-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||     

HOME   ଜିଲ୍ଲା

ଡୁଙ୍ଗୁରିପାଲି : ପୂଜା ପାର୍ବଣରେ ବେଧଡ଼କ ଚାଲିଛି ଘୁଡୁଘୁଡୁ ପଟି ଖେଳ

28-May-2022



ଡୁଙ୍ଗୁରିପାଲି(ଅରବିନ୍ଦ ମିଶ୍ରଙ୍କ ରିପୋର୍ଟ): ସୁବର୍ଣ୍ଣପୁର  ଜିଲ୍ଲା ଡୁଙ୍ଗୁରିପାଲି ଅଞ୍ଚଳରେ ଏବେ ଅନେକ ମନ୍ଦିର ପ୍ରତଷ୍ଠା ହେଉଛି ଏବଂ ଏହା ନା ରେ ଦିନ ଦିନ ଧରି ଯାତ୍ରା ହେଉଛି। ଯାତ୍ରା ପଡିଆ ରେ ଖୁଲମ୍ ଖୁଲା ଜୁଆ ଖେଳ ଚାଲିଛି। ପ୍ରକାଶ ଥାଉକି ଗତ ୩/୪ ତାରିଖ ଏହି ବ୍ଲକ ଅନ୍ତର୍ଗତ ସିଆଲବହାଲି ଗ୍ରାମରେ ଜଗନାଥ ମନ୍ଦିର ରତ୍ନମୁଦ ସ୍ଥାପନ ଉପଲକ୍ଷେ ଦୁଇ ଦିନ  ଧରି ଯାତ୍ରା ଚାଲିଥିଲା l

ଯାତ୍ରା  ସହିତ ଜୁଆ ଖେଳ ଓ ଘୁଡୁଘୁଡୁ ପଟ୍ଟି ଖୋଲାଖୋଲି ଭାବେ ଚାଲିଥିବା ଦେଖା ଯାଇଥିଲା l ଏଥି ସହିତ ମେ ୧୮ ରୁ ୨୭ ତାରିଖ ପର୍ଯ୍ୟନ୍ତ ଏହି ବ୍ଲକର ଇଚ୍ଛାପୁର ଗ୍ରାମରେ ବିନ୍ଧ୍ୟବାସିନୀ  ମନ୍ଦିରର ପ୍ରତଷ୍ଠା ଉପଲକ୍ଷେ ଯାତ୍ରା ଚାଲିଥିଲା।ଯତ୍ରl ପଡ଼ିଆରେ ପୋଲିସ ର ଉପସ୍ଥିତିରେ ଏହି ଜୁଆଖେଳ ଚାଲିଥିଲା l ପୋଲିସ ବାବୁ ମାନେ ଶାନ୍ତି ଶୃଙ୍ଖଳା ରକ୍ଷା କରିବା ପାଇଁ ନିୟୋଜିତ ହୋଇଥିଲେ। ଏ ବିଷୟ ରେ ଥାନାରେ ପଚାରିବାରୁ  ପୋଲିସ ବାବୁ ସିଧାସଳଖ ଆମକୁ ଜଣା ନାହିଁ ବୋଲି କହିଥିଲେ । ଥାନା ରୁ ଅନତି ଦୂରରେ ସାତ ଦିନଧରି ଯାତ୍ରା ହେଉଥିଲେ ମଧ୍ୟ କିପରି ଷ୍ଟାଫ୍  ଙ୍କ ଦୃଷ୍ଟି କୁ ଆସୁ ନାହିଁ, ତାହା ପ୍ରଶ୍ନବାଚୀ ସୃଷ୍ଟି କରିଛି l ହୋମଗାର୍ଡ ମାନେ ଶାନ୍ତି ଶୃଙ୍ଖଳ ପାଇଁ  ନିୟୋଜିତ ହୋଇଥିବା ବେଳେ ଏପରି ବେଆଇନ ଜୁଆ ଖେଳ କିପରି ଚାଲିଛି,  ତାହା ଜଣା ପଡୁ ନାହିଁ l     


News Comment




Photo in News

Advertisment
Lastest News
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026

You Might Also Like