇଥିଲେ । ପାଟଣାଗଡ଼ ଉପଜିଲ୍ଲାପାଳ ତଥା ଦେବୋତ୍ତର କାର୍ଯ୍ୟ ନିର୍ବାହ ଅଧିକାରୀ ଡ଼ ବିଜୟା ନନ୍ଦ ସେଠୀଙ୍କ ନେତୃତ୍ୱରେ ହରିଶଙ୍କର ଠାରେ ଏହି ସଫେଇ କାର୍ଯ୍ୟ ହୋଇଥିବା ବେଳେ ଏଥିରେ ପାଟଣାଗଡ଼ ସହକାରୀ ଜିଲ୍ଲାପାଳ କ୍ଷୀରୋଦ ଚନ୍ଦ୍ର ସାହୁ , ଖପ୍ରାଖୋଲ ବିଡିଓ ରଶ୍ମି ରଞ୍ଜନ ରାଉତ, ତହସିଲଦାର ଆଦିତ୍ୟ ପ୍ରସାଦ ମିଶ୍ର , ସହକାରୀ ନିର୍ବାହୀ ଯନ୍ତ୍ରୀ ସୌମ୍ୟ କିଶୋର ଜୟପୁରିଆ ,ଏଡିଡ଼ବ୍ଳୁଓ ଦୀପ୍ତିମନ୍ତ ଭୋଇ , ଦେବୋତ୍ତର ବିଭାଗ କ୍କର୍କ ଦିଳ୍ଳିପ ବର୍ଗତ୍ତି ଙ୍କ ସହିତ ସାମ୍ବାଦିକ ଅଭୟ ତ୍ରିପାଠୀ , ସୁଶୀଲ ଗୁରୁ , କ୍ଷମାନିଧି ସାହୁ , ପଞ୍ଚୁଦେବ ସାହୁ , ବଲରାମ ବେହେରା , ଶତୃଘନ ନାଏକ , ସାମ୍ବାଦିକ ଜ୍ୟୋତି ରଞ୍ଜନ ପଣ୍ଡା , ପଞ୍ଚାନନ ପ୍ରଧାନ , ମନ୍ଦିର ମ୍ୟାନେଜର ଗୁପ୍ତେଶ୍ୱର କୁଅଁର , ସହକାରୀ ମ୍ୟାନେଜର ଭାଗ୍ୟବନ୍ତ ସାହୁଙ୍କ ସହିତ ଦେବୋତ୍ତର କମିଟି ସଦସ୍ୟ , ସବ୍ କମିଟି ସଦସ୍ୟ ତଥା ସ୍ବେଚ୍ଛାସେବୀ ଏହି କାର୍ଯ୍ୟକ୍ରମ ରେ ସାମିଲ ହୋଇଥିଲେ । ହରିଶଙ୍କର ମନ୍ଦିର ଠାରୁ ଡିଅର ପାର୍କ ପର୍ଯ୍ୟନ୍ତ ରାସ୍ତା ର ଦୁଇ ପାର୍ଶ୍ଵରେ ପଡ଼ିଥିବା ଅଳିଆ ଆବର୍ଜ୍ଜନା କୁ ସଫା କରିଥିଲେ । ଏହି ଅବସରରେ ଦେବାଳୟ ପରିବେଶକୁ ସଫା ସୁତୁରା ରଖିବା ଆମ ସମସ୍ତଙ୍କର ନୈତିକ କର୍ତ୍ତବ୍ୟ ବୋଲି ବରିଷ୍ଠ ପ୍ରଶାସନିକ ଅଧିକାରୀ ମାନେ ସଚେତନ ର ବାର୍ତ୍ତା ଦେଇଥିଲେ । ପ୍ରଶାସନିକ ଅଧିକାରୀ ଏହି କାର୍ଯ୍ୟରେ ସାମିଲ ହୋଇ ଅନ୍ୟ ମାନଙ୍କ ପାଇଁ ଉଦାହରଣ ସୃଷ୍ଟି କରିବା ସହିତ ଅନ୍ୟ ମାନଙ୍କ ପାଇଁ ପ୍ରେରଣା ଦାୟୀ ହେବ ବୋଲି ସାଧାରଣ ରେ ମତ ପ୍ରକାଶ ପାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   03-Jul-2026
  ଜିଲ୍ଲା  
ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   03-Jul-2026
  ଜିଲ୍ଲା  
