-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   (02-Oct-2026)       ||      ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||     

HOME   ଜିଲ୍ଲା

୪୦ ଲିଟର ନକଲି ବିଦେଶୀ ମଦ ଜବତ, ଦୁଇ ଗିରଫ

26-May-2022



ବଲାଙ୍ଗିର/ପାଟଣାଗଡ଼ (ପୂର୍ଣ୍ଣ ଶଶୀ ଶେଖର ରାଓ )  ବର୍ତ୍ତମାନ ବଲାଙ୍ଗିର ଜିଲ୍ଲା ରେ ନିଶା କାରବାର ଯେତିକି ଅପରାଧିକ କାର୍ଯ୍ୟକଳାପ ସେତିକି ।ଅନ୍ୟ ପଟେ ବେଆଇନ କାରବାର ରେ ମଧ୍ୟ କମ୍ ନୁହେଁ ; ଜିଲ୍ଲା ସାରା ମଦ,କରେକ୍ସ, ଗଞ୍ଜେଇ,ଟେବେଲେଟ, ସଟ୍ଟା, ଜୁଆ,ତାସ, କ୍ରିକେଟ ମ୍ୟାଚ୍ ଲବି ଦିନ କୁ ଦିନ ବୃଦ୍ଧି ପାଉଛି। ଅବକାରୀ ବିଭାଗ ଅନେକ ସମୟରେ ବିଭିନ୍ନ ନିଶା କାରବାର ମାଫିଆ ମାନଙ୍କୁ ଗିରଫ କରୁଥିଲେ ସୁଦ୍ଧା ତାହା ଥମିବାର ନାଁ ନେଉନାହିଁ । ଏଭଳି କି ଲାଇସେନ୍ସ ଧାରୀ ମଦ ଦୋକାନୀ ମାନେ ମଧ୍ୟ ନକଳି ମଦ ତିଆରି ହେଉଥିବା ଦେଖିବାକୁ ମିଳୁଛି ।ଯାହାଫଲରେ ଲୋକେ ଅଳ୍ପ ଦିନରେ ମୃତ୍ୟୁବରଣ କରିବା ସ୍ବଭାବିକ ‌। ସୂଚନାଯୋଗ୍ୟ ଯେ ଅବକାରୀ ଗୋଇନ୍ଦା ବିଭାଗ ସମ୍ବଲପୁର ଓ ପାଟଣାଗଡ଼

ଅବକାରୀ ବିଭାଗର ମିଳିତ ଉଦ୍ୟମରେ ଆଜି ଖପ୍ରାଖୋଲ ଲାଇସେନ୍ସ ଧାରୀ ବିଦେଶୀ ମଦ ଦୋକାନ ଓ ପାଟଣାଗଡ଼ ରାମପୁର ବିଦେଶୀ ମଦ ଦୋକାନକୁ ଚଢ଼ଉ କରି ବିପୁଳ ପରିମାଣରେ ନକଲି ବିଦେଶୀ ମଦ ଜବତ କରିବା ସହ  ରାମବ୍ରତ ସାହୁ ଓ ଗୌତମ ମହନ୍ତ ଦୁଇ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ପାଟଣାଗଡ଼ ଅବକାରୀ ଅଧିକାରୀ ବିଶ୍ବନାଥ ପରିଡ଼ା ସୂଚନା ଦେଇଛନ୍ତି । ଚଢ଼ାଉ ସମୟରେ ସମ୍ବଲପୁର ଅବକାରୀ ଇନ୍ସପେକ୍ଟର ଶଶୀ କାନ୍ତ ଦତ୍ତ,  ଅବକାରୀ ଉପ ଅଧିକ୍ଷକ ବିପ୍ରଚରଣ ମଣ୍ଡଳ ଓ ପାଟଣାଗଡ଼ ଅବକାରୀ ବିଭାଗର ଅଧିକାରୀ ବିଶ୍ୱନାଥ ପରିଡ଼ାଙ୍କ ସହ ପାଟଣାଗଡ଼ ଅବକାରୀ ଷ୍ଟାଫ୍  ମାନେ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026
  ଜିଲ୍ଲା  
ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   03-Oct-2026
  ଜିଲ୍ଲା  
ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   03-Oct-2026
  ଜିଲ୍ଲା  
ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   03-Oct-2026
  ଜିଲ୍ଲା  
ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   03-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   03-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ   03-Oct-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   02-Oct-2026

You Might Also Like