-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||     

HOME   ଜିଲ୍ଲା

ପାଣି ପାଇଁ ଡ ହକ ବିକଳ ଘୁମର ଗ୍ରାମ ବାସୀ ll

26-May-2022



କଳାହାଣ୍ଡି,ଧର୍ମ ଗଡ(ତ୍ରିନାଥ ବେଶ୍ରା )ସରକାର ଯୋଜନା ଉପରେ ଯୋଜନା କରି ପାଣି ପାଇଁ ବସୁଧା ଯୋଜନା, ଗ୍ରାମ୍ୟ ଜଳ ଯୋଗାଣ, ଯୋଜନା କରି ଲକ୍ଷ ଲକ୍ଷ ଟଙ୍କାଖର୍ଚ୍ଚ କରି ମଧ୍ୟ୍ୟ ଲୋକେ ଆଜି ପିଇବା ପାଣି ପାଇଁ ହନ୍ତ ସନ୍ତ ହେଉ ଥିବା ଦେଖି ବାକୁ ମିଳିଛି, କଳାହାଣ୍ଡି ଜିଲ୍ଲା ଧର୍ମ ଗଡ଼ ବ୍ଲକ ବଡ଼ ଘୂମର ଗ୍ରାମ ବାସୀ lବଡଘୁମର ଏକ ବଡ଼ଗାଁ ଯେଉ ଗାଁ ର ଜନସଂଖ୍ୟା ଦୃଷ୍ଟିରୁ ପ୍ରାୟ ୫୦୦୦ଲୋକ ବସବାସ କରୁଥିବା ବେଳେ ଗ୍ରାମର ଅଧିକାଂଶ ନଳକୂପ ରୁ ଗୋଳିଆ,ଲୁହା ଗୁଣ୍ଡ, ଓ ଦୂଷିତ ପାଣି ବାହାରୁଥିବା ଲୋକ ମାନେ ଅଭିଯୋଗ କରିଛନ୍ତି। ଲୋକମାନେ କେବଳ ସ୍କୁଲ ପଢ଼ା ରେ ଥିବା ୨ଗୋଟି ନଳ କୂପର ପାଣି  ବ୍ୟବହାର କରୁଛନ୍ତି। ଯାହା ଭଳପାଣି ବୋଳି  ଲୋକମାନଙ୍କ କହିବାକଥା ।ଆଉ ଗାଁ ସାରା ର ଲୋକମାନେ ସେହି ନଳକୂପ ରୁ ହିଁ ପାଣି ପାଉଛନ୍ତି।ପିଇବା ପାଣି ର ବହୁତ ଅସୁବିଧା ହେତୁ ଆଉ କିଛି ନଳ କୂପ ନୂତନ ଭାବେ ଖୋଲା ଯିବାପାଇଁ ସରକାର ଙ୍କୁ ନିବେଦନ କରିଛନ୍ତି  ।

ଏବଂପାଇପ ପାଣି ଯୋଗେ ମଧ୍ୟ ପିଇବା ଉପଯୋଗୀ ପାଣି ଯୋଗାଇ ଦେବା ପାଇଁ ଗ୍ରାମବାସୀଙ୍କ ସରକାର ଙ୍କ ପାଖରେ ଦାବୀ ଜଣାଇଛନ୍ତି ସେମାନେ ହେଲେ ,ଯମୁନା ଗୋପାଳ, କଳାବତୀ ଗୋପାଳ, ପ୍ରଫୁଲ ଗୋପାଳ ଏବଂ-ପଦମା ଗୋପାଳ ,ଡମେନ ଗୋପାଳ,ଗଙ୍ଗାରାମ ଗୋପାଳ ନିରାକାର ଗୋପାଳଧନେଶ୍ଵର ଗୋପାଳ ବିରଞ୍ଚି ଗୋପାଳ ପ୍ରମୁଖ ଉପସ୍ଥିତ ରହିଥିଲେ।ନାଗରିକ ବିକାଶ ସଂଗଠନ ତରଫରୁ  ଜଗନ୍ନାଥ ଶଗଡ଼ିଆ ଓ ଜଗିନ୍ଦ୍ର ଖମାରୀ ସେହି ଗ୍ରାମକୁ ଯାଇ ଆମ ପ୍ରତି ନିଧି ଙ୍କୁ ଯୋଗାଯୋଗ କରି ପାଣି ସମସ୍ୟା କିଭଳି ଦୂର ହୋଇ ପାରିବ ତାହା ସରକାର ନିବେଦନ କରି ଜଣାଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   03-Oct-2026
  ଜିଲ୍ଲା  
କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026
  ଜିଲ୍ଲା  
ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   03-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   03-Oct-2026
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026

You Might Also Like