କୁତୁର୍ଲା ପେକ୍ସ ପରିଦର୍ଶନ କଲେ ନରସିଂହ♦️ ଧାନ ବିକ୍ରିର ଶେଷ ଦିନରେ ମଧ୍ୟ ଉଠିପାରୁନାହିଁ ଚାଷୀଙ୍କ ଧାନ♦️୧୮ ଜଣ ଚାଷୀଙ୍କ ଆସିନାହିଁ ଟୋକନ, ଚାଷୀ ହତାଶ   03-Jul-2026
  ଜିଲ୍ଲା  
ଭାରତ ନିର୍ବାଚନ ଆୟୋଗଙ୍କ ଦ୍ଵାରା ଗଣମାଧ୍ୟମ ଏବଂ ସମ୍ପର୍କିତ ସମ୍ମିଳନୀ♦️ ଓଡ଼ିଶାରୁ ସୂଚନା ଓ ଲୋକସମ୍ପର୍କ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ୧୩ଜଣ ଡିଆଇପିଆରଓ ଙ୍କ ଯୋଗଦାନ   03-Jul-2026
  ଜିଲ୍ଲା  
ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା ଏବଂ ୨୫ରେ ବାହୁଡା଼ ଯାତ୍ରା   03-Jul-2026
  ଜିଲ୍ଲା  
ଓଡ଼ିଶାରେ ଭୋଟର ତାଲିକା ର ସ୍ୱତନ୍ତ୍ର ସଘନ ସଂଶୋଧନ ପାଇଁ ୧୦ ଜଣ ବରିଷ୍ଠ  ଆଇ ଏ ଏସ ଅଧିକାରୀ ଭୋଟର ତାଲିକା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ   03-Jul-2026
  ଜିଲ୍ଲା  
ଜାପାନୀ ସଂସ୍ଥା ସହ ଐତିହାସିକ ଚୁକ୍ତି, ଗ୍ରୀନ୍ ଏନର୍ଜି କ୍ଷେତ୍ରରେ ଜାପାନୀ ବ୍ୟବସାୟୀକ ନେତୃବୃନ୍ଦଙ୍କ ସହ ସହଭାଗିତା, ରାଜ୍ୟରେ ହେବ ବ୍ୟାପକ ପୁଞ୍ଜିନିବେଶ   03-Jul-2026
  ଜିଲ୍ଲା  
କମଗାଁ ମହାବିଦ୍ୟାଳୟ ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରେମାନନ୍ଦ ପଟେଲଙ୍କ ସେବା ନିବୃତ୍ତ,   03-Jul-2026
  ଜିଲ୍ଲା  
ଅବସରନେଲେ ମୁଖ୍ୟମନ୍ତ୍ରୀ ପୁରସ୍କାରପ୍ରାପ୍ତ ପ୍ରଧାନଶିକ୍ଷକ ଦିଲ୍ଲୀପ ମହାନ୍ତି   03-Jul-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲରେ ଜାତୀୟ ବିଦ୍ୟୁତ୍ ସୁରକ୍ଷା ସପ୍ତାହ ପାଳିତ   03-Jul-2026
  ଜିଲ୍ଲା  
ଝରୀଗାଁ ତହସିଲଦାର ଙ୍କ ବିରଦ୍ଧରେ ଥାନରେ ଲିଖିତ ଅଭିଯୋଗ*   03-Jul-2026
  ଜିଲ୍ଲା  
ଭି.ବି.-ଜି ରାମ ଜି (VB-G RAM G) ଅଧିନିୟମ–୨୦୨୫’ର ସଫଳ କାର୍ଯ୍ୟକାରିତା ଏବଂ ଏହା ସମ୍ପର୍କରେ ବ୍ୟାପକ ଜନସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଶୁଭାରମ୍ଭ କାର୍ଯ୍ୟକ୍ରମ   02-Jul-2026

You Might Also Like