-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||     

HOME   ଜିଲ୍ଲା

ମୁରିବାହାଲ ବ୍ଲକର ନୂତନ ସରପଂଚ ସଂଘ ଗଠିତ

28-May-2022



ମୁରିବାହାଲ(ସୁଦାମ ବଘାର)-ମୁରିବାହାଲ ବ୍ଲକ ନୂତନ ସରପଂଚ ସଂଘ  ଶନିବାର ଦିନ ବହୁ ପୁରାତନ ଚଉଷଠି ୍‌ଯୋଗନୀ ପିଠ ରାଣୀପୁର ଝରିଆଲ ଶିବ ମନ୍ଦିିର  ପ୍ରାଙ୍ଗଣରେ ମୁରିବାହାଲ ବ୍ଲକର ସମସ୍ତ ୨୨ ଗୋଟି ପଂଚାୟତର ସରପଂଚମାନଙ୍କୁ ନେଇ ଏକ ଜରୁରି ବୈଠକ ହୋଇଯାଇଥିଲା । ଏହି ବୈଠକରେ ଅର୍ଣ୍ଣ ବାଗଙ୍କ ସଭାପତିତ୍ୱରେ ନୂତନ ସରପଂଚ ସଂଘ ଗଠନ କରାଯାଇଥିଲା । ଉକ୍ତ ବୈଠକରେ ମୁରିବାହାଲ ୨୨ ଗୋଟି ପଂଚାୟତର ଉନ୍ନତି ଏବଂ ବିକାଶ କିପରି ହେବ ସେ ବିଷୟରେ ଗୁରୁତ୍ୱାରୋପ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ମୁରିବାହାଲ ବ୍ଲକ ଅଧ୍ୟକ୍ଷ ହରିବନ୍ଧୁ ମେହେର ଓ ବିଡିଓ ପ୍ରିୟରଞନ କୁମ୍ଭାର ଯୋଗ ଦେଇଥିଲେ । ସର୍ବ ସମ୍ମତିକ୍ରମେ ମୁରିବାହାଲ ସରପଂଚ ବିଶ୍ୱବିହାରି ଯୋଷିଙ୍କୁ ସଭାପତି ଭାବରେ ଚୟନ କରିଥିବା ବେଳେ ଉପସଭାପତି ରାମଦାଶ ମହାକୁର, ସମ୍ପାଦିକା କୁନ୍ତି ମେହେର, କୋଷାଧ୍ୟକ୍ଷ ମୋତିମାଲା ବେହେରା, ଚୟନ କରାଯାଇ ଆଗାମି ଦିନରେ ଏହି ସରପଂଚ ସଂଘ ପ୍ରଶାସନ ସହିତ ଆଲୋଚନା କରି ଜନସାଧାରଣଙ୍କ ସ୍ୱାର୍ଥକୁ ଦୃଷ୍ଟି ଦେଇ ଅଂଚଳର ଉନ୍ନତି ମୂଳକ କାର୍ଯ୍ୟ କରିବା ପାଇଁ ଦୃଢ ନିଷ୍ପତି ନେଇଥିଲେ । କଲ୍ୟାଣୀ ଘିଭେଲା, ଲୁଚନା ବଗର୍ତି, ଦମୟନ୍ତି ହାତି, ଲବଣୀ ନାଗ, ମମତା ପ୍ରଧାନି, ସୁବାସିନୀ ବେହେରା, ରଶ୍ମିତା ବାଗ, କରିଶ୍ମା ସୁନା, ପ୍ରିୟବ୍ରତ ପ୍ରଧାନୀ, ଦେବରାଜ ପାତ୍ର, ସବିତା ବିଭାର, ସୁମିତ୍ରା ସେଠ,  ତଥା ସମସ୍ତ ସରପଂଚ ଏହି ବୈଠକରେ ଉପସ୍ଥିତ ଥିଲେ ।
 


News Comment




Photo in News

Advertisment
Lastest News
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026

You Might Also Like