-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||     

HOME   ଜିଲ୍ଲା

ପର୍ୟ୍ୟଟନ ର ବିକାଶ ଲାଗି ଅଣ୍ଟା ଭିଡିଛି ସୁବର୍ଣ୍ଣପୁର ଜ଼ିଲ୍ଲା ପ୍ରଶାସନ

26-May-2022



 ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ) :ଦୀର୍ଘ  ୨୦ /୨୫ ବର୍ଷ ପୂର୍ବରୁ ସ୍ଥାନୀୟ ନେତା ଓ ରାଜ୍ୟ  ର ବଡ଼ ବଡ଼ ଟାଣୁଆ ନେତା ମାନଙ୍କ ବଡ଼ ବଡ଼ ଭାଷଣ ଓ ମିଥ୍ୟା ପ୍ରତିଶୁତି ଦେଇ ଆସିଥିବା ବେଳେ ମନ୍ଦିରମାଳିନୀ ଐତିହାସିକ ସଂସ୍କୃତି,ପରମ୍ପରା ସମ୍ପନ୍ନ ପ୍ରାଚୀନ ଓ ପବିତ୍ର ଦେବା ଦେବୀ ପୀଠ ସୁବର୍ଣ୍ଣପୁର ର  ବିକାଶ ପାଇଁ ଏବେ ଜିଲ୍ଲା ପ୍ରଶାସନ ସତରେ ଅଣ୍ଟା ଭିଡ଼ିଥିବା ଜଣା ପଡିଛି । ଜିଲ୍ଲା ପାଳ ନିଜେ ଟୁଇଟ ମାଧ୍ୟମରେ ଜନସାଧାରଣଙ୍କୁ ଏ ନେଇ ଆହ୍ୱାନ ଦେଇଛନ୍ତି l ପର୍ଯ୍ୟଟନ ର ବିକାଶ ଲାଗି ଆଜି ସଚେତନ ନାଗରିକ ମଞ୍ଚ ତରଫରୁ  ଲିଖିତ ଆକାରରେ ବିଭିନ୍ନ ପ୍ରସ୍ତାବ ଜିଲ୍ଳାପାଳ ଅବୋଲି ସୁନିଲ ନରୱଣେଙ୍କୁ ସାକ୍ଷାତ କରି  ପ୍ରଦାନ କରିଥିଲେ ।
ଆଜିର ଏହି କାର୍ଯ୍ୟକ୍ରମରେ ସଚେତନ  ନାଗରିକ ମଞ୍ଚପକ୍ଷରୁ ସିତାଂଶୁଶେଖରମିଶ୍ର ଗୁଣନିଧି ମେହେରଙ୍କ ସମେତ ପ୍ରକାଶ

ଚନ୍ଦ୍ର ସାହୁ, ପ୍ରଦୀପ ପୁରୋହିତ, ଦୁଃଖିରାମ ନାୟକ, ବିନୋଦ ମେହେର, ମହେଶ ପୂଜାହାରୀ,ବାଙ୍କାନିଧି ରାୟଗୁରୁ, ନିରଞ୍ଜନତ୍ରିପାଠୀ, ସହଦେବ ପାତ୍ର, ସୂର୍ଯ୍ୟ ନାରାୟଣ ଦାସ, ନବଘନ ଷlଣ୍ଢ, ପଞ୍ଚାନନ ବାରିକ ପ୍ରମୁଖ ଉପସ୍ଥିତ ଥିଲେ। ପ୍ରକାଶ ଥାଉ କି ଯେ ନୂତନ ଜ଼ିଲ୍ଲାପାଳ ଶ୍ରୀମତୀ ନରୱଣେ ଯୋଗ ଦେବା ପରେ ଅବହେଳିତ ହୋଇ ପଡ଼ିଥିବା ସୁବର୍ଣ୍ଣପୁର ସହରର ଇଷ୍ଠ ଦେବ ଶ୍ରୀ ସୁବର୍ଣ୍ଣମେରୁ ଶୈବ ପୀଠ ର ବିକାଶ ,ଓ ତେଲ ବ୍ରିଜ ରକ୍ଷଣା ବେକ୍ଷଣ  ପ୍ରମୁଖ ଦାବୀ  ନେଇ ସ୍ୱଚ୍ଛ ଭାରତ ସଂଗଠନ ପକ୍ଷରୁ ଏକ ଦାବୀ ପତ୍ର ପ୍ରଦାନ କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026
  ଜିଲ୍ଲା  
ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   03-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   03-Oct-2026
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026
  ଜିଲ୍ଲା  
ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   03-Oct-2026

You Might Also Like