-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||     

HOME   ଜିଲ୍ଲା

ହୋଟେଲ ସଂଘର ପ୍ରଥମ ବାର୍ଷିକ ସମ୍ମିଳନୀ- ଜୟ ପୁରୋହିତ ସଭାପତି ଓ ରବି ପୁଝାରୀ ସଂପାଦକ ମନୋନୀତ 

26-May-2022



ବଲାଙ୍ଗିର, (ପ୍ରେରଣା ଖବର)- ସ୍ଥାନୀୟ ସ୍ୱୟମ ହୋଟେଲ ଠାରେ ବଲାଙ୍ଗିର ହୋଟେଲ ସଂଘର ପ୍ରଥମ ସାଧାରଣ ବୌଠକ ଅନୁଷ୍ଠିତ ହୋଇଯାଇଛି । ଅଶୋକ ପାଢିଙ୍କ ସଂଯୋଜନାରେ ଆୟୋଜିତ ଏହି ବୈଠକ ପ୍ରାରମ୍ଭରେ ଆଗ।।ମୀ ବର୍ଷରେ ସଂଘର କାର୍ଯ୍ୟକ୍ରମକୁ ଆଗେଇ ନେବା ପାଇଁ ସଂଘର  ନୁତନ କର୍ମକର୍ତ୍ତା ଚୟନ ହୋଇଥିଲା । ସର୍ବସମ୍ମତି କ୍ରମେ ଜୟ ପୁରୋହିତ ସଭାପତି, ଲୋଟସ ଷଢଙ୍ଗି ଉପସଭାପତି, ରବି ପୂଝାରୀ ସଂପାଦକ, ଅଭିଜିତ ମିଶ୍ର ସହ ସଂପାଦକ ଓ ଜନ୍ମୟ ଭ୍ରମରଙ୍କୁ କୋଷାଧକ୍ଷ୍ୟ ଭାବେ ମନୋନୀତ କରାଯାଇଥିଲା । ସେହିପରି ଅଶୋକ ପାଢି, ତ୍ରିପୁରାରୀ ପାଣିଗ୍ରହୀ, ନରେନ୍ଦ୍ର ସାହୁ, ରାମ ଦାଶ, ଭକ୍ତ ବେହେରା, ବିଶ୍ୱଜିତ ସାହୁ, ହେମନ୍ତ ମିଶ୍ର ଓ ବୁଲୁ ପୁରୋହିତଙ୍କୁ ସଂଘର କାଯ୍ୟକାରିଣୀ ସମିତିର ଦାଇତ୍ୱ ପ୍ରଦାନ କରାଯାଇଥିଲା । ପରେ ପରେ ଆଗାମୀ ଦିନରେ ସଂଘର  କାର୍ଯ୍ୟକ୍ରମ ଉପରେ ସବିଶେଷ ଆଲୋଚନା କରାଯାଇଥିଲା । ବିଗତ କରୋନା କାଳରେ ହୋଟେଲ ମାଲିକ ମାନେ ବିଶେଷ ଭାବେ କ୍ଷତି ଗ୍ରସ୍ତ ହୋଇଥିଲେ ସୁଦ୍ଧା ସେମାନଙ୍କ ପାଇଁ ସରକାର ସ୍ତରରେ କୌଣସି ସୁବିଧା ସୁଯୋଗ ବା ରିହାତି ଦିଆ ଯାଇ ନଥିଲା । ତା ସତ୍ୱେ ଦୁଇ ବର୍ଷ କାଳ ହୋଟେଲମାନେ କଟକଣା ନିୟମ ମୁତାବକ ଗ୍ରାହକଙଦକୁ ସମସ୍ତ ସୁବିଧା ସୁଯୋଗ ପ୍ରଦାନ କରିଥିଲେ । ତା ଉପରେ ସରକାରୀ ଓ ବ୍ୟାଙ୍କ କର ହୋଟେଲମାଲିକମାନଙ୍କ ଆର୍ଥିକ ସ୍ଥିତିକୁ ଆହୁରି ଦୁର୍ବଳ କରିଛି । ଏବେ ବଜାର ଖୋଲିବା ପରେ ଲଗାତାର ବାବେ ହେଉଥିବା ବିଜୁଳି ବିଭ୍ରାଟ, ନିଅଣ୍ଡିଆ ଜଳ ଯୋଗାଣ, ଟ୍ରାଫିକ ସମସ୍ୟା ଓ ସହରର ବିପର୍ଯ୍ୟସ୍ତ ଆଇନ ସୁରକ୍ଷା ବ୍ୟବସ୍ଥା ବଲାଙ୍ଗିରରେ ହୋଟେଲ ଉଦ୍ୟୋଗକୁ ବିଶେଷ ପ୍ରଭାବିତ କରୁଛି । ସରକାର ତଥା ପ୍ରଶାସନ ହୋଟେଲ ଉଦ୍ୟୋଗୀଙ୍କ ଏସବୁ ସମସ୍ୟାର ସମାଧାନ କରିବା ସହ ହୋଟେଲମାଲିକଙ୍କ ପ୍ରତି ସହେଯାଗ ତଥା ସହାୟତାର ହାତ ବଢାଇଲେ ସଂଘ ଅଞ୍ଚଳରେ ପର୍ଯ୍ୟଟନର ବିକାଶ ମୁଖ୍ୟ ସହେଯାଗୀର ଭୂମୀକା ଗ୍ରହଣ କରି ପାରିବ ବୋଲି ବକ୍ତାମାନେ ମତ ପ୍ରକାଶ କରିଥିଲେ ।   


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   03-Oct-2026
  ଜିଲ୍ଲା  
କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026
  ଜିଲ୍ଲା  
ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   03-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   03-Oct-2026
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026

You Might Also Like