-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||     

HOME   ରାଜ୍ୟ

ଡାକ୍ତର ତ୍ୟାଗରାଜ ସିଂ ଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ

25-May-2022



ବରଗଡ:-ବରଗଡ଼ ଜିଲ୍ଲା ଜମଲା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଚିକିତ୍ସାଧିକାରୀ ଡାକ୍ତର ତ୍ୟାଗରାଜ ସିଂ ଙ୍କୁ ଜମଲା ଡାକ୍ତରଖାନା ପରିସରରେ ଥିବା ସଭାଗୃହ ଠାରେ ସମସ୍ତ କାର୍ଯ୍ୟରତ ସ୍ୱାସ୍ଥ୍ୟ କର୍ମଚାରୀ ମାନଙ୍କ ତରଫରୁ ଡାକ୍ତର ସିଂ, ସ୍ତ୍ରୀ ଓ ପ୍ରସୂତି ରୋଗ ବିଭାଗ ର ଉଚ୍ଚତର ଶିକ୍ଷା ହାସଲ ନିମନ୍ତେ ଭିମସାର ବୁର୍ଲା କୁ ସ୍ନାତକୋତ୍ତର ପାଇଁ ଯୋଗ୍ୟ ବିବେଚିତ ହୋଇଥିବାରୁ ବିପୁଳ ସ୍ବାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି ।ଏ ଅବସରରେ ଆୟୋଜିତ ସଭାରେ ଡାକ୍ତର ଲୋକପାଳ ଭୋଇ ଅଧ୍ୟକ୍ଷତାରେ କରିଥିବାବେଳେ,ପିଏଚଇଓ ଶିବପ୍ରସାଦ ବେହେରା ସ୍ୱାଗତ ଭାଷଣ ଏବଂ ଉଦ୍ଦେଶ୍ୟ ଉପରେ ଆଲୋକପାତ କରିଥିଲେ ।ଉପସ୍ଥିତ ସଭ୍ୟ ମାନଙ୍କ ମଧ୍ୟରେ ମେଲଛାମୁଣ୍ଡା ଡାକ୍ତର ଦେବାଶିଷ ରଥ,ଡାକ୍ତର ସିଂ ଙ୍କୁ ଏକ ସରଳ ନିରାଡମ୍ବର ବ୍ୟକ୍ତିତ୍ୱ ବୋଲି ବର୍ଣ୍ଣନା କରିଥିଲେ ।ସ୍ୱାସ୍ଥ୍ୟକେନ୍ଦ୍ର ପରିଚାଳନା,ରୋଗୀ ଙ୍କୁ ଆଶୁ ଚିକିତ୍ସା ପ୍ରଦାନ,କ୍ଷେତ୍ର ପରିଦର୍ଶନ,ଜନସଚେତନତା କାର୍ଯ୍ୟକ୍ରମ ର ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଡାକ୍ତର ସିଂ ଙ୍କ ରାଜବୋଡାସମ୍ବର(ପଦ୍ମପୁର) ପ୍ରତି ଅବଦାନ ଅବିସ୍ମରଣୀୟ ବୋଲି ସ୍ୱାସ୍ଥ୍ୟକର୍ମୀ ସଞ୍ଜୟ ବଢେଇ ମତବ୍ୟକ୍ତ କରିଥିଲେ ।ପ୍ରକାଶ ଥାଉକି ଦିର୍ଘଦିନ ର କୋଭିଡ ପରିଚାଳନା,କୋଭିଡ କେୟାର ସେଣ୍ଟର ଶୃଙ୍ଖଳିତ ଭାବେ ବ୍ୟବସ୍ଥିତ କରିବା ତଥା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ର ସମସ୍ତ କାର୍ଯ୍ୟକ୍ରମ କୁ ସୁନ୍ଦର ଭାବେ ସୁପରିଚାଳନା କରିବା ହେତୁ ବ୍ଳକ ସ୍ତରୀୟ ଗୋପବନ୍ଧୁ ଜନକଲ୍ୟାଣ ସମିତି ବରିକେଲ ତରଫରୁ ସ୍ୱାଧିନତା ଦିବସ ଅବସରରେ ଓ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଙ୍କ ଠାରୁ ସମ୍ବର୍ଦ୍ଧିତ ସହ ସମ୍ମାନୀତ ହୋଇଥିଲେ ।ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଜମଲା ରେ କାର୍ଯ୍ୟରତ ସମୟରେ ରୋଗୀ,କର୍ମଚାରୀ ତଥା କ୍ଷେତ୍ରକର୍ମଚାରୀ ଙ୍କ ମଧ୍ୟରେ ସମନ୍ୱୟ ରକ୍ଷାକରି ଡାକ୍ତର ସିଂ ଏକ ଉଦାହରଣ ସୃଷ୍ଟି କରିଥିଲେ ବୋଲି ଉପସ୍ଥିତ ବକ୍ତାମାନେ ମତବ୍ୟକ୍ତ କରିଥିଲେ ।ମାଆ ଶିଶୁ ର ଜୀବନ ରକ୍ଷା ନିମିତ୍ତ ଏକ ଗୁରୁତ୍ୱ ବିଭାଗରେ ଉଚ୍ଚଶିକ୍ଷା ପାଇଁ ଯୋଗ୍ୟବିବେଚିତ ହୋଇଥିବାରୁ ତାଙ୍କ ଭବିଶ୍ୟତ ଜୀବନ ଉଜ୍ଜଳମୟ,ସୁଖମୟ ହେବାପାଇଁ ଭଗବାନ ଙ୍କ ଆଶିର୍ବାଦ କାମନା କରାଯାଇଥିଲା ।ଡାକ୍ତର ଦେବାଶିଷ ଓ ଡାକ୍ତର ଲୋକପାଳ କର୍ମଚାରୀ ମାନଙ୍କ ପ୍ରଦତ୍ତ ଉପଢୈାକନ ଦେଇ ଡାକ୍ତର ସିଂ ଙ୍କୁ ସମ୍ବର୍ଦ୍ଧିତ କରିଥିଲେ ।କାର୍ଯ୍ୟକ୍ରମ କୁ ମହେଶ୍ୱର ପଟ୍ଟନାୟକ,ତୁଳସୀ ମହଲା,ସୁଧିର ମେହେର,ସୁପରଭାଇଜର ମନୋରଞ୍ଜନ ସାହୁ ଖୁବ ସୁନ୍ଦର ଭାବେ ପରିଚାଳନା କରିଥିବାବେଳେ,ଶେଷରେ ବିପିଏମ ବିଜୟ ସରାଫ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   05-Oct-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   05-Oct-2026
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026

You Might Also Like