-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||      ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   (01-Oct-2026)       ||      ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   (01-Oct-2026)       ||      *ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   (01-Oct-2026)       ||      ବରପାଲି ଗଙ୍ଗାଧର କଳା ପରିଷଦ ତରଫରୁ ନୁଆଁ ଖାଇ ଭେଟଘାଟ କାର୍ଯ୍ୟକ୍ରମ - ୨୦୨୬   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ର ସୁବର୍ଣ୍ଣପୁର ଜୋନ୍ ର ସପ୍ତମ ଦିବସ ମ୍ୟାଚ୍ ରେ ବରଗଡ଼ ଦଳ ୬-୦ ଓ ସୁବର୍ଣ୍ଣପୁର ଦଳ ୧-୦ ରେ ଵିଜୟୀ*-   (01-Oct-2026)       ||      ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||     

HOME   ଜିଲ୍ଲା

ଅବ୍ୟବସ୍ଥାରେ ଚଣ୍ଡିଖୋଲ ଆଶ୍ରମ ବିଦ୍ୟାଳୟ, ପରିଚାଳନା ତୃଟି ଯୋଗୁ ବନ୍ଦ ହେବାକୁ ବସିଛି ଦୀର୍ଘବର୍ଷର ଅନୁଷ୍ଠାନ 

26-May-2022



ନେଉଳୁପର, (ପ୍ରେରଣା ଖବର)ଚଣ୍ଡିଖୋଲ ଚଣ୍ଡୀମନ୍ଦିର ନିକଟସ୍ଥ ୫୦ବର୍ଷରୁ ଉର୍ଦ୍ଧ ଚଣ୍ଡିଖୋଲ ଆଶ୍ରମ ବିଦ୍ୟାଳୟ ଏବେ ଅବ୍ୟବସ୍ଥାରେ ଚାଲୁଅଛି ଯାହାକୁନେଇ ଛାତ୍ରଛାତ୍ରୀ ଅଭିଭାବକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି.୧୯୫୯ ମସିହାରେ ଠକର ବାବାଙ୍କ ଦ୍ୱାରା ଏହି ଆଶ୍ରମ ବିଦ୍ୟାଳୟଟି ପ୍ରତିଷ୍ଠିତ କରାଯାଇଥିଲା.ପ୍ରଥମରୁ ପଞ୍ଚମ ଶ୍ରେଣୀ ଯାଏ ଏହି ବିଦ୍ୟାଳୟରେ ସମୁଦାୟ ୫୨ ଜଣ ଛାତ୍ରଛାତ୍ରୀ ନାମ ଲେଖାଇଥିବା ବେଳେ ବିଦ୍ୟାଳୟର ଅବ୍ୟବସ୍ଥା ଓ ପାଠପଢା ସମସ୍ୟାକୁ ଦେଖି ମାତ୍ର ୨୫ ଜଣ ପିଲା ଏବେ ବିଦ୍ୟାଳୟକୁ ଆସୁଛନ୍ତି.ଶ୍ରେଣୀଗୃହ ଅଭାବରୁ ଗୋଟିଏ କୋଠରୀରେ ସବୁ ଶ୍ରେଣୀର ଛାତ୍ରଛାତ୍ରୀମାନେ ପାଠପଢୁଛନ୍ତି,ଫଳରେ ପାଠ ପଢ଼ାରେ ବ୍ୟାଘାତ ସୃଷ୍ଟି ହେଉଛି.ଅନ୍ୟ ଶ୍ରେଣୀ ଗୃହରେ ବିଦ୍ୟୁତ ଓ ପଙ୍ଖାର ସୁବିଧା ନଥିବାରୁ ସେଥିରେ ପାଠ ପଢା ହେଉନାହିଁ ବୋଲି ଶିକ୍ଷକମାନେ ସୂଚନା ଦେଇଛନ୍ତି.ପାଠ ପଢାପାଇଁ ଡେସ୍କବେଞ୍ଚର ସୁବିଧା ନଥିବାରୁ ବାଧ୍ୟ ହେଇ ପିଲାମାନେ ତଳେ ବସିପାଠ ପଢୁଛନ୍ତି. ଛାତ୍ରଛାତ୍ରୀମାନଙ୍କ ପାଇଁ ବିଦ୍ୟାଳୟ ପରିସରରେ ଏକ କୂପ ଥିଲା ବେଳେ କୂପର ପାଣି ଲୁହାଳିଆ ଥିବାରୁ ଏହା ପିଇବା ଯୋଗ୍ୟ ହେଇନଥିବାରୁ ଛାତ୍ରଛାତ୍ରୀମାନେ ବାହାରୁ ପିଇବା ପାଣି ଆଣୁଛନ୍ତି.ସେହିପରି କୂପଟି ଖୋଳାମେଲାରେ ଥିବାରୁ ପିଲାମାନଙ୍କ ପାଇଁ ବିପଦ ରହିଅଛି.