-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   (02-Oct-2026)       ||      ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||     

HOME   ଜିଲ୍ଲା

ଘରୋଇ ଡାକ୍ତରଖାନାରେ ସରକାରଙ୍କ ପ୍ରଚଳିତ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଠିକ ଚାଲିଛି ତ ?

26-May-2022



ବରଗଡ:-ଆଜି ପୂର୍ବାହ୍ନରେ ବରଗଡ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗର ଆନୁକୂଲ୍ୟରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବରଗଡ ଜିଲ୍ଲାପାଳ ଶ୍ରୀମତୀ ମୋନିଷା ବାନାର୍ଜୀଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ବୈଠକରେ ନୋଡାଲ ଅଫିସର ବସନ୍ତ କୁମାର ବାରିକ ଅଧ୍ୟକ୍ଷତା କରିଥିଲେ । ବୈଠକରେ ବରଗଡ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଶ୍ରୀମାନ ସାଧୁ ଚରଣ ଦାଶ ସମସ୍ତ ଅନୁବନ୍ଧିତ ଘରୋଇ ନର୍ସିଂହୋମ ର ମୁଖ୍ୟ ପରିଚାଳକ,ଡିପିଏମଓ ଶ୍ରୀଯୁକ୍ତ ରାମକୁମାର ଗୁପ୍ତା,ଏଡିଏମଓ  ବିଭୂତି ଭୂଷଣ ମେହେର ଉପସ୍ଥିତ ଥିଲେ । ଶ୍ରୀଯୁକ୍ତ ସଞ୍ଜିବ କୁମାର ପଟେଲ ଜିଲ୍ଲା କୋଡିନେଟର ଉପସ୍ଥିତ ସମସ୍ତ ଅଧିକାରୀ ମାନଙ୍କୁ ସ୍ୱାଗତ କରିଥିଲେ । ଜିଲ୍ଲାର ସମସ୍ତ ଅନୁବନ୍ଧିତ ଘରୋଇ ହସ୍ପିଟାଲର କର୍ତ୍ତୃପକ୍ଷ ସମସ୍ତ ବିପିଏଲ ହିତାଧିକାରୀ ମାନଙ୍କୁ ମାଗଣା ରେ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବା ସମ୍ପର୍କରେ ଜିଲ୍ଲାପାଳ ମହୋଦୟାଙ୍କୁ ପ୍ରତିଶ୍ରୁତି ପ୍ରଦାନ କରିଥିଲେ । ହିତାଧିକାରୀଙ୍କୁ ଘରୋଇ ଚିକିତ୍ସାଳୟରେ ମାଗଣା ରେ ଚିକିତ୍ସା ସୁବିଧା ପାଇ ପାରୁଛନ୍ତି କି ନାହିଁ ସେ ସମ୍ପର୍କରେ ସ୍ୱାସ୍ଥ୍ୟ ମିତ୍ର ମାନେ ପଚାରି ବୁଝିବେ ଓ ଉପଯୁକ୍ତ ଚିକିତ୍ସା ସୁବିଧା ପାଉନଥିଲେ ସହଯୋଗ କରିବେ । ସମସ୍ତ ଘରୋଇ ଚିକିତ୍ସାଳୟର ଭିତର ଓ ବାହାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ର ସୂଚନା ପ୍ରଦର୍ଶିତ କରାଯିବ । ନୋଡାଲ ଅଫିସର ମାନେ ଅନୁବନ୍ଧିତ ଚିକିତ୍ସାଳୟ କୁ ଗସ୍ତ କରିବା ସମୟରେ,ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ମାଗଣାରେ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବା ଓ ସମସ୍ତ ଖର୍ଚ୍ଚ ପ୍ରଦାନ କରାଯିବା ସମ୍ପର୍କରେ ରୋଗୀମାନେ ପ୍ରକାଶ କରିଥିଲେ । ଶେଷରେ ଏଡିଏମଓ ବିଭୂତି ଭୂଷଣ ମେହେର ଧନ୍ୟବାଦ ଅର୍ପଣ କରିଥିଲେ


News Comment




Photo in News

Advertisment
Lastest News
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026
  ଜିଲ୍ଲା  
ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   03-Oct-2026
  ଜିଲ୍ଲା  
ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   03-Oct-2026
  ଜିଲ୍ଲା  
ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   03-Oct-2026
  ଜିଲ୍ଲା  
ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   03-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   03-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ   03-Oct-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   02-Oct-2026

You Might Also Like