-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||     

HOME   ଜିଲ୍ଲା

ପୌରପରିଷଦ ଅଧିନିୟମ ଓ ଅଧ୍ୟକ୍ଷ ଙ୍କ ମନମୁଖୀ କାର୍ଯ୍ୟ କୁ ନେଇ ପରିଷଦରେ ବିରୋଧୀଙ୍କ ହଟଗୋଳ

26-May-2022



ଗଞ୍ଜାମ (ଭଗବାନ ପାଢି) : ଗଞ୍ଜାମ ଜିଲ୍ଲା କୋଦଳା ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ କୋଦଳା କଲ୍ୟାଣି ମଣ୍ଡପ ଠାରେ ପରିଷଦର ପ୍ରଥମ କାଉନସିଲର ବୈଠକ ଅନୁଷ୍ଠିତ ହୋଇଥିଲା ।କିନ୍ତୁ ବିଜ୍ଞାପିତ ଅଞ୍ଚଳ ପରିଷଦ ର ଅଧ୍ୟକ୍ଷ ସୂର୍ଯ୍ୟନାରାୟଣ ନାୟକ ପରିଷଦ ର ଅଧିନିୟମ ବିରୋଧରେ ଏହି ବୈଠକ ଡାକିଥିଲେ।ମିଟିଙ୍ଗ ପୂର୍ବରୁ ଜେନେରାଲ ବଡି ମିଟିଙ୍ଗ ଡାକିବା

କଥା କିନ୍ତୁ ତାହା ହୋଇନଥିଲା ଓ ଓଡିଶା ମୁନିସିପାଲଟି ଧାରା ୩ ଅନୁଯାଇ ମାସର ପ୍ରଥମ ସୋମବାର ଓ ମାସର ଶେଷ ଶନିବାର ରେ ମିଟିଙ୍ଗ ହେବା କଥା ।
ଅପର ପକ୍ଷରେ କାମକରୁଥିବା କଣ୍ଟ୍ରାକ୍ଟର ମାନଙ୍କୁ ପିସି ଦେଲେ ବିଲ କରିବା,କିଛି କାଉଁଷିଲର କୁ ଦୁର୍ବ୍ୟବହାର କରିବା ସହ ଏନଏସି କୁ ନ ଆସିବା ପାଇଁ କହିବା,
ଅସାମାଜିକ ଲୋକଙ୍କୁ ନେଇ ରାତ୍ର ୧୦ ଘଣ୍ଟ ପର୍ଯ୍ୟନ୍ତ ଏନଏସି କାର୍ଯ୍ୟାଳୟ ରେ ଆଡା ଚଲେଇବା, ଅଧ୍ଯକ୍ଷ କାହିଁକି ନିୟମ କୁ ଅବମାନନା କରିଲେ ଏହି ଭଳି ଅନେକ ସମସ୍ୟା କୁ ନେଇ କକ୍ଷରେ ବିରୋଧୀ ନାରାବାଜି ଦେଇଥିଲେ।
ସାଂସଦ ଙ୍କ ପ୍ରତିନିଧିତ୍ବ କରୁଥିବା ଟୁନା ପାଢ଼ୀ ମଧ୍ୟ ଏହାରି ଉପରେ ଆଲୋଚନା କରାଯାଉ କହିଥିଲେ ମଧ୍ୟ ଅଧ୍ୟକ୍ଷ ସୂର୍ଯ୍ୟ ନାରାୟଣ କହିଥିଲେ କି ତୁମେ ଏଠି ପାଟି ଖୋଲିପାରିବ ନାହିଁ

ସେ ନେଇ କିଛି ସମୟ ଧରି ସଭା କାର୍ଯ୍ୟ ଅଚଳ ହେବାପରେ କାର୍ଯ୍ୟନିର୍ବାହୀ ଅଧିକାରୀ ଦାୟିତ୍ୱ ରେ ଥିବା କୋଦଳା ତହସିଲଦାର ଏହି ବୈଠକ କୁ ଅଧାରୁ ବନ୍ଦ କରିଥିଲେ ।ଆଗାମୀ ଦିନରେ ଯଦି ଏହି ଏନଏସି ରେ ଏଇଭଳି ଚାଲେ ତାହେଲେ ଆଗକୁ ଏହା ଏକ ମଦୁଆ ମାନଙ୍କ ଆଡା ପାଲଟି ଯିବ। ଏହାକୁ ଦୃଷ୍ଟି ରେ ରଖି ଜିଲ୍ଲା ପ୍ରଶାସନ ତୁରନ୍ତ ଦୃଷ୍ଟି ଦେଇ ବିହିତ କାର୍ଯ୍ୟନୁଷ୍ଠାନ ନେବାପାଇଁ କାଉଁଷିଲର ମାନେ ଦାବି କରିଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026

You Might Also Like