ପ୍ରଧାନଶିକ୍ଷୟତ୍ରୀଙ୍କ ସମେତ ୨ଜଣ ଶିକ୍ଷୟତ୍ରୀ ଏହି ବିଦ୍ୟାଳୟରେ ଥିବା ବେଳେ ଅଧିକାଂଶ ସମୟରେ ଏମାନେ ଅନୁପସ୍ଥିତ ରହୁଥିବାର କିଛି ଅଭିଭାବକମାନେ ଅଭିଯୋଗ କରିଛନ୍ତି ଆଉ ମଧ୍ୟ ନିର୍ଦ୍ଧିଷ୍ଟ ସମୟରେ ନଆସି ମନଇଛା ବିଦ୍ୟାଳୟକୁ ଆସୁଥିବାର ଦେଖିବାକୁ ମିଳୁଛି.ଶିକ୍ଷୟତ୍ରୀଙ୍କ ଅନୁପସ୍ଥିତିରେ ପିଲାମାନେ ବାହାରେ ବୁଲୁଥିବାର ନଜିର ରହିଅଛି.ଦୀର୍ଘ ଆଠ ବର୍ଷ ହେବ ବିଦ୍ୟାଳୟର ପରିଚାଳନା କମିଟି ଗଠନ ହେଇନଥିବା ବେଳେ ଏକ ନିର୍ଦ୍ଧିଷ୍ଟ ବ୍ୟକ୍ତି ବିଦ୍ୟାଳୟର ରୋଷେଇକାର୍ଯ୍ୟ,ପିଲାଙ୍କ ପୋଷାକ,ଜୋତା ଓ ବହି ବଣ୍ଟନରେ ରହି ବିଦ୍ୟାଳୟର ବିଭିନ୍ନ କାର୍ଯ୍ୟରେ ହସ୍ତକ୍ଷେପ କରୁଥିବାନେଇ ମଧ୍ୟ ଅଭିଭାବକମାନେ ଅଭିଯୋଗ କରିଛନ୍ତି.ପିଲାମାନଙ୍କ ପାଇଁ ଖେଳ ସାମଗ୍ରୀ ନଥିବା ବେଳେ ବହୁଦିନରୁ ନିର୍ମାଣ କରାଯାଇଥିବା ଦୋଳିଟି ନଷ୍ଟହେଇପଡିରହିଛି.ଏହିପରି ବହୁ ସମସ୍ୟାରେ ଏହି ବିଦ୍ୟାଳୟଟି ଥିବା ବେଳେ ଏ ବିଷୟରେ ଅଭିଭାବକମାନେ ଶିକ୍ଷାଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରିଥିବାବେଳେ ଆଜି ପର୍ଯ୍ୟନ୍ତ ଏହି ସମସ୍ୟାର ସମାଧାନ ହେଇପାରିନାହିଁ.ଏ ବିଷୟରେ ବ୍ଲକ ଶିକ୍ଷାଧିକାରଙ୍କୁ ପଚାରିବାରୁ ଏବିଷୟରେ ମୁ ଦେଖିବି ବୋଲି କହିଥିଲେ.. 


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   02-Oct-2026
  ଜିଲ୍ଲା  
ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   02-Oct-2026
  ଜିଲ୍ଲା  
ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   01-Oct-2026
  ଜିଲ୍ଲା  
ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   01-Oct-2026
  ଜିଲ୍ଲା  
ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା   01-Oct-2026
  ଜିଲ୍ଲା  
ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   01-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   01-Oct-2026
  ଜିଲ୍ଲା  
ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ   01-Oct-2026
  ଜିଲ୍ଲା  
ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   01-Oct-2026
  ଜିଲ୍ଲା  
ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   01-Oct-2026
  ରାଜ୍ୟ  
ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   01-Oct-2026

You Might Also Like