-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||      ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||     

HOME   ଜିଲ୍ଲା

ଜଳସେଚନ ପ୍ରକଳ୍ପ କାଯ୍ୟାଳୟ ସମ୍ମୁଖ ରାସ୍ତାରେ ମାଲବାହି ମିନି ଟ୍ରକ ଦୁର୍ଘଟଣା ଗ୍ରସ୍ତ ଜଣେ ଗୁରୁତର

28-May-2022



ପାଟଣାଗଡ଼(ରୁପେନ୍ଦ୍ର ମୁଣ୍ଡା) :  ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ଉପଖଣ୍ଡ ଖପ୍ରାଖୋଲ ଥାନା ସ୍ଥାନୀୟ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ କାଯ୍ୟାଳୟ ସମ୍ମୁଖ ରାସ୍ତାରେ ଶୁକ୍ରବାର ଦିନ ଏକ ମାଲବାହି ମିନି ଟ୍ରକ ଭାରସାମ୍ୟ ହରାଇ ଲିମ୍ବ ଗଛରେ ପିଟି ହେବା ଫଳରେ ଜଣେ ଗୁରୁତର ହୋଇଥିବା ଜଣାପଡିଛି l ପ୍ରାପ୍ତ ସୂଚନା ମୁତାବକ ରାୟପୁର ପାପାଡ଼ି ଥାନା ଅନ୍ତର୍ଗତ ଏକ ପ୍ରାଇଭେଟ ପରିବହନ ସଂସ୍ଥା ର ଗାଡ଼ି ନଂ CG-04-NM-3185 ରାୟପୁର ରୁ ପାଟଣାଗଡ଼ କୁ ଦୋକାନୀ ମାନଙ୍କ ବିଭିନ୍ନ ସାମଗ୍ରୀ ପହଞ୍ଚାଇ ଫେରିବା ସମୟରେ ଖପ୍ରାଖୋଲ ଜଳସେଚନ ବିଭାଗ କାର୍ଯ୍ୟଳୟ ସମ୍ମୁଖ ରାସ୍ତାରେ ଭାରସାମ୍ୟ ହରାଇ ନିମ୍ବ ଗଛ କୁ ଧକ୍କା ଦେଇ ଦୁର୍ଘଟଣା ଗ୍ରସ୍ତ ହୋଇଛି l ଦୁର୍ଘଟଣା ଗ୍ରସ୍ତ ସ୍ଥାନରେ ଅଗ୍ନିସମ ବିଭାଗ କର୍ମଚାରୀ ମାନେ ପହଞ୍ଚି ଚାଳକ ଓ ଅନ୍ୟଜଣ ଙ୍କୁ ଉଦ୍ଧାର କରି ପ୍ରଥମିକ ଚିକିତ୍ସା ପାଇଁ ଡାକ୍ଟର ଖାନା ନେଇଥିଲେ । ଗାଡି ଚାଳକ ଅବଦୁଲ ହନିଫ ଖାନ ସୁରକ୍ଷିତ ଥିବା ବେଳେ ଗାଡି ରେ ବସିଥିବା ଅଭିଷେକ ଶର୍ମା ଗୁରୁତର ହେବା ଫଳରେ ଖପ୍ରାଖୋଲ ଡାକ୍ତର ଖାନା ରେ ଚିକିତ୍ସା ପରେ ଉଚ୍ଚତର ଚିକିତ୍ସା ପାଇଁ ବାହାରକୁ ପଠା ଯାଇଥିବା ଜଣା ପଡ଼ିଛି । ଏନେଇ ଖପ୍ରାଖୋଲ ପୋଲିସ ଖବର ପାଇ ଦୁର୍ଘଟଣା ସ୍ଥଳକୁ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ଜଣାପଡିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି   30-Sep-2026
  ଜିଲ୍ଲା  
ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   30-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   30-Sep-2026
  ଜିଲ୍ଲା  
ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   30-Sep-2026
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
  ଜିଲ୍ଲା  
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026

You Might Also Like