-+91-9937148622 |

prerana_bgr@rediffmail.com |

  Thursday 1st October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||      ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||     

HOME   ଜିଲ୍ଲା

ଦଣ୍ଡମୁକ୍ତ ଅଞ୍ଚଳରେ ଦଣ୍ଡ ଦେଲେ ନକଲି ଶିକ୍ଷୟିତ୍ରୀ, ଏବେ ଫିଟୁଛି ଗୁମର

27-May-2022



ବଲାଙ୍ଗୀର,ବଲାଙ୍ଗୀର   ଦଣ୍ଡମୁକ୍ତ ଅଞ୍ଚଳରେ ମିଳିଲା ଦଣ୍ଡ । ଜଣେ ଚତୁର୍ଥ ଶ୍ରେଣୀ ଛାତ୍ରୀଙ୍କୁ ନିର୍ଘାତ ପିଟିଲେ ଶିକ୍ଷୟିତ୍ରୀ। ଘଟଣାର ଖୋଳତାଡ଼ କରୁ କରୁ ଶିକ୍ଷୟିତ୍ରୀଜଣକ ନକଲି ବୋଲି ଜଣାପଡ଼ିଲା। ବିନା ଖାତା ଖତିଆନରେ, ସରକାରୀ କାଗଜପତ୍ରରେ ଶିକ୍ଷୟିତ୍ରୀଜଣକ ବ୍ଳକ ସଦର ମହକୁମାରେ ଥିବା ଏକ ସରକାରୀ ସ୍କୁଲରେ କିପରି ପଢ଼ାଉଥିଲେ, ଏଥିପାଇଁ କିଏ ଅନୁମତି ଦେଇଥିଲା ତାକୁ ନେଇ ଆରମ୍ଭ ହୋଇଛି ଖୋଳତାଡ଼ । ଏପରି  ଆଶ୍ଚର୍ଯ୍ୟଜନକ ଘଟଣା ବଲାଙ୍ଗିର ସହର ଇଛାପଡା ପ୍ରାଥମିକ ବିଦ୍ୟାଳୟରେ ଘଟିଛି ।
ସୂଚନା ଅନୁଯାୟୀ, କ୍ଷିରାଦ୍ରୀ ବାଗ ନାମ୍ନୀ ଶିକ୍ଷୟିତ୍ରୀ ପ୍ରାୟ ୮ ବର୍ଷ ହେଲା ଇଛାପଡା ପ୍ରାଥମିକ ବିଦ୍ୟାଳୟରେ ପଢ଼ାଉଥିଲେ। ହେଲେ ତାଙ୍କୁ ସରକାରଙ୍କ ତରଫରୁ ନିଯୁକ୍ତି ମିଳି ନ ଥିଲା। ଖୋଳତାଡ଼ କରୁ କରୁ ତାଙ୍କୁ ଏକ ଏନଜିଓ ସେଠାରେ ରଖିଥିବା ଜଣାପଡ଼ିଛି। ତେବେ ଏନଜିଓ କିପରି ରଖିଲା, ଏତେ ବର୍ଷ ମଧ୍ୟରେ କିପରି ଉପରିସ୍ଥ ଅଧିକାରୀ ତାଙ୍କ ସମ୍ପର୍କରେ ଜାଣି ପାରି ନ ଥିଲେ ତାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛ ।
ସମ୍ପୃକ୍ତ ଶିକ୍ଷୟିତ୍ରୀଜରକ ଗତ ସୋମବାର ଜଣେ ଚତୁର୍ଥ ଶ୍ରେଣୀ ଛାତ୍ରୀଙ୍କୁ ମାଡ଼ ମାରିଥିଲେ। ଏନେଇ ଛାତ୍ରୀଜଣକ ଘରେ କିଛି କହି ନ ଥିବା ବେଳେ ମଙ୍ଗଳବାର ମଧ୍ୟ ଶିକ୍ଷୟିତ୍ରୀ ବାଗ ତାଙ୍କୁ ନିର୍ଘାତ ପିଟିଥିଲେ। ଏହା ଅସହ୍ୟ ହେବାରୁ ଛାତ୍ରୀଜଣକ କାନ୍ଦି କାନ୍ଦି ଘରେ ସବୁ କଥା କହିଥିଲେ। ଏନେଇ ପରିବାର ଲୋକେ ସ୍କୁଲ ପ୍ରଧାନଶିକ୍ଷୟିତ୍ରୀଙ୍କ ନିକଟରେ ଅଭିଯୋଗ କରିବା ପରେ ଘଟଣାର ଖୋଳତାଡ଼ ଆରମ୍ଭ ହୋଇଛି। ଖବର ପାଇ ଏବିଇଓ, ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷ ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚିଛନ୍ତି।
ଶିକ୍ଷକମାନଙ୍କ ଅନୁପସ୍ଥିତି ବେଳେ ସେ ପଢ଼ାଉଥିଲେ । ହେଲେ ତାଙ୍କ ନିଯୁକ୍ତି ସମ୍ପର୍କରେ କିଛି ଜାଣିନି ବୋଲି କହିଛନ୍ତି ପ୍ରଧାନଶିକ୍ଷୟିତ୍ରୀ । ମୁଁ ଯେତେବେଳେ ସ୍କୁଲ ଆସେ, ତାଙ୍କୁ କେବେବି ଦେଖିନି। ସେ ଆଇନତଃ ଭାବେ ନିଯୁକ୍ତି ପାଇ ନ ଥିବା କହିଛନ୍ତି ଏବିଇଓ । ଶିକ୍ଷକଜଣକ ସମ୍ପୂର୍ଣ୍ଣ  ବେଆଇନ ଭାବେ ନିଯୁକ୍ତି ପାଇଛନ୍ତି।  ଏହା ଏକ ସାଂଘାତିକ ଅଭିଯୋଗ । ତାଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି  ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷ । ସମ୍ପୃକ୍ତ ଶିକ୍ଷୟିତ୍ରୀଙ୍କୁ ଖୋଜା ଚାଲିଥିବା ବେଳେ ଗତ ୨ ଦିନ ହେବ ସେ ସ୍କୁଲ ଆସୁ ନ ଥିବା ଜଣାଯାଇଛି।
ସୂଚନାଯୋଗ୍ୟ, ସମ୍ପୃକ୍ତ ସ୍କୁଲରେ ୭୪ ଜଣ ପିଲା ଥିବା ବେଳେ ସେମାନଙ୍କୁ ପଢ଼ାଇବା ନିମନ୍ତେ ୪ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯାଇଛି। ଏହା ସରକାରଙ୍କ ଅନୁପାତ ଅନୁଯାୟୀ ଅଧିକ ଥିବା ବେଳେ ପୁଣି ଜଣେ ବାହାର ଶିକ୍ଷକ କ’ଣ ପାଇଁ ଆବଶ୍ୟକ ପଡ଼ିଲେ। ଏଥିପାଇଁ କିଏ ଅନୁମତି ଦେଇଥିଲେ ତାହାର ଚାଲିଛି ଖୋଳତାଡ଼ ।

(ବଲାଙ୍ଗୀର ଜିଲ୍ଲାରୁ  ଅନ୍ତର୍ଯ୍ୟାମୀ ସାହୁ ଙ୍କ ରିପୋର୍ଟ) 

 


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   30-Sep-2026
  ଜିଲ୍ଲା  
କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ   30-Sep-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି   30-Sep-2026
  ଜିଲ୍ଲା  
ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   30-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   30-Sep-2026
  ଜିଲ୍ଲା  
ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   30-Sep-2026
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
  ଜିଲ୍ଲା  
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026

You Might Also Like