-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗୀରରେ ହାଇକୋର୍ଟ ବ୍ୟାଞ୍ଚର ପୁନଃସ୍ଥାପନ ଦାବି: ବରଗଡ଼ ବାର୍ ଏସୋସିଏସନ ର ସମର୍ଥନ

26-May-2022



ବଲାଙ୍ଗୀର-(ପ୍ରେରଣା ଖବର) ପଶ୍ଚିମ ଓଡ଼ିଶାରେ ହାଇକୋର୍ଟର ସ୍ଥାୟୀ ବ୍ୟାଞ୍ଚ ସ୍ଥାପନ ପ୍ରସଙ୍ଗରେ ହାଇକୋର୍ଟ ବାର ଏସୋସିଏସନର ଦୋମୁହାଁ ନୀତିକୁ ବିଭିନ୍ନ ମହଲରେ ନିନ୍ଦା କରାଯାଇଛି । କେନ୍ଦ୍ର ଆଇନ୍ ମନ୍ତ୍ରୀ ନିଜ ବିବୃର୍ତ୍ତିରେ ପଶ୍ଚିମ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ହାଇକୋର୍ଟର ସ୍ଥାୟୀ ବ୍ୟାଞ୍ଚ ସ୍ଥାପନ ପ୍ରସଙ୍ଗକୁ ନେଇ ନିଜ ଯୁକ୍ତି ରଖିଥିବା ବେଳେ ହାଇକୋର୍ଟ ବାର ଏସୋସିଏସନ ଏହାକୁ ବିରୋଧ କରିଛି । ହାଇକୋର୍ଟ ବାର ଏସୋସିଏସନ୍‌ର ଏପରି ଜନବିରୋଧୀ ମନୋଭାବ ଓ ହୀନ ଚକ୍ରାନ୍ତ ପଶ୍ଚିମ ଓଡ଼ିଶାରେ ଆଞ୍ଚଳିକ ବୈଷମ୍ୟବାଦକୁ ପ୍ରଶ୍ରୟ ଦେଉଛି ବୋଲି ଜନମତ ପ୍ରକାଶ ପାଇଛି । ଏହି ପରିପ୍ରେକ୍ଷୀରେ ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବ୍ୟାଞ୍ଚ ସ୍ଥାପନ ପ୍ରସଙ୍ଗକୁ ବରଗଡ଼ ବାର

ଏସୋସିଏସନ୍ ଦୃଢ଼ ସ୍ଵରରେ ସମର୍ଥନ କରିଛି । ଗତକାଲି ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ କାର୍ଯ୍ୟlଳୟ ଠାରେ  ସଂଘର ସଭାପତି ଅମରେଶ ତ୍ରିପାଠୀଙ୍କ ଆବାହକତ୍ୱରେ ଅନୁଷ୍ଠିତ ଏହି ବୈଠକରେ ସଂଘର ସମସ୍ତ କର୍ମକର୍ତ୍ତା ଓ ସଭ୍ୟ ମାନେ ଯୋଗ ଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ । ଅନୁଷ୍ଠିତ ବୈଠକରେ ବରଗଡ଼ ବାର ଏସୋସିଏସନ୍ ର ସଭାପତି ଚନ୍ଦ୍ରଧ୍ୱଜ ଜାଲ,  ସଂପାଦକ ହରିହର ପ୍ରଧାନ, ଯୁଗ୍ମସଂପାଦକ ରାଜେନ୍ଦ୍ର ମହାନ୍ତିଙ୍କ ସମେତ ସଭ୍ୟ ପରେଶ ନାୟକ, ସଂକର୍ଷଣ ମିଶ୍ର, ସୁରେଶ ସତପଥୀ, ସୁଧୀର ଦେବତା ଓ ଅନ୍ୟ ବରିଷ୍ଠ ସଭ୍ୟମାନେ ଯୋଗ ଦେଇ ସ୍ଥାୟୀ ବ୍ୟାଞ୍ଚ ଦବିକୁ ସମର୍ଥନ ଜଣାଇ ଥିଲେ l ଯଶବନ୍ତ କମିଶନ ଓ ପାଲ କମିଶନ ରିପୋର୍ଟ ଆଧାରରେ ବଲାଙ୍ଗୀର ହିଁ ହାଇକୋର୍ଟ ସ୍ଥାୟୀ ବ୍ୟାଞ୍ଚ ସ୍ଥାପନ ପାଇଁ ପ୍ରକୃଷ୍ଟ ସ୍ଥାନ ବୋଲି ଉଭୟ ବରଗଡ଼ ଜିଲ୍ଲା ଓ ବଲାଙ୍ଗିର ଜିଲ୍ଲା ଓକିଲ ସଂଘ ର ସଭ୍ୟ ମାନେ ମତ ଦେଇଥିଲେ ।  


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   03-Oct-2026
  ଜିଲ୍ଲା  
କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026
  ଜିଲ୍ଲା  
ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   03-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   03-Oct-2026
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026

You Might Also Like