-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||     

HOME   ଜିଲ୍ଲା

ଦାଦନ ଶ୍ରମିକଙ୍କ ମୃତ୍ୟୁ-ଘରକୁ ଫେରିଲାନି ଶବ,ମୃତକ ପରିବାର କୁ ଧମକ ଚମକ ଦେଇ ଶବ କୁ ପୋଡ଼ିଦେଲେ ଭାଟି ମାଲିକ ଓ ସର୍ଦାର

26-May-2022



ବଲାଙ୍ଗିର/ପାଟଣାଗଡ଼ (ପୁର୍ଣ୍ଣ ଶଶୀ ଶେଖର ରାଓ) ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ବ୍ଲକ ସାଲେପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ତୁର୍ଲାମାଲ ଗାଁ ର ଦାଦନ ଶ୍ରମିକ ଶ୍ରୀ କୈଳାଶ ଭୁଏ ନିଜ  ସ୍ତ୍ରୀ ପ୍ରେମ ଭୁଏ  ,ଦୁଇଟି ଝିଅ ଓ ଗୋଟିଏ ପୁଅକୁ ନେଇ ମିଶି ସର୍ଦାର ଶେଷଦେବ ଦୀପ (ତୁର୍ଲାମାଲ )ଓ କଣ୍ଟାବାଞ୍ଜି ର ପପୁ ଖାନ ଙ୍କ ଜରିଆରେ ଇଟା ଗଢ଼ିବା ପାଇଁ ସୁଦୂର ତେଲେଙ୍ଗାନା ର ଟୁକୁଗୁଡା ଯାଇ ଇଟା ଭାଟିରେ କାମ କରୁଥିଲେ । ଏବଂ ସଗୋଟିଏ ଝିଅ କୁ ଘରେ ଛାଡ଼ିଦେଇ ଯାଇଥିଲେ । ଧମକ ଚମକ ଦେଇ ଅଧିକ କାମ କରେଇ ସେମାନଙ୍କୁ ଠିକ ସମୟରେ  ଠିକ ଭାବରେ ଖାଇବା ପିଇବା ଦେଉନଥିବା ବେଳେ ଇଟା ଭାଟିରେ ସବୁବେଳେ ନିର୍ଯାତନା ଦେଉଥିଲେ । ନିର୍ଯାତନା ଅସହ୍ୟ ହେବାରୁ କିଛି ଦିନ ଠିକ ଭାବରେ ଖାଉନଥିଲେ କୈଳାଶ । ଗତକାଲି ଦେହ ଅସୁସ୍ଥ ହେବାରୁ ଭାଟି ମାଲିକ ହସ୍ପିଟାଲରେ ଭର୍ତ୍ତି କରିବା ବଦଳରେ କେବଳ କେତେଟା ଆଔଷ ଆଣିଦେଲେ । ରାତିରେ ଦେହ ପୁଣି ଆହୁରି ଅସୁସ୍ଥ ହେବାରୁ ସ୍ଥାନୀୟ ଏକ ହସ୍ପିଟାଲରେ ଭର୍ତ୍ତି କରିଥିଲେ ସେଠାରେ ଚିକିତ୍ସିତ ହେଉଥିବା ସମୟରେ ଡାକ୍ତର ମୃତ ଘୋଷଣା କଲେ । ଯଦି ଇଟା ଭାଟି ମାଲିକ ଠିକ ଭାବରେ କୈଳାଶ ଚିକିତ୍ସା କରିଥିଲେ ଅକାଳ ରେ ଗୋଟିଏ ଜୀବନ ଯାଇ ଏକ ବହୁ କୁଟୁମ୍ବୀ ପରିବାରକୁ ସର୍ବସ୍ୱନ୍ତ ହେବାକୁ ପଡିନଥାନ୍ତା । ପରିବାର ଏକମାତ୍ର ରୋଜଗାରକ୍ଷମ ବ୍ୟକ୍ତି । ତାଙ୍କର ଅକାଳ ମୃତ୍ୟୁ ପରେ ଏତେ ବଡ଼ ପରିବାର କେମିତି ପ୍ରତିପୋଷଣ କରିବେ ଚିନ୍ତାର ବିଷୟ । ଯେତେବେଳେ କୈଳାସ କୁ ଡାକ୍ତର ମୃତ ଘୋଷଣା କଲେ ସେତେବେଲୁ ଶବ ପାଖକୁ ପରିବାର ର କାହାକୁ ଦେଖିବାକୁ ମଧ୍ୟ ସୁଯୋଗ ଦେଲେନି  ଓ ନିଜ ଇଛା ମୁତାବକ ଶବ ବ୍ୟବଚ୍ଛେଦ କରିଥିଲେ ବୋଲି ମୃତକଙ୍କ ସମ୍ପର୍କୀୟ କହିଛନ୍ତି । ପ୍ରଥମେ ଶବ ଘରକୁ ନେଇଯିବା ପାଇଁ ଭାଟି ମାଲିକ ପ୍ରତିଶ୍ରୁତି ଦେଇଥିଲେ କିନ୍ତୁ ପରେ ଯେତେବେଳେ ଶବ ବ୍ୟବଚ୍ଛେଦ ହେଲା ସେତେବେଲୁ ଆଉ ଶବ ପାଖକୁ ଯିବାକୁ ଦେଲେ ନାହିଁ । ଧମକ ଚମକ ଦେଇ ନିଜ କବଜାରେ ରଖିଦେଲେ ପୁରା ପରିବାର କୁ । ପରିବାର ଲୋକେ ଯେତେ ହାରି ଗୁହାରୀ କଲେ ମଧ୍ୟ ସର୍ଦାର ଶୁଣିଲାନି କି ମାଲିକ ମଧ୍ୟ କିଛି ଶୁଣିଲାନି । ଗାଳି ଝଗଡ଼ା ମାଡ଼ ପିଟ କରି ଜୋରାଜବରଦସ୍ତ ଶବକୁ ସେଠାରେ ହିଁ ପୋଡ଼ିଦେଲେ । ଏହାକୁ ବଲାଙ୍ଗିର ଜିଲ୍ଲା ପ୍ରଶାସନ ସ୍ବତନ୍ତ୍ର ଦୃଷ୍ଟି ଆକର୍ଷଣ କରି ସର୍ଦ୍ଦାର ଓ ଇଟାଭାଟି ମାଲିକଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026
  ଜିଲ୍ଲା  
ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   03-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   03-Oct-2026
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026
  ଜିଲ୍ଲା  
ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   03-Oct-2026

You Might Also Like