-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||      ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||     

HOME   ଜିଲ୍ଲା

ସୁକନ୍ୟା ସମୃଦ୍ଧି ଯୋଜନାରେ ଜମା କରୁଥିଲେ ଟଙ୍କା; ହେଲେ ଦେଖିଲା ବେଳକୁ…,,,,,,?

28-May-2022



ବଲାଙ୍ଗୀର : ସୁକନ୍ୟା ସମୃଦ୍ଧି ଯୋଜନାରେ ଡାକଘରେ ଟଙ୍କା ଜମା ହୋଇଛି ସତ ହେଲେ ଡାକଘର ଜମା ଖାତାରେ ଟଙ୍କା ନାହିଁ। ଏଭଳି ଏକ ଅଭାବନୀୟ ଘଟଣା ଯାଜପୁର ଜିଲ୍ଲା ଧର୍ମଶାଳା ବ୍ଲକ କଣ୍ଟୀଗଡ଼ିଆ ଉପ ଡାକଘରେ ଦେଖିବାକୁ ମିଳିଛି। କ୍ଷେତ୍ରପାଳ ଗାଁର ଜମାକାରୀ ସାରଦା ପ୍ରସାଦ ସାମନ୍ତରାୟ ନିଜ ଝିଅ ନାଁରେ ୨୦୧୫ ଅଗଷ୍ଟ ୨୬ରୁ  ସୁକନ୍ୟା ସମୃଦ୍ଧି ଯୋଜନାରେ ଡାକଘରେ ଖାତା ଖୋଲିଥିଲେ। ୨୦୨୦ ଜୁଲାଇ ୧ ପର୍ଯ୍ୟନ୍ତ ୧ ଲକ୍ଷ୍ୟ ଟଙ୍କା ଜମା କରିଥିଲେ।
 ସାରଦା ପୁଣିଥରେ ଟଙ୍କା ଜମା କରିବାକୁ ଯାଇଥିବା ବେଳେ ମୋଟ ଜମା ଟଙ୍କା କେତେ ହୋଇଛି ବୋଲି ପଚାରିବାରୁ ପୋଷ୍ଟ ମାଷ୍ଟର କମ୍ପୁଟର ଜମା ବହିରେ ମାତ୍ର ୧ ହଜାର ଟଙ୍କା ଥିବା କହିଥିଲେ। ଆଶ୍ଚର୍ଯ୍ୟର କଥା ହେଲା ସାରଦାଙ୍କ ପାଖରେ ଥିବା ଡାକ ବହିରେ 1 ଲଖ୍ୟ ଟଙ୍କା ଅର୍ଥ ଜମା ହୋଇଥିବା ବେଳେ ଡାକଘରେ ଥିବା କମ୍ପୁଟର ଜମା ବହିରେ ମାତ୍ର 1 ହଜାର ଟଙ୍କା ଥିବା ଜଣା ପଡିଛି. ଏ ନେଇ ଜମାକାରୀ ପୋଷ୍ଟମାଷ୍ଟର ଙ୍କ ନିକଟରେ ଅଭିଯୋଗ କରିଥିଲେ। ପୋଷ୍ଟ ମାଷ୍ଟର କହିଛନ୍ତି ସେ ନୂଆ ଆସିଥିବାରୁ ସେ ଉପରିସ୍ଥ ଅଧିକାରୀଙ୍କୁ ଜଣାଇବେ ଖୁବ ଶୀଘ୍ର ଏହାର ସମାଧାନ କରାଯିବ ବୋଲି ସେ  ପ୍ରତିଶୃତି ଦେଇଛନ୍ତି।

(ବଲାଙ୍ଗୀର ଜିଲ୍ଲାରୁ ଅନ୍ତର୍ଯ୍ୟାମୀ ସାହୁ ଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ   30-Sep-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି   30-Sep-2026
  ଜିଲ୍ଲା  
ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   30-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   30-Sep-2026
  ଜିଲ୍ଲା  
ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   30-Sep-2026
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
  ଜିଲ୍ଲା  
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026

You Might Also Like