-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||     

HOME   ଜିଲ୍ଲା

ଆଜି ଠୁଁ କଳିଙ୍ଗ ଷ୍ଟାଡିୟମ ରେ ରାଜ୍ୟସ୍ତରୀୟ ସନ୍ତରଣ ପ୍ରତିଯୋଗିତା - ସୁବର୍ଣ୍ଣପୁରରୁ ଭାଗନେଲେ ୧୩ ପ୍ରତିଯୋଗୀ

28-May-2022



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ) : ଆଜି ଠୁଁ ରାଜ୍ୟସ୍ତରୀୟ ସନ୍ତରଣ ପ୍ରତିଯୋଗିତା ଆରମ୍ଭ ହେବ। ଏହି ପ୍ରତିଯୋଗିତାର ଜୁନିୟର ଏବଂ ସବଜୁନିୟର ବର୍ଗରେ ଭାଗନେବା ପାଇଁ ସୁବର୍ଣ୍ଣପୁର ଜିଲ୍ଲାରୁ ୧୩ ଜଣ ପ୍ରତିଯୋଗୀ ମନୋନୀତ ହୋଇଛନ୍ତି। ସୋମ ନାଗ, ହିମାଂଶୁ ସୁନା, ବାଞ୍ଛାନିଧି ସାଗର, ଜ୍ଞାନ ରଂଜନ ତରିଆ, ଆଶୁତୋଷ ରଣା, ଦେବାଂଶ ସାହୁ, କାଂଶୀରାମ ସୁନା, ଆଶିଷ ମହଲା, ଆଲୋକ ମହଲା, ଅଭିଷେକ ପାଣ୍ଡେ, ଗଣେଷ ଲୁହା, ପ୍ରିତୀମୟୀ ଭୁକ୍ତା ପ୍ରମୁଖ ବିଭିନ୍ନ ବର୍ଗରେ କୋଚ ଆକାଶ ସାହୁଙ୍କ ତତ୍ତ୍ଵାବଧାନରେ ଏହି ପ୍ରତିଯୋଗିତାରେ ଭାଗନେଇଛନ୍ତି ବୋଲି ଜିଲ୍ଲା ସନ୍ତରଣ ସଂଘର ସଂପାଦକ ଜୟ ନାରାୟଣ ମେଣ୍ଡେଲି ଜଣାଇଛନ୍ତି । କୋଚ ଭିନୀତ ପଧାନ ଓ ଟିମ ମେନେଜର ଆକାଶ ସାହୁ ଙ୍କ ପରାମର୍ଶ ଓ ତତ୍ୱାବଧାନ ରେ ଏହି  ଟିମ ଯାତ୍ରା ଆଜି ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ପହଁଚିଥିବା  ସୂଚନା ମିଳିଛି l ଏହି ଖବର ପାଇ ପ୍ରତିଯୋଗୀଙ୍କୁ ଉତ୍ସାହିତ କରିବl ପାଇଁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   29-Sep-2026
  ଜିଲ୍ଲା  
*ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   29-Sep-2026

You Might Also Like