-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||     

HOME   ଜିଲ୍ଲା

କାଳବୈଶାଖୀ ବର୍ଷା ଓ ପବନରେ ବ୍ୟାପକ କ୍ଷୟକ୍ଷତି, ଗଛ ପଡି ଦୀର୍ଘ ୨ଘଣ୍ଟା ଧରି ବିନିକା-ଏସ ରାମପୁର ରାସ୍ତା ବନ୍ଦ

28-May-2022



ବିନିକା(ହିମାଂଶୁ ଶେଖର ପୁଟେଲ) :ଶୁକ୍ରବାର ଅପରାହ୍ନରେ ଅଚାନକ କାଳବୈଶାଖୀ ବର୍ଷା ଓ ପବନ ଯୋଗୁଁ ବିନିକା ଅଞ୍ଚଳରେ ନାହିଁ ନଥିବା କ୍ଷୟକ୍ଷତି ହୋଇଥିବା ଜଣାପଡିଛି। ସେହିପରି ପବନ ଯୋଗୁଁ ଅନେକ ସ୍ଥାନରେ ଗଛ ପଡି ରାସ୍ତା ଅବରୋଧ ହେବା ସହ ଯାତାୟତରେ ବାଧାପ୍ରାପ୍ତ ଘଟିଛି ।ବର୍ତମାନ ଚାଷୀ ରବି ରିତୁର ଧାନ ଜୋରଦାର ଭାବେ ଅମଲ କରୁଥିବା ବେଳେ ଏବଂ ଆଉ କେତେକ ଚାଷୀ କଷ୍ଟପାର୍ଜିତ ଧାନକୁ ଅମଳ କରି ଖଳା ମାନଙ୍କରେ ସାଇତି ରଖିଥିବା ବେଳେ ଅଚାନକ ବର୍ଷା  ଚାଷୀର ମେରୁଦଣ୍ଡକୁ ଦୋହଲାଇ ଦେଇଛି ।ବହୁ ସ୍ଥାନରେ ଧାନ ସବୁ ବର୍ଷାରେ ଭିଜି ଯାଇଥିବାରୁ ଚାଷୀ ଆଖିରେ ଲୁହ ଗଡ଼ିବା ସାର ହୋଇଛି । ଦୀର୍ଘ ୨ଘଣ୍ଟାରୁ ଅଧିକ ସମୟ ଧରି ପବନ ବୋହିବା ସହ ତୁହାକୁ ତୁହା ବର୍ଷା ଯୋଗୁଁ କେତେକ ଚାଷ ଜମିର ଧାନ ଗଛ ଗୁଡ଼ିକ ସମ୍ପୂର୍ଣ୍ଣ ଶୋଇ ପଡ଼ିଥିବା ବେଳେ ଆଉ କେତେକ ଚାଷ ଜମି ପାଣି ହୋଇ ଯାଇଥିବାରୁ ଧାନ କାଟିବା ବର୍ତମାନ ସମ୍ଭବ ନୁହେଁ ବୋଲି ଚାଷୀ ପ୍ରକାଶ କରିଛନ୍ତି । ଯାହା ଫଳରେ କି ଜମିର

ଓଦାଲିଆ ମାଟି ୫/୭ଦିନ ପରେ ସୁଖିଲେ ଯାଇ ଚାଷୀ ଜମିରୁ ଧାନ ଅମଳ କରି ପାରିବ ।ଅନ୍ୟ ପକ୍ଷରେ ଏହି ବର୍ଷା ଯୋଗୁଁ ପନିପରିବା ଚାଷରେ ମଧ୍ୟ କ୍ଷତି ହୋଇଥିବା ସୂଚନା ମିଳିଛି ।ପବନ ଓ ବର୍ଷା ଯୋଗୁଁ ଅଧିକାଂଶ ସ୍ଥାନରେ ଗଛ ଗୁଡ଼ିକ ଭାଙ୍ଗି ଯାଇଛି ।ବିନିକା ଏସ ରାମପୁର ରାଜପଥ ବିଶାଳପାଲି ଠାରେ ଥିବା ରାସ୍ତା ପାର୍ଶ୍ଵ କେତେକ ଗଛ ଭାଙ୍ଗି ଯାଇ ରାସ୍ତାରେ ପଡ଼ିବାରୁ ଦୀର୍ଘ ୨ଘଣ୍ଟା ଧରି ଯିବା ଆସିବା ବନ୍ଦ ରହିଥିଲା ଉଭୟ ପଟରେ ଗାଡ଼ି ମଟର ଅଟକି ରହିଥିବା ବେଳେ ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହୋଇଥିଲେ ।ଖବର ପାଇ ବିନିକା ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚି ରାସ୍ତାରେ ପଡ଼ିଥିବା ଗଛ ଗୁଡ଼ିକୁ କାଟି ଅନ୍ୟତ୍ର ସ୍ଥାନାନ୍ତର କରିବା ପରେ ଯିବା ଆସିବା ସ୍ୱଭାବିକ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   30-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   30-Sep-2026
  ଜିଲ୍ଲା  
ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   30-Sep-2026
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
  ଜିଲ୍ଲା  
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026

You Might Also Like