-+91-9937148622 |

prerana_bgr@rediffmail.com |

  Thursday 1st October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||      ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର : ଜିଲ୍ଲା ବରିଷ୍ଠ ନାଗରିକ ମଂଚ ର ବୈଠକ, ପାନୀୟ ଜଳ ର ସମସ୍ୟା ଓ ଏହାର ସମାଧାନ ଉପରେ ପି ଏଚ୍ ଡି ନିର୍ବାହୀ ଯନ୍ତ୍ରୀ ଙ୍କୁ ସାକ୍ଷାତ କଲେ

27-May-2022



ବଲାଙ୍ଗିର (ପ୍ରେରଣା ଖବର) ଗତ ୨୧.୫.୨୦୨୨ ର କାର୍ଯ୍ୟକାରିଣୀ ବୈଠକର ଆଧାରରେ ବରିଷ୍ଠ ନାଗରିକ ମଂଚ ର କାର୍ଯ୍ୟକର୍ତ୍ତା ଓ ସଭ୍ୟମାନେ କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ ପି.ଏଚ୍‌.ଡି ବଲାଙ୍ଗିରଙ୍କୁ ସାକ୍ଷାତ କରି ବଲାଙ୍ଗିର ସହରରେ ପାନୀୟ ଜଳ ସଂକଟର ଏବଂ ସୁଚାରୁ ପରିଚାଳନା ନିମନ୍ତେ ଦାବି ଉପସ୍ଥାପନ କରିଥିଲେ । ସହରର ତଳ ଅଂଚଳମାନଙ୍କରେ ପାନୀୟ ଜଳ

ଯୋଗାଣରେ ଘୋର ଅବ୍ୟବସ୍ଥାକୁ ଦୃଷ୍ଟିରେ ରଖି ପାନୀୟ ଜଳର ସୁବ୍ୟବସ୍ଥା, ଠିକ୍ ସମୟରେ ପାଇପ ପାଣି ଯୋଗାଣ, ନିକଟରେ ଉଚ୍ଚ ଟାୱାର ଥାଇ ମଧ୍ୟ ତା ନିକଟରେ ଥିବା ଅଂଚଳକୁ ପାଣି ନ ଯିବା ଯୋଗୁଁ ସେଠାକର ଅଧିବାସୀମାନେ ଜଳ କଷ୍ଠର ସମ୍ମୁଖିନ ହେଉଥିବା ଦୃଷ୍ଟିରୁ ଅଧିବାସୀମାନେ ଜଳ କଷ୍ଠର ସମ୍ମୁଖିନ ହେଉଥିବା ଦୃଷ୍ଟିରୁ ତାର ତୁରନ୍ତ ସମାଧାନ କରିବାକୁ କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲା ଓ ତାର ତୁରନ୍ତ ସମାଧାନ କରିବାକୁ ଅନୁରୋଧ କରାଯାଇଥିଲା । ଏ ସବୁର ପ୍ରତିକାର କରିବାକୁ କାର୍ଯ୍ୟନିର୍ବାହି ଯନ୍ତ୍ରୀ ପ୍ରତିଶୃତି ଦେଇଥିଲେ । ପୁନଃଶ୍ଚ ବରିଷ୍ଠ ନାଗରିକ ମଂଚର ଆଉ ଏକ ପ୍ରତିନିଧି ମଣ୍ଡଳି ସୁପରିଟେଣ୍ଡିଙ୍ଗ ଯନ୍ତ୍ରୀ ବିଦ୍ୟୁତ ବିଭାଗ ବଲାଙ୍ଗିରକୁ ସାକ୍ଷାତ କରି ବାରମ୍ବାର ବିଦ୍ୟୁତ କାଟ ନିମନ୍ତେ ଏବଂ ସମୟ ସମୟରେ ବିନା ଘୋଷଣାରେ ଦିର୍ଘ ସମୟ ବିଦ୍ୟୁତ କାଟ ହେଉଥିବା ବିଷୟ ରେ ଦୃଷ୍ଟି ଆକର୍ଷଣ କରିଥିଲେ । ଯନ୍ତ୍ରୀ ମହୋଦୟ ଏଣୁ ଏଣିକି ତାର ସମାଧାନ ନିମନ୍ତେ ପ୍ରତିଶୃତି ଦେଇଥିଲେ । ଫ୍ୟୁଜ କଲମାନଙ୍କରେ ଫୋନ କଲ ଗ୍ରହଣ ହେଉଥିବା କଥାକୁ ମଧ୍ୟ ତାଙ୍କ ଦୃଷ୍ଟି ଗୋଚର କୁ ଅଣାଯାଇଥିଲା । ସହର ମଧ୍ୟରେ ଅନେକ ଟ୍ରାନ୍ସଫରମର ସବ୍ ଷ୍ଟେସନ ଗୁଡିକ ଖୋଲା ମେଲା ରହିଥିବା ଯୋଗୁଁ ଦୁର୍ଘଟାକୁ ପ୍ରତିହତ କରିବାକୁ ବାଡ ଦେବା ପାଇଁ ଅନୁରୋଧ କରାଯାଇଥିଲା । ଏହାକୁ ମଧ୍ୟ ଶିଘ୍ର ସମାପ୍ତ କରିବାକୁ ପ୍ରତିଶୃତି ଦେଇଥିଲେ । 

ଉକ୍ତ ପ୍ରତିନିଧି ମଣ୍ଡଳିରେ ମଂଚର ସଭାପତି ପ୍ରଭାକର ମିଶ୍ର ଓ ସାଧାରଣ ସଂପାଦକ ମନୋରଂଜନ ମିଶ୍ରଙ୍କ ସହିତ କୋଷାଧ୍ୟକ୍ଷ ନରେନ୍ଦ୍ର କବାଟ, ଉପ-ସଭାପତି ବିରଞ୍ôଚ ହୋତା, ଅତିରିକ୍ତ

ସାଧାରଣ ସଂପାଦକ ସୁନିଲ ବିଶ୍ୱାଳ, ଯୁଗ୍ମ ସଂପାଦକ ଚୁଡେନ୍ଦ୍ର ବେହେରା, ଅଫିସ ସଂପାଦକ ଅଶୋକ ଚାନ୍ଦ, ସଂଗଠାନିକ ସଂପାଦକ ବିନୟ ମିଶ୍ର, ନାରାୟଣ ପାଢୀ, ମଲିଆ ଗଡୁଆ, ପୂର୍ଣ୍ଣଚନ୍ଦ୍ର ମେହେର ପ୍ରମୁଖ ଅଂଶଗ୍ରହଣ କରି ଆଲୋଚନାରେ ଭାଗ ନେଇଥିଲେ । ଏ ଗୁଡିକ ର  ସଂଯୋଜନା ସକ୍ରିୟ ସଭ୍ୟ ମଲିଆ ଗଡୁଆ ନିର୍ବାହ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   30-Sep-2026
  ଜିଲ୍ଲା  
କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ   30-Sep-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି   30-Sep-2026
  ଜିଲ୍ଲା  
ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   30-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   30-Sep-2026
  ଜିଲ୍ଲା  
ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   30-Sep-2026
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
  ଜିଲ୍ଲା  
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026

You Might Also